ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଅଧିକାରୀଙ୍କ ସହ ସ୍ତ୍ରୀ ଥାନାରେ ଅଟକ
ନୂଆଦିଲ୍ଲୀ,୨୧।୮: ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିଥିବା ନେଇ ଦିଲ୍ଲୀ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଲିସ ପୋକ୍ସୋ ଆକ୍ଟ ଅନୁସାରେ ଏକ ମାମଲା ରୁଜୁ କରି…
ଶରଦ ପାଓ୍ବାରଙ୍କୁ ଟାର୍ଗେଟ କଲେ କେସିଆର
ହାଇଦ୍ରାବାଦ,୨୧।୮: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର) ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଟାର୍ଗେଟ କରିଛନ୍ତି। କେସିଆର ପରୋକ୍ଷ ଭାବେ ଅଜିତ ପାଓ୍ବାରଙ୍କୁ ଭାଜପା-ଶିବସେନା ମେଣ୍ଟ ସରକାରରେ ସାମିଲ ହେବାକୁ ନେଇ ଏନସିପି ନେତାଙ୍କୁ ‘ପାଗଳ’ ବୋଲି କହି ଦେଇଛନ୍ତି। କେସିଆର…
ଅକ୍ଷୟଙ୍କ ଫିଲ୍ମର ପ୍ରଭାବ: ମହାରାଷ୍ଟର ଏକ ସ୍କୁଲରେ ବାଧ୍ୟତାମୂଳକ ହେଲା ଯୌନ ଶିକ୍ଷା
ମୁମ୍ବାଇ,୨୧।୮: ଅଭିନେତା ଅକ୍ଷୟ କୁମାର ଏବଂ ପଙ୍କଜ ତ୍ରିପାଠୀଙ୍କ ଅଭିନୀତ ଚଳଚ୍ଚିତ୍ର ‘ଓଏମ୍ଜି-୨’ ରିଲିଜ ହୋଇଯାଇଛି। ଫିଲ୍ମଟି ବକ୍ସ ଅଫିସରେ ଗଦର-୨ କୁ ଟକ୍କର ଦେଉଛି। ଅକ୍ଷୟ କୁମାରଙ୍କ ଅଭିନୀତ ସାମାଜିକ ନାଟକ ଚଳଚ୍ଚିତ୍ର ବକ୍ସ ଅଫିସରେ ୧୦୦ କୋଟି କ୍ଲବରେ…
ଦିଲ୍ଲୀର ଏହି ସ୍ଥାନରୁ ଲାଇଭ ଦେଖିହେବ ଚନ୍ଦ୍ରାୟନ ୩ର ସପ୍ଟ ଲ୍ୟାଣ୍ଡିଂ, କରାଯାଇଛି ସ୍ବତନ୍ତ୍ର ବ୍ୟବସ୍ଥା
ନୂଆଦିଲ୍ଲୀ,୨୧।୮: ‘ଚନ୍ଦ୍ରୟାନ-୩’ ଅଗଷ୍ଟ ୨୩ରେ ସନ୍ଧ୍ୟା ୫ଟା ୪୭ରେ ଚନ୍ଦ୍ରର ଦକ୍ଷିଣ ପୋଲରେ ଅବତରଣ କରିବ। ଜନତା ଏହି ଦୃଶ୍ୟକୁ ଲାଇଭ ଦେଖିପାରିବେ। ସୂଚନାଯୋଗ୍ୟ, ଦିଲ୍ଲୀର ନେହେରୁ ପ୍ଲାନେଟୋରିୟମରେ ଚନ୍ଦ୍ରୟାନ -୩ ରସପ୍ଟ ଲ୍ୟାଣ୍ଡିଂର ଦୃଶ୍ୟ ଭାରତୀୟ ମହାକାଶ ଗବେଷଣା ସଂଗଠନ…
କଂଗ୍ରେସକୁ ଟାର୍ଗେଟ କଲେ ମୋଦି, କହିଲେ ‘ଲୋକେ ୨୦୧୪ ପୂର୍ବର ସମୟକୁ ଭୁଲି ପାରିବେ ନାହିଁ, ସେ ସମୟରେ…’
ନୂଆଦିଲ୍ଲୀ,୨୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭୋପାଳର ସିଏମ ରାଇଜ ଗଭର୍ମେଣ୍ଟ ମହାତ୍ମା ଗାନ୍ଧୀ ହାୟର ସେକେଣ୍ଡାରୀ ସ୍କୁଲରେ ନବନିଯୁକ୍ତ ଶିକ୍ଷକଙ୍କ ଟ୍ରେନିଂ କମ ଓରିଏଣ୍ଟେଶନ ପ୍ରୋଗ୍ରାମକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,…
ବଡ ସଫଳତା! ଚନ୍ଦ୍ରାୟନ ୨ର ଅର୍ବିଟରେ ସ୍ଥାପନ ହେଲା ଚନ୍ଦ୍ରାୟନ ୩ର ଲ୍ୟାଣ୍ଡର, ଉଭୟଙ୍କ ମଧ୍ୟରେ ହେଲା ସମ୍ପର୍କ
ବେଙ୍ଗାଲୁରୁ,୨୧।୮: ଭାରତର ଚନ୍ଦ୍ରାୟନ-୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ (ଏଲଏମ) ଚନ୍ଦ୍ର କକ୍ଷପଥରେ ବୁଲୁଛି ଏବଂ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ହେଉଛି। ଇସ୍ରୋ କହିଛି ଯେ ବୁଧବାର ଅର୍ଥାତ୍ ଅଗଷ୍ଟ ୨୩ ରାତି ୬ଟା ୪ରେ ଏହା ଚନ୍ଦ୍ର ପୃଷ୍ଠରେ ଅବତରଣ…
ପାଟନା ଲାଠିଚାର୍ଜ ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ ନେଲେ ଲୋକ ସଭା ବାଚସ୍ପତି
ନୂଆଦିଲ୍ଲୀ,୨୧।୮: ବିହାରର ରାଜଧାନୀ ପାଟନାରେ ଭାଜପା ନେତାଙ୍କ ଉପରେ ଲାଠିଚାର୍ଜ ମାମଲା ଏବେ ଦିଲ୍ଲୀରେ ପହଞ୍ଚିଛି। ଲାଠିଚାର୍ଜକୁ ନେଇ ଲୋକ ସଭା ବାଚସ୍ପତି ଓମ ବିର୍ଲା ବଡ କାର୍ଯ୍ୟାନୁଷ୍ଠାନ ନେଇ ପାଟନା ଜିଲାଧିକାରୀ (ପାଟନା ଡିଏମ) ଚନ୍ଦ୍ରଶେଖର ସିଂ ଏବଂ ବରିଷ୍ଠ…
ମଣିପୁରର ୨୦ ମାମଲା ସିବିଆଇକୁ ହସ୍ତାନ୍ତର
ଇମ୍ଫାଲ,୨୧।୮: ମଣିପୁରରେ କୁକି-ମେଇତି ସମ୍ପ୍ରଦାୟର ଜଣେ ୭ ବର୍ଷୀୟ ଶିଶୁ ସମେତ ତାଙ୍କ ମା’ ଓ ଖୁଡ଼ୀଙ୍କୁ ଆମ୍ବୁଲାନ୍ସରେ ଜିଅନ୍ତା ଜାଳି ଦିଆଯାଇଥିଲା। ମଣିପୁର ପୋଲିସ ବର୍ତ୍ତମାନ ଏହି ମାମଲା ସମେତ ଅନ୍ୟ ୨୦ ମାମଲାକୁ ସିବିଆଇକୁ ହସ୍ତାନ୍ତର କରିଛି। ସିବିଆଇ…
ତେଲଙ୍ଗାନା ନିର୍ବାଚନ: ବିଆରଏସ୍ ଜାରି କଲା ୧୧୫ ପ୍ରାର୍ଥୀଙ୍କ ତାଲିକା, ୨ ଆସନରେ ଲଢିବେ କେସିଆର
ହାଇଦ୍ରାବାଦ,୨୧।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ସୋମବାର ବିଆରଏସ୍ର୧୧୫ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛନ୍ତି। ଏହି ତାଲିକାରେ ୭ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରାଯାଇଛି। ମୁଖ୍ୟମନ୍ତ୍ରୀ କେସିଆର ଦୁଇଟି ଆସନ ଗଜୱେଲ ଏବଂ କାମାରେଡ୍ଡୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଆସନ୍ତା…
ବିମାନବନ୍ଦରରେ ଏମ୍ପିଙ୍କୁ ସୁବିଧା ସୁଯୋଗ ନ ମିଳିବା ଅଭିଯୋଗ, ଇଣ୍ଡିଗୋକୁ ସମନ
ନୂଆଦିଲ୍ଲୀ,୨୧।୮: ଲୋକ ସଭାର ପ୍ରିଭିଲେଜ୍ କମିଟି ଇଣ୍ଡିଗୋ ଏୟାରଲାଇନ୍ସର ଏମଡି ରାହୁଲ ଭାଟିଆଙ୍କୁ ସମନ ପଠାଇ ଅଗଷ୍ଟ ୩୦ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ଏମ୍ପିମାନେ ଅଭିଯୋଗ କରିଥିଲେ ଯେ, ପ୍ରୋଟୋକଲ ଅନୁଯାୟୀ ବିମାନବନ୍ଦରରେ ସୁବିଧା ଏବଂ ଭଲ ବ୍ୟବହାର…
ମୁଖ୍ୟମନ୍ତ୍ରୀଙ୍କ ପାଦ ତଳେ ସାପ
ବିଲାସପୁର,୨୧।୮: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ସୋମବାର ସାପ ଦଂଶନରୁ ଅଳ୍ପକେ ବର୍ତ୍ତିଛନ୍ତି। ବିଲାସପୁରରେ ଗଣମାଧ୍ୟମକୁ ସମ୍ବୋଧିତ କରୁଥିବାବେଳେ ତାଙ୍କ ପାଦ ତଳେ ସାପ ଆସିଯାଇଥିଲା। ସାପ ଦେଖି ସେଠାରେ ଉପସ୍ଥିତ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ…
ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ ବୈଠକରେ ସାମିଲ ହେବ ଏଏପି
ନୂଆଦିଲ୍ଲୀ,୨୧।୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ ଆମ ଆଦମୀ ପାର୍ଟି (ଏଏପି) ସାମିଲ ହେବ। ଏହାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ନିଶ୍ଚିତ କରିଛନ୍ତି। ଏହି ବୈଠକ ୩୧ ଅଗଷ୍ଟ ଏବଂ ୧ସେପ୍ଟେମ୍ବରରେ ହେବ। ଅନେକ ପ୍ରସଙ୍ଗରେ…
Archives


