ଆଜିଠୁ ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ଅଧିବେଶନ
ନୂଆଦିଲ୍ଲୀ,୧୯ା୯: ରାଜ୍ୟ ସଭା ଏବଂ ଲୋକ ସଭା ଅଧିବେଶନ ମଙ୍ଗଳବାର ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ଆରମ୍ଭ ହେବ। ନୂଆ ଚାମ୍ବରରେ ସଂଗଠିତ ବିଶୃଙ୍ଖଳା ଏବଂ ପ୍ଲାକାର୍ଡ ଦେଖାଇବାରୁ ଦୂରେଇ ରହିବାକୁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ସଦସ୍ୟମାନଙ୍କୁ ନିବେଦନ କରିଛନ୍ତି।…
ଯୌନ ସମ୍ପର୍କ ପାଇଁ ଜୀବନସାଥୀ ମନା କରିବା ନିଷ୍ଠୁରତା: ହାଇକୋର୍ଟ
ନୂଆଦିଲ୍ଲୀ,୧୯ା୯: ଜୀବନସାଥୀ ଯଦି ଉଦ୍ଦେଶ୍ୟମୂଳକ ଭାବେ ଯୌନ ସମ୍ପର୍କ ରଖିବାକୁ ମନା କରନ୍ତି, ତେବେ ଏହାକୁ ନିଷ୍ଠୁରତା ବିବେଚନା କରାଯିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ମାତ୍ର ୩୫ ଦିନ ବୈବାହିକ ଜୀବନ ବିତାଇଥିବା ଏବଂ ବିବାହର ସ୍ବାଦ ଚାଖି ନ…
ତାମିଲନାଡୁରେ ଭାଜପା ହାତ ଛାଡ଼ିଲା ଏଆଇଏଡିଏମ୍କେ
ନୂଆଦିଲ୍ଲୀ,୧୯ା୯: ତାମିଲନାଡୁରେ ଭାଜପା ସହ ମେଣ୍ଟ ନ ଥିବା ଏଆଇଏଡିଏମ୍କେ ସୋମବାର ଘୋଷଣା କରିଛି। ମେଣ୍ଟ ସମ୍ପର୍କିତ କୌଣସି ନିଷ୍ପତ୍ତି ନିର୍ବାଚନ ବେଳେ ନିଆଯିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି। ତାମିଲନାଡୁ ଭାଜପା ସଭାପତି ଆନ୍ନାମଲାଇଙ୍କୁ ଏଥିପାଇଁ ଏଆଇଏଡିଏମ୍କେ ଦାୟୀ…
ଗୋଟିଏ ସାମ୍ବିଧାନିକ ଧର୍ମ ଆବେଦନ ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ,୧୯ା୯: ସାରା ଦେଶରେ ଗୋଟିଏ ‘ସାମ୍ବିଧାନିକ ଧର୍ମ’ ପ୍ରଚଳନ ଲାଗି ହୋଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ନିଜ ଧର୍ମ ବିଶ୍ୱାସରୁ ଲୋକଙ୍କୁ ଦୂରେଇ ରଖିପାରିବ କି ବୋଲି ସର୍ବୋଚ୍ଚ ଅଦାଲତ ଆବେଦନକାରୀଙ୍କୁ ପ୍ରଶ୍ନ କରିଥିଲେ। ଏଭଳି ପିଟିଶନ…
ତଥ୍ୟ ସଂଗ୍ରହ କଲା ଆଦିତ୍ୟ-ଏଲ୍୧
ବେଙ୍ଗାଲୁରୁ,୧୯ା୯: ଭାରତର ପ୍ରଥମ ସୌର ଅଭିଯାନରେ ଯାଇଥିବା ମହାକାଶ ଯାନ ଆଦିତ୍ୟ-ଏଲ୍୧ ତଥ୍ୟ ସଂଗ୍ରହ କରିବା ଆରମ୍ଭ କରିଦେଇଛି। ଏହା ପୃଥିବୀ ଚତୁଃପାର୍ଶ୍ୱରେ ଥିବା କଣିକାଗୁଡ଼ିକର ଗୁଣ ସମ୍ପର୍କରେ ଅନୁଶୀଳନ କରିବାରେ ବୈଜ୍ଞାନିକମାନଙ୍କୁ ସହାୟକ ହେବ ବୋଲି ଇସ୍ରୋ କହିଛି। ଆଦିତ୍ୟ-ଏଲ୍୧ରେ…
ବାଘଙ୍କ ଗତିବିଧି ଉପରେ ନଜର ରଖିବ ଏଆଇ କ୍ୟାମେରା
ନାଗପୁର,୧୯।୯: ବାଘର ଗତିବଧି ସମ୍ପର୍କରେ ତ୍ୱରିତ ସୂଚନା ଦେବା ଲାଗି ଏକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ୟାମେରା ବିକଶିତ ହୋଇଛି। ଏହି ଟେକ୍ନୋଲଜିକୁ ଟ୍ରାଏଲ୍ଗାର୍ଡ ଏଆଇ କମ୍ପାନୀ ପକ୍ଷରୁ ବିକଶିତ କରାଯାଇଛି। ଏହି ଏଆଇ କ୍ୟାମେରା ବାଘଙ୍କୁ ଖୋଜି ବାହାର କରିବା…
୨୦୨୪ ପରେ ଦେଶରେ ହୋଇ ନ ପାରେ କୌଣସି ନିର୍ବାଚନ: ମନୋଜ ଝା
ନୂଆଦିଲ୍ଲୀ,୧୯।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ମଧ୍ୟରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଏମ୍ପି ମନୋଜ ଝା ଏକ ବଡ଼ ଦାବି କରିଛନ୍ତି। ୨୦୨୪ ପରେ ଦେଶରେ କୌଣସି ନିର୍ବାଚନ ହେବ ନାହିଁ ବୋଲି ମନୋଜ ସମ୍ଭାବନା ପ୍ରକାଶ କରିଛନ୍ତି। ସେ କହିଛନ୍ତି…
ପ୍ରିୟଙ୍କା-ମାୟାବତୀଙ୍କ ମଧ୍ୟରେ ସାକ୍ଷାତ: ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୯।୯: ବିରୋଧୀ ମିଳିତ ମେଣ୍ଟ ‘ଇଣ୍ଡିଆ’ରେ ବିଏସପିକୁ ଆଣିବା ପାଇଁ ଆଭ୍ୟନ୍ତରୀଣ ପ୍ରୟାସ କରାଯାଉଛି। ଏଥିରେ କଂଗ୍ରେସ ସୁତ୍ରଧାର ଭୂମିକା ଗ୍ରହଣ କରୁଛି। ଯଦି ସବୁକିଛି ଏହିପରି ଚାଲିଥାଏ ତେବେ ପାଞ୍ଚଟି ରାଜ୍ୟରେ ନିର୍ବାଚନ ପରେ ଏହାର ସରକାରୀ ଘୋଷଣା କରାଯାଇପାରେ।…
ପଞ୍ଚମ ଥର ସଫଳତାର ସହ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍୧
ନୂଆଦିଲ୍ଲୀ,୧୯।୯: ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ- ଏଲ୍୧ ପଞ୍ଚମ ଥର ପାଇଁ କକ୍ଷପଥ ପରିବର୍ତ୍ତନ ପ୍ରକ୍ରିୟାକୁ ସଫଳତାର ସହ ଶେଷ କରିଛି। ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ଏହି ସୂଚନା ଦେଇଛି। ଆଦିତ୍ୟ-ଏଲ୍୧ ବର୍ତ୍ତମାନ ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟରେ…
ଭାଜପାକୁ ପୁଣି ଝଟ୍କା
ଭୋପାଳ,୧୯।୯: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ଆଉ ଏକ ଝଟ୍କା ଲାଗିଛି। ଇନ୍ଦୋର ଭାଜପା ନେତା ଦୀନେଶ ମାଲହର ଏବଂ ପ୍ରମୋଦ ଟଣ୍ଡନଙ୍କ ପରେ ପୂର୍ବତନ ଚାଚୌଡା ବିଧାୟକ ମମତା ମୀନା ମଧ୍ୟ ଦଳରୁ ଇସ୍ତଫା…
ଆଇଆଇଟି ବମ୍ବେର ନୂଆ ରେକର୍ଡ ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୩.୭କୋଟିର ଚାକିରି ସୁଯୋଗ
ମୁମ୍ବାଇ,୧୮।୯: ଛାତ୍ରୀଛାତ୍ରଙ୍କୁ ଉତ୍ତମ କ୍ୟାରିୟର ସହ ବିଦେଶରେ ଭଲ ଦରମାରେ ଚାକିରି ଯୋଗାଇ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି (ଆଇଆଇଟି) ବମ୍ବେ ରେକର୍ଡ ସୃଷ୍ଟି କରିଛି। ଏହି କ୍ରମରେ ଚଳିତବର୍ଷ ଛାତ୍ରୀଛାତ୍ରଙ୍କୁ ବିଦେଶରେ ବାର୍ଷିକ ୩.୭ କୋଟି ଟଙ୍କା ଦରମାରେ ଚାକିରି…
ଗୋଟିଏ ସାମ୍ବିଧାନିକ ଧର୍ମ ଆବେଦନ ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ,୧୮ା୯: ସାରା ଦେଶରେ ଗୋଟିଏ ‘ସାମ୍ବିଧାନିକ ଧର୍ମ’ ପ୍ରଚଳନ ଲାଗି ହୋଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ନିଜ ଧର୍ମ ବିଶ୍ୱାସରୁ ଲୋକଙ୍କୁ ଦୂରେଇ ରଖିପାରିବ କି ବୋଲି ସର୍ବୋଚ୍ଚ ଅଦାଲତ ଆବେଦନକାରୀଙ୍କୁ ପ୍ରଶ୍ନ କରିଥିଲେ। ଏଭଳି ପିଟିଶନ…
Archives


