ଜାତୀୟ

ଦୁର୍ଘଟଣାର କାରଣ ରେଳଲାଇନ୍‌ରେ ଫାଟ

ନୂଆଦିଲ୍ଲୀ,୧୩ା୧୦: ବିହାରର ବକ୍ସାର ଜିଲାରେ ବୁଧବାର ରାତିରେ ନର୍ଥ ଇଷ୍ଟ୍‌ ଏକ୍ସପ୍ରେସ୍‌ର ୨୩ ବଗି ଲାଇନ୍‌ଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ୪ ଯାତ୍ରୀଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଥିଲେ। ନର୍ଥ ଇଷ୍ଟ୍‌ ଏକ୍ସପ୍ରେସ୍‌ (ନଂ.୧୨୫୦୬)ର ଦିଲ୍ଲୀର ଆନନ୍ଦ ବିହାର…

ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଲେ ମୋଦି

ନୂଆଦିଲ୍ଲୀ,୧୩।୧୦: ‘ପାର୍ଲାମେଣ୍ଟ-୨୦’ ଶିଖର ସମ୍ମିଳନୀ ଅର୍ଥାତ୍‌ ପି-୨୦ ଭାରତରେ ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପି-୨୦ ଦେଶର ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ପି-୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲ…

ଇସ୍ରାଏଲ ନାଗରିକଙ୍କ ସୁରକ୍ଷା ପାଇଁ ଦେଶରେ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୧୩ା୧୦: ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ର ଉଗ୍ରବାଦୀ ସଙ୍ଗଠନ ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଦୃଷ୍ଟିରେ ରଖି ଦେଶରେ କୂଟନୀତିଜ୍ଞ, କର୍ମଚାରୀ ଏବଂ ପର୍ଯ୍ୟଟକଙ୍କ ସମେତ ଇସ୍ରାଏଲ ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ଦେଶବ୍ୟାପୀ ସତର୍କ ସୂଚନା ଜାରି କରିଛି। ଏହି ଆଲର୍ଟ…

କେରଳ ସରକାରଙ୍କ ଉପରେ ଅବହେଳା ଅଭିଯୋଗ ଆଣିଲେ ହକି ତାରକା

ଥିରୁଭାନନ୍ତପୁରମ୍‌,୧୩।୧୦: ଭାରତୀୟ ହକି ତାରକା ପି ଆର୍‌ ଶ୍ରୀଜେଶ କେରଳ ସରକାରଙ୍କ ଉପରେ ଖେଳାଳି ଏବଂ ଆଥଲେଟମାନଙ୍କୁ ଅବହେଳା କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଚାଇନାରୁ ଫେରିବା ପରଠାରୁ କେହି ତାଙ୍କୁ ଭେଟିବାକୁ ଆସିନାହାଁନ୍ତି। ହକି ଖେଳାଳିଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ…

ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଦିଲ୍ଲୀରେ ହାଇ ଆଲର୍ଟ, ବଢାଗଲା ସୁରକ୍ଷା

ନୂଆଦିଲ୍ଲୀ,୧୩।୧୦: ଇସ୍ରାଏଲରେ ସୁରକ୍ଷା ବାହିନୀ ଏବଂ ପାଲେଷ୍ଟାଇନର ଉଗ୍ରବାଦୀ ଗୋଷ୍ଠୀ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ଏବଂ ସହରକୁ ହାଇ ଆଲର୍ଟରେ ରଖାଯାଇଛି। ଦିଲ୍ଲୀରେ ସମ୍ଭାବ୍ୟ ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ…

ପି-୨୦ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୦: ‘ପାର୍ଲାମେଣ୍ଟ-୨୦’ ଶିଖର ସମ୍ମିଳନୀ ଅର୍ଥାତ୍‌ ପି-୨୦ ଭାରତରେ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପି -୨୦କୁ ଉଦ୍‌ଘାଟନ କରି ଦେଶର ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଶିଖର ସମ୍ମିଳନୀ ହେଉଛି ଏକ ମହାକୁମ୍ଭ। ଆପଣ ସମସ୍ତେ…

ଚନ୍ଦ୍ରବାବୁ ନାଇଡୁଙ୍କୁ ଆଶ୍ୱସ୍ତି

ଅମରାବତି,୧୩।୧୦: ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଜାମିନ ପ୍ରଦାନ କରିଛନ୍ତି।ଆଙ୍ଗାଲୁ ୩୦୭ ମାମଲାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଆଙ୍ଗାଲୁ ହିଂସା ମାମଲାରେ ତେଲୁଗୁ ଦେଶମ ପାର୍ଟି…

ଗିରଫଦାରୀ, ଇଡି ହେପାଜତକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ସଞ୍ଜୟ

ନୂଆଦିଲ୍ଲୀ,୧୩।୧୦: ଦିଲ୍ଲୀ ହାଇକୋର୍ଟରେ ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଜଣାପଡିଛି। ସଞ୍ଜୟ ସିଂଙ୍କ ଓକିଲ ଶୀଘ୍ର ଶୁଣାଣି ପାଇଁ ଦିଲ୍ଲୀ ହାଇକୋର୍ଟର ପ୍ରଧାନ ବିଚାରପତିଙ୍କ ନିକଟରେ ଆବେଦନ…

୫ ରାଜ୍ୟରେ ଜିତିବାକୁ ଯୋଜନା, ଆଜି ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିପାରେ କଂଗ୍ରେସ

ନୂଆଦିଲ୍ଲୀ,୧୩।୧୦: ଦେଶର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ମିଜୋରାମ ଏବଂ ତେଲଙ୍ଗାନାରେ ମତଦାନ ଅନୁଷ୍ଠିତ ହେବ। ଅନେକ ରାଜ୍ୟରେ ଏହି ମୁକାବିଲା ଭାଜପା ବନାମ କଂଗ୍ରେସ ମଧ୍ୟରେ ହେବାକୁ…

ପଶ୍ଚିମବଙ୍ଗରେ କୋଇଲା ଖଣି ଭୁଷୁଡି ୩ ମୃତ

କୋଲକାତା,୧୩।୧୦: ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲାରେ ଏକ କୋଇଲା ଖଣି ଭୂଷୁଡି ଯିବାରୁ ଅତି କମରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଶୁକ୍ରବାର କେତେଜଣ ଅଧିକାରୀ ଏହି ସୂଚନା ଦେଇଛନ୍ତି। ରାଣୀଗଞ୍ଜ ପୋଲିସ ଷ୍ଟେଶନ ଅଧୀନରେ ଥିବା ଏଗରା…

ମର୍ମନ୍ତୁଦ ଦୁର୍ଘଟଣା: ୫ ମୃତ, ୧୫ ଆହତ

ସୋନିପତ,୧୩।୧୦: ସୋନିପତର କୁଣ୍ଡଲି-ମାନେସର-ପାଲୱାଲ ଏକ୍ସପ୍ରେସୱେ (କେଏମ୍‌ପି) ରେ ଖାରଖୋଡା ଅଞ୍ଚଳର ପିପଲି ନିକଟରେ ପାର୍କିଂ ହୋଇଥିବା ଏକ ମହିନ୍ଦ୍ରା ପିକଅପ ଗାଡିକୁ ଏକ ଟ୍ରକ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ପିକଅପ ଡ୍ରାଇଭର ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ହିଂସାକୁ ରୋକିବା ପାଇଁ ବିଶ୍ୱ ଏକଜୁଟ ହେବା ଆବଶ୍ୟକ

ନୂଆଦିଲ୍ଲୀ,୧୩।୧୦: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଇସ୍ରାଏଲ-ଗାଜା ଯୁଦ୍ଧର କାରଣ ହମାସଙ୍କ ଆତଙ୍କବାଦୀ ଆକ୍ରମଣକୁ ଦର୍ଶାଇଛନ୍ତି। ତେବେ ଏହାକୁ ରୋକିବା ପାଇଁ ଉଭୟ ପକ୍ଷରୁ ହିଂସା ହ୍ରାସ କରିବାର ଜରୁରୀ ଆବଶ୍ୟକତା ରହିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?