ଜାତୀୟ

ଗୁଗଲ୍‌ ସିଇଓଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଗୁଲ ଏବଂ ଆଲଫାବେଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କ ସହ ଡିଜିଟାଲ ମାଧ୍ୟମରେ କଥା ହୋଇଥିଲେ। ଭାରତରେ ବୈଦ୍ୟୁତିକ ଉତ୍ପାଦନ ଇକୋସିଷ୍ଟମର ବିସ୍ତାରରେ ଭାଗ ନେବାକୁ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରର ଗୁଗଲର ଯୋଜନା ଉପରେ…

ସିସୋଡିଆଙ୍କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜେଲରେ ରଖାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡୁଆ କମୁନାହିଁ। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ପ୍ରାୟ ଆଠ ମାସ ଜେଲରେ ଅଛନ୍ତି। ସିବିଆଇ ଏବଂ ଇଡି ଏହି ଘଟଣାର ତଦନ୍ତ କରୁଛନ୍ତି। ଜାମିନ…

ଅସଦାଚରଣରୁ ଗୁଳିକାଣ୍ଡ: ୧୦ ଆହତ

ମାହୋବା (ୟୁପି),୧୬ା୧୦: ଉତ୍ତରପ୍ରଦେଶର ମାହୋବା ଜିଲାର ବେନ୍ଦୋ ଗ୍ରାମରେ ଅସଦାଚରଣକୁ କେନ୍ଦ୍ରକରି ଗୁଳିମାଡ଼ ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ୭ ଜଣଙ୍କୁ ମାହୋବା ଜିଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବି.ଏ. ବଢ଼ୁଥିବା ଜଣେ ଛାତ୍ରୀଙ୍କୁ ଜିତେନ୍ଦ୍ର…

ବୈଶ୍ବିକ ସମସ୍ୟା, ଅଶୋଧିତ ତୈଳ ଦାମ୍ ବୃଦ୍ଧିର ପ୍ରଭାବ, ରେକର୍ଡ ନିମ୍ନ ସ୍ତରକୁ ଖସିଲା ଟଙ୍କା

ନୂଆଦିଲ୍ଲୀ, ୧୬।୧୦:(୧୦) ଭାରତୀୟ ଟଙ୍କାର ମୂଲ୍ୟ ସୋମବାର ଐତିହାସିକ ନିମ୍ନ ସ୍ତରକୁ ହ୍ରାସ ପାଇଛି। ବିଶ୍ୱ ବଜାରରେ ଅଶୋଧିତ ତେଲର ଦର ବୃଦ୍ଧି ପାଇ ବ୍ୟାରେଲ ପିଛା ୯୦ ଡଲାର ପାର କରିବା ଏବଂ ଡଲାର ତୁଳନାରେ ଅନ୍ୟ ଏସୀୟ ମୁଦ୍ରାର…

ସମଲିଙ୍ଗୀ ବିବାହକୁ ମିଳିବ କି ଅନୁମତି ? ମଙ୍ଗଳବାର ନିଷ୍ପତ୍ତି ଶୁଣାଇବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦:(୧୦) ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ଦାବି କରି ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଉପରେ ମଙ୍ଗଳବାର କୋର୍ଟ ନିଜର ନିଷ୍ପତି ଶୁଣାଇବେ। ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ପୀଠ ଏହି ମାମଲାର ଶୁଣାଣି ୧୦ ଦିନ ଧରି…

ଆହତ ହେଲେ ସୁମିତ୍ରା ମହାଜନ

ଇନ୍ଦୋର,୧୬।୧୦: ପୂର୍ବତନ ଲୋକ ସଭା ବାଚସ୍ପତି ସୁମିତ୍ରା ମହାଜନ ଇନ୍ଦୋରସ୍ଥିତ ନିଜ ଘରେ ପଡ଼ିଯିବାରୁ ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ସୋମବାର ସୁମିତ୍ରା ମହାଜନଙ୍କ ସିଟି ସ୍କାନ ମଧ୍ୟ କରାଯାଇଛି। ପୂର୍ବତନ ଲୋକ ସଭା ବାଚସ୍ପତି ସୁମିତ୍ରା ମହାଜନ…

ମମତାଙ୍କୁ ଟାର୍ଗେଟ କଲେ ଶାହା

କୋଲକାତା,୧୬।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ତାଙ୍କର ପଶ୍ଚିମ ବଙ୍ଗ ଯାତ୍ରା ସମୟରେ କୋଲକାତାରେ ଦୁର୍ଗା ପୂଜାର ଉଦଘାଟନ କରିଛନ୍ତି। ଏହି ସମୟରେ ସେ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କୁ ପରୋକ୍ଷରେ ଟାର୍ଗେଟ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା…

ତେଜସ୍ବୀଙ୍କୁ ଆଶ୍ୱସ୍ତି, କରିବେ ବିଦେଶ ଯାତ୍ରା

ପାଟନା,୧୬।୧୦: ଜମି ବଦଳରେ ଚାକିରି ଦେବା ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର କୋର୍ଟରୁ ଆଉ ଏକ ଆଶ୍ୱସ୍ତି ପାଇଛନ୍ତି। କୋର୍ଟ ତେଜସ୍ବୀଙ୍କୁ ବିଦେଶ ଯିବାକୁ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ, ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପୁଅ ତଥା ବିହାରର…

ଫୋନରେ ପୋଲିସ ଅଧିକାରୀଙ୍କୁ ଗାଳିଗୁଲଜ କରିବା ନୁହେଁ ଅପରାଧ: ହାଇକୋର୍ଟ…

ଏର୍ନାକୁଲମ,୧୬।୧୦ : କେରଳ ହାଇକୋର୍ଟ ଜଣେ ୫୧ ବର୍ଷ ବୟସ୍କା ମହିଳାଙ୍କ ବିରୋଧରେ ଫୋନ ଯୋଗେ ଦୁର୍ବ୍ୟବହାର କରିଥିବା ଅଭିଯୋଗର ଶୁଣାଣି କରି କହିଛନ୍ତି ଏହି କାର୍ଯ୍ୟ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୨୯୪(ବି) ଅନୁଯାୟୀ ଅଶ୍ଳୀଳ ଅପରାଧ…

ମିଜୋରାମ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଏଏପି

ନୂଆଦିଲ୍ଲୀ,୧୬।୧୦: ଉତ୍ତର-ପୂର୍ବ ରାଜ୍ୟ ମିଜୋରାମରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଆମ ଆଦମୀ ପାର୍ଟି(ଏଏପି)। ସୋମବାର ଏଏପି ଏହି ଘୋଷଣା କରିଛି। ଦଳର ଉତ୍ତର-ପୂର୍ବ ରାଜ୍ୟ ଦାୟିତ୍ୱରେ ଥିବା ରାଜେଶ ଶର୍ମା କହିଛନ୍ତ, ରବିବାର ଏଏପି ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

୧୯୭୪ ରୁ ୧୯୯୮ ପର୍ଯ୍ୟନ୍ତ ଭାରତ କାହିଁକି କରିପାରି ନ ଥିଲା ଆଣବିକ ପରୀକ୍ଷଣ? କମଲ ନାଥଙ୍କ ଦ୍ୱାରା ସୂଚନା ଲିକ୍‌: ଉଇକିଲିକ୍ସ ରିପୋର୍ଟ…

ଭୋପାଳ,୧୬।୧୦ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଅଳ୍ପ ଦିନ ବାକି ଅଛି, ଏଭଳି ପରିସ୍ଥିତିରେ ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପରସ୍ପରକୁ ଦୋଷାରୋପ କରିବା ଏବଂ ବିରୋଧ କରିବା ପ୍ରକ୍ରିୟା ଜାରି ରହିଛି। ଏହି ସମୟରେ ୪ ମାସର…

ପାଲେଷ୍ଟାଇନ୍‌ ଦୂତାବାସ ପରିଦର୍ଶନ କଲେ ୫ ବିପକ୍ଷ ନେତା

ନୂଆଦିଲ୍ଲୀ,୧୬।୧୦: ଗତ ଦଶ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ-ଲେନିନବାଦୀ) ସାଧାରଣ ସମ୍ପାଦକ ଦୀପଙ୍କର ଭଟ୍ଟାଚାର୍ଯ୍ୟ, ସମାଜବାଦୀ ଏମ୍‌ପି ଜାଭେଦ ଅଲି ଖାନ, ଜେଡିୟୁ ନେତା କେ.ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?