ଜାତୀୟ

ମମତାଙ୍କୁ ଛୁରାମାଡ଼ ଉଦ୍ୟମ: ମହିଳା ଅଟକ

କୋଲକାତା,୧୪ା୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଛୁରାମାଡ଼ ଉଦ୍ୟମ ହୋଇଥିଲା। ଜଣେ ମହିଳା ଛୁରି ନେଇ ମମତାଙ୍କ କୋଲକାତାର କାଳୀଘାଟସ୍ଥିତ ଘର ନିକଟରେ ପହଞ୍ଚତ୍ଥିଲେ। ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସନ୍ଧ୍ୟା ୬ଟାରେ ମମତା…

CJPର ୩ ନେତାଙ୍କୁ ବାନ୍ଧିଲା ପୋଲିସ: ଜନ୍ତରମନ୍ତରରେ ବ୍ୟାରିକେଡ ଡେଇଁବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୧୪।୧୦: ଦିଲ୍ଲୀର ଜନ୍ତରମନ୍ତରରେ ବିକ୍ଷୋଭକୁ ନେଇ ଚର୍ଚ୍ଚାରେ କକ୍ରୋଚ ଜନତା ପାର୍ଟି (CJP)। ଦଳର ନେତା ଆଶୁତୋଷ ରାଙ୍କା, ସୌରଭ ଦାସ ଓ ଅଜିଙ୍କ୍ୟ ସିନ୍ଦେଙ୍କୁ ଦିଲ୍ଲୀ ପୋଲିସ ଗିରଫ ହୋଇଛନ୍ତି। ଏହି ଘଟଣାକୁ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି…

ବିହାରରେ ମର୍ମନ୍ତୁଦ ନୌକା ଦୁର୍ଘଟଣା: ଗଙ୍ଗା ନଦୀରେ ଡଙ୍ଗା ଓଲଟି ୧୧ ଜଣଙ୍କ ମୃତ୍ୟୁ, ୪ ଲକ୍ଷ କ୍ଷତିପୂରଣ ଘୋଷଣା

ବୈଶାଳୀ,୧୩।୧୦: ବିହାରର ବୈଶାଳୀ ଜିଲା ରାଘୋପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଏକ ଅତ୍ୟନ୍ତ ଦୁଃଖଦ ନୌକା ଦୁର୍ଘଟଣା ଘଟିଛି। ଗଙ୍ଗା ନଦୀରେ ପ୍ରାୟ ୧୫ରୁ ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡ଼ିବା ଫଳରେ…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ‘ଏକ୍ସ’ରେ ଏକ ପୋଷ୍ଟ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ ଓମ ପ୍ରକାଶ ମାଥୁରଙ୍କୁ କେରଳର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ପୂର୍ୱରୁ କେରଳର…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ ମେଣ୍ଟର ଅନେକ ନେତା ସାମିଲ ହୋଇଥିଲେ। ଏହି ସମୟରେ ରାହୁଲ ଗାନ୍ଧୀ ଜଣେ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ କରିଛି। ଗାନ୍ଧୀନଗର ମହାନଗର ନିଗମର ୪୪ଟି ଆସନ ମଧ୍ୟରୁ ଭାଜପା ୩୮ଟି ଆସନ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ନ୍ୟାସନାଲ୍‌ ପେମେଣ୍ଟ୍‌ସ କର୍ପୋରେସନ୍‌ ଅଫ୍‌ ଇଣ୍ଡିଆ (NPCI) ପକ୍ଷରୁ ଏନେଇ…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା ଥାନା ଅନ୍ତର୍ଗତ ବନ୍ଦନା ବିହାର କଲୋନୀରେ ଏହି ଘଟଣା ଘଟିଛି। ଘରେ ପଶି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ ତିନି ଭାଇଙ୍କ ଜୀବନ ଚାଲିଯାଇଥିବାରୁ ପରିବାର ସହ ସ୍ଥାନୀୟ ଲୋକେ ମଧ୍ୟ ଗଭୀର…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ ୯ଟା ସମୟରେ CJP ନେତାମାନେ ଦିଲ୍ଲୀର ଜନ୍ତର ମନ୍ତରରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି। ଏହି ତିନି ତାରକାଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ବେଶ ସ୍ବତନ୍ତ୍ର ଥିଲା। ରଶ୍ମିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?