ଜାତୀୟ

ବନ୍ୟାଗ୍ରସ୍ତ ହିମାଚଳକୁ ୧୦ କୋଟି ଆର୍ଥିକ ସହାୟତା ଯୋଗାଇଦେବ ତାମିଲନାଡୁ: ଷ୍ଟାଲିନଙ୍କ ଘୋଷଣା…

ଚେନ୍ନାଇ,୨୩।୮ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ବନ୍ୟାଗ୍ରସ୍ତ ହିମାଚଳ ପ୍ରଦେଶରେ ରିଲିଫ ସହାୟତା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ଏବଂ ସମସ୍ତ ସହାୟତା ପାଇଁ ପ୍ରତିଶୃତି ଦେଇଛନ୍ତି। ତାଙ୍କ ହିମାଚଳ ପ୍ରଦେଶର ପ୍ରତିପକ୍ଷ ସୁଖବିନ୍ଦର…

ବର୍ଷା ବିପର୍ଯ୍ୟୟ: ୨୨୨୦ ଘର ଧସିଲା, ୧୧ ହଜାର ଘରେ ଫାଟ, ଶହ ଶହ ଲୋକ ବେଘର…

ଶିମଲା,୨୩।୮ : ହିମାଚଳ ପ୍ରଦେଶରେ ବର୍ଷା ଯୋଗୁଁ ଶହ ଶହ ଲୋକ ବେଘର ହୋଇ ଯାଇଛନ୍ତି। ବର୍ଷା ବିପର୍ଯ୍ୟୟ ନେେଇ ଲୋକମାନେ ରାତିରେ ନିଜ ଘରେ ଶାନ୍ତିରେ ଶୋଇପାରୁ ନାହାଁନ୍ତି। ଜୁନ ୨୪ ରେ ମୌସୁମୀ ରାଜ୍ୟରେ ପ୍ରବେଶ କରିଥିଲା, ସେହି…

ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଙ୍ଗ୍‌ ସମୟରେ ଦକ୍ଷିଣ ଆଫ୍ରିକାରୁ ଭର୍ଚୁଆଲ ମାଧ୍ୟମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ସମଗ୍ର ଦେଶରେ ଚନ୍ଦ୍ରୟାନର ସଫ୍ଟ ଲ୍ୟାଣ୍ଡିଙ୍ଗ୍‌ ପାଇଁ ପ୍ରାର୍ଥନା କରାଯାଉଛି। ଏଥି ସହିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ…

ରାଜସ୍ଥାନ ଅର୍ଥନୀତି ୩୫.୭୧ ଲକ୍ଷ କୋଟିରେ ପହଞ୍ଚାଇବା ଲକ୍ଷ୍ୟ

ଜୟପୁର,୨୩ା୮: ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱରେ ରାଜସ୍ଥାନ ସରକାର କ୍ରମାଗତ ଭାବେ ବିକାଶର ନୂଆ ଦିଗ ଉନ୍ମୋଚନ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ଏହାକୁ ଦେଶର ଏକ ମଡେଲ ରାଜ୍ୟରେ ପରିଣତ କରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସାମାଜିକ…

ଜଷ୍ଟିସ୍‌ ଶ୍ରୀବାସ୍ତବ ଏନ୍‌ଜିଟିର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୩।୮(ପି.ଟି): କାଲକାଟା ହାଇକୋର୍ଟର ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ପ୍ରକାଶ ଶ୍ରୀବାସ୍ତବଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେ ବୁଧବାର ନୂଆ ଦାୟିତ୍ୱ ଗ୍ରହଣ କରିବେ। ଏନ୍‌ଜିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଆଦର୍ଶ କୁମାର ଗୋଏଲ ଅବସର ନେବା ପରେ…

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ୪୦ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୩।୮(କୁଲଦୀପ ସିଂ): ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ସ୍କୁଲର ୪୦ ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ସକାଳେ ଛାତ୍ରୀଛାତ୍ରମାନେ ରାଷ୍ଟ୍ରପତି ଭବନ ଯାଇଥିଲେ। ମୟୂରଭଞ୍ଜର ୨ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତିଙ୍କୁ ୩ଟି ଉପହାର ପ୍ରଦାନ କରିଥିଲେ।…

ଇସିଙ୍କ ଜାତୀୟ ଆଇକନ୍‌ ହେବେ ତେନ୍ଦୁଲକର

ନୂଆଦିଲ୍ଲୀ,୨୩ା୮(ପି.ଟି.): କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ନିର୍ବାଚନ କମିଶନ(ଇସି)ଙ୍କ ଜାତୀୟ ଆଇକନ୍‌ ହେବାକୁ ଯାଉଛନ୍ତି। ନିର୍ବାଚନ ପ୍ରକ୍ରିୟାରେ ଅଧିକରୁ ଅଧିକ ଭୋଟର ସାମିଲ ହେବା ଲାଗି ସେ ପ୍ରୋତ୍ସାହିତ କରିବେ। ବୁଧବାର ତେନ୍ଦୁଲକର ଏବଂ ନିର୍ବାଚନ କମିଶନଙ୍କ ମଧ୍ୟରେ ବୁଝାମଣା ପତ୍ର…

୨୦୫୦ ସୁଦ୍ଧା ଶହେ କୋଟି ଆଣ୍ଠୁଗଣ୍ଠି ରୋଗରେ ପୀଡ଼ିତ ହେବେ

ନୂଆଦିଲ୍ଲୀ,୨୩।୮: ବିଶ୍ୱର ପ୍ରାୟ ଶହେ କୋଟିରୁ ଊର୍ଦ୍ଧ୍ୱ ଲୋକ ୨୦୫୦ ସୁଦ୍ଧା ଆଣ୍ଠୁଗଣ୍ଠି ବାତ ରୋଗରେ ପୀଡ଼ିତ ହେବେ, ଯାହା ସାଧାରଣତଃ ଗଣ୍ଠିକୁ ଅଧିକ ସଂକ୍ରମିତ କରିବ ବୋଲି ଏକ ନୂଆ ଅଧ୍ୟୟନରୁ ଜଣାପଡ଼ିଛି। ବିଶ୍ୱ ଜନସଂଖ୍ୟାର ପ୍ରାୟ ୧୫% ଲୋକ…

୯୪.୭ କୋଟି ସାଇବର ଆକ୍ରମଣ ରୋକାଯାଇଛି

ନୂଆଦିଲ୍ଲୀ,୨୩ା୮: ଭାରତରେ ସାଇବର ଆକ୍ରମଣ ମହାମାରୀ ଭଳି ବ୍ୟାପିଚାଲିଛି। ନିକଟରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଦ୍ୱିତୀୟ ତ୍ରୈମାସିକରେ ଦେଶରେ ୯୪.୭ କୋଟିରୁ ଊର୍ଦ୍ଧ୍ୱ ସାଇବର ଆକ୍ରମଣକୁ ରୋକାଯାଇଛି। ସାରା ବିଶ୍ୱରେ ୧୧୦ କୋଟି ସାଇବର ଆକ୍ରମଣକୁ ପଣ୍ଡ କରାଯାଇଛି।…

ବ୍ରିକ୍ସରେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୨୩ା୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଟ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀ ମଙ୍ଗଳବାର ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି। ୩ ଦିନ ଧରି ଚାଲିବାକୁ ଥିବା ଏହି ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ…

ଶେଷ କିଛି ମିନିଟ୍‌ ଛାତି ଧଡ଼ଧଡ଼

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ଏହି ଶେଷ କିଛି ମିନିଟ୍‌ ସବୁଠୁ କଠିନ ସମୟ ହୋଇଥିଲାବେଳେ ସାରା ଦେଶର ଛାତି ଧଡ଼ଧଡ଼ ହେବ ବୋଲି କୁହାଯାଉଛି। ଏହା କଡ଼ା…

ସେପ୍ଟେମ୍ବର ୭ରୁ ୧୦ ଯାଏ ଭାରତରେ ରହିବେ ବାଇଡେନ, ଜି -୨୦ ଶିଖର ସମ୍ମିଳନୀରେ ହେବେ ସାମିଲ

ନୂଆଦିଲ୍ଲୀ,୨୩।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଜି -୨୦ ଶିଖର ସମ୍ମିଳନୀରେ ସାମିଲ ହେବା ପାଇଁ ଆସନ୍ତା ସେପ୍ଟେମ୍ବର ୭ରୁ ୧୦ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିବେ। ହ୍ବାଇଟ ହାଉସର ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍‌ ସୁଲିବନ ମଙ୍ଗଳବାର ଏହି ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri