ଜାତୀୟ

ଭାରତୀୟଙ୍କୁ ନେଇ ଗଢିବୁ ଆଉ ଏକ ଇସ୍ରାଏଲୀ ସେନା, ଭାରତର ସମର୍ଥନକୁ ନେଇ କହିଲେ ଇସ୍ରାଏଲ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧୪।୧୦: ଇସ୍ରାଏଲ-ହମାସ୍‌ ମଧ୍ୟରେ ଯୁଦ୍ଧକୁ ସପ୍ତାହେ ବିତିଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ନାଓର ଗିଲନ ଇସ୍ରାଏଲକୁ ସମର୍ଥନ ଦେଇଥିବାରୁ ଭାରତୀୟଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଖବର ସରବରାହ ସଂସ୍ଥା ଏଏନଆଇକୁ ସୂଚନା ଦେଇ ଗିଲନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ…

ଭାରତ-ଶ୍ରୀଲଙ୍କା ମଧ୍ୟରେ ପୁଣି ଆରମ୍ଭ ହେଲା ଫେରି ସେବା

ନୂଆଦିଲ୍ଲୀ/କଲମ୍ବୋ,୧୪।୧୦: ତାମିଲନାଡୁର ନାଗାପଟ୍ଟିନମ ଏବଂ ଶ୍ରୀଲଙ୍କାର କାନକେସନ୍ତୁରାଇ ମଧ୍ୟରେ ଫେରି ସେବାର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନାଗାପଟ୍ଟିନମ ଏବଂ କାନକେସନ୍ତୁରାଇ ମଧ୍ୟରେ ଫେରି ସେବା ଆରମ୍ଭକୁ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ…

‘ପ୍ରେମ ଦୋକାନରେ ନୁହେଁ, ଆମ ହୃଦୟରେ ରହିବା ଦରକାର’, ରାହୁଲଙ୍କୁ ଟାର୍ଗେଟ କଲେ ଫଡନାଭିସ

ମୁମ୍ବାଇ,୧୪।୧୦: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯଦି କଂଗ୍ରେସ ଯେତିକି ଜନସଂଖ୍ୟା, ଯେତିକି ଅଂଶଗ୍ରହଣ ନୀତିରେ ବିଶ୍ୱାସ କରେ ତା’ହେଲେ ତାଙ୍କ ଶାସନ କାଳରେ ଗୋଟିଏ ପରିବାରରୁ ସଂଖ୍ୟକ ପ୍ରଧାନମନ୍ତ୍ରୀ ହେବେ…

ପ୍ରିୟଙ୍କାଙ୍କ ସହ ଚେନ୍ନାଇରେ ପହଞ୍ଚିଲେ ସୋନିଆ, ଡିଏମକେର ମହିଳା ଅଧିକାର ସମ୍ମିଳନୀରେ ହେବେ ସାମିଲ

ଚେନ୍ନାଇ,୧୪।୧୦: କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଚେନ୍ନାଇରେ ପହଞ୍ଚିଛନ୍ତି। ଏଠାରେ ସେ ଡିଏମକେ ମହିଳା ଅଧିକାର ସମ୍ମିଳନୀରେ ଯୋଗଦେବେ। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ…

ଇସ୍ରାଏଲରୁ ଦିଲ୍ଲୀ ପହଞ୍ଚିଲା ଦ୍ୱିତୀୟ ବିମାନ, ୨ ଶିଶୁ ସମେତ ୨୩୫ ଲୋକ ସାମିଲ

ନୂଆଦିଲ୍ଲୀ,୧୪।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ସେଠାରେ ଉପସ୍ଥିତ ଥିବା ଭାରତୀୟଙ୍କ ପାଇଁ ଦେଶ ଚିନ୍ତିତ। ଇସ୍ରାଏଲରୁ ଭାରତୀୟ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ‘ଅପରେସନ ଅଜୟ’ ଆରମ୍ଭ କରିଛି। ଏହି ନିରାପତ୍ତା ଅପରେସନ ଅଧୀନରେ…

ସୁପ୍ରିମକୋର୍ଟଙ୍କୁ ଅବଜ୍ଞା କରିପାରିବେ ନାହିଁ ବାଚସ୍ପତି

ନୂଆଦିଲ୍ଲୀ,୧୪ା୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ତାଙ୍କ ସମର୍ଥକ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଆବେଦନ ଉପରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାରେ ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କୁ ଭର୍ତ୍ସନା କରିଛନ୍ତି। ବାଚସ୍ପତି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶକୁ ଅବଜ୍ଞା…

ନିଜ ବୈଜ୍ଞାନିକ ମତବାଦ ପ୍ରଚାର କର

ନୂଆଦିଲ୍ଲୀ,୧୪ା୧୦: ବ୍ରିଟେନ୍‌ର ପ୍ରକୃତି ବିଜ୍ଞାନୀ ଚାଲର୍‌ସ ଡାର୍‌ଓ୍ବିନ୍‌ଙ୍କ ଇଭୋଲ୍ୟୁଶନ୍‌ ଥିଓରି (ବିବର୍ତ୍ତନବାଦ) ଅନୁସାରେ ସମସ୍ତ ଜୀବନ୍ତ ପ୍ରାଣୀଙ୍କ ବିବର୍ତ୍ତନ ଏକ ପ୍ରାକୃତିକ ଚୟନ ଜରିଆରେ ହୋଇଥାଏ। ସେହିପରି ପ୍ରଖ୍ୟାତ ବୈଜ୍ଞାନିକ ଆଲବର୍ଟ ଆଇନ୍‌ଷ୍ଟାଇନ ‘E = mc2’ ସମୀକରଣ ଜରିଆରେ ଦ୍ରବ୍ୟମାନ…

ଇସ୍ରାଏଲୀଙ୍କ ସୁରକ୍ଷା ଚିନ୍ତା: ଦିଲ୍ଲୀ, ମହାରାଷ୍ଟ୍ର, ଗୋଆରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୪ା୧୦: ଇସ୍ରାଏଲ୍‌ ଏବଂ ହମାସ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଯୁଦ୍ଧ ଲାଗିଥିବାବେଳେ ଭାରତରେ ଅସାମାଜିକ କାର୍ଯ୍ୟକଳାପ ସମ୍ଭାବନା ନେଇ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ କରାଇବା ପରେ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ହାଇ ଆଲର୍ଟ ଜାରି ହୋଇଛି।…

ମଣିପୁର ଛାତ୍ରୀଛାତ୍ର ହତ୍ୟା: ୫ମ ଅଭିଯୁକ୍ତଙ୍କୁ ଗିରଫକଲା ସିବିଆଇ

ପୁଣେ,୧୪ା୧୦: ହିଂସାକାଣ୍ଡ ଲାଗି ରହିଥିବା ମଣିପୁରରେ ମେଇତି ସମ୍ପ୍ରଦାୟର ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଅପହରଣ କରିନେଇ ହତ୍ୟା କରିବା ଅଭିଯୋଗରେ ସିବିଆଇ ମହାରାଷ୍ଟ୍ରର ପୁଣେରୁ ୫ମ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ମାମଲାରେ ଅକ୍ଟୋବର ୧ରେ ୪ ଜଣ…

୪୨% ଚର୍ମରୋଗୀ ନିଦ୍ରାହୀନତାର ଶିକାର

ନୂଆଦିଲ୍ଲୀ,୧୪ା୧୦: ଚର୍ମ ରୋଗ ଥିବା ୪୨ ପ୍ରତିଶତ ରୋଗୀ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଚର୍ମ ରୋଗର ପ୍ରଭାବ ଆକଳନ କରିବା ଲାଗି ୧୦ ଦେଶର ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଉପରେ କରାଯାଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ଜର୍ମାନୀର ବର୍ଲିନରେ…

କଂଗ୍ରେସକୁ ଫେରିବେ ପଞ୍ଜାବର ପୂର୍ବତନ ମନ୍ତ୍ରୀ

ଚଣ୍ଡିଗଡ଼,୧୪।୧୦: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ରାଜ କୁମାର ଭେର୍କା ପୁଣି ପୁରୁଣା ଦଳକୁ ଫେରିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ୨୦୨୨ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି ମାନନ୍ତି ମେକ୍ସିକୋର ଏହି ମହିଳା ନେତା, ରାଖୀ ବାନ୍ଧି ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୧୩।୧୦: ପି-୨୦ର ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଖୀ ବାନ୍ଧିଛନ୍ତି ମେକ୍ସିକୋର ଜଣେ ମହିଳା ନେତା। ସେ ମୋଦିଙ୍କୁ ନିଜର ଭାଇ ବୋଲି ଭାବୁଥିବାରୁ ରାଖୀ ବାନ୍ଧିତାଙ୍କ ଆଶୀର୍ବାଦ ନେଇଛନ୍ତି। ସେ ହେଲେ ମେକ୍ସିକୋ ସିନେଟର ଅଧ୍ୟକ୍ଷ ଆନା ଲିଲିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?