ଜାତୀୟ

ମହାତ୍ମା ଗାନ୍ଧୀ, ଶାସ୍ତ୍ରୀଙ୍କ ବଳିଦାନକୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ ଅର୍ଥାତ୍‌ ଆଜି ଦେଶରେ ମହାତ୍ମା ଗାନ୍ଧୀ ଜୟନ୍ତୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ଏହି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ନେତାଙ୍କୁ ସ୍ମରଣ କରିଛନ୍ତି। ଜାତିର ପିତା…

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨।୧୦: ଆଜି ସମଗ୍ର ଦେଶ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ ପାଳନ କରୁଛି। ଦିଲ୍ଲୀର ରାଜଘାଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ଅବସରରେ ଅନେକ ସେଲିବ୍ରିଟି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଆସୁଛନ୍ତି। ସେହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଅଜୟ ମାକେନ୍‌ ହେଲେ କଂଗ୍ରେସ କୋଷାଧ୍ୟକ୍ଷ

ନୂଆଦିଲ୍ଲୀ,୨ା୧୦(ପି.ଟି.): ପଓ୍ବନ କୁମାର ବଂଶଲଙ୍କ ସ୍ଥାନରେ ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ୍‌ଙ୍କୁ ଦଳର ନୂଆ କୋଷାଧ୍ୟକ୍ଷ ଭାବେ ରବିବାର ନିଯୁକ୍ତି ଦିଆଯାଇଛି। ରାଜସ୍ଥାନ ଦାୟିତ୍ୱରେ ଥିବା ମାକେନ୍‌ କିଛି ମାସ ପୂର୍ବରୁ ଦଳର ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଇଥିଲେ।…

ବସ୍ତର ବନ୍ଦ ଡାକରା ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨ା୧୦ : ଛତିଶଗଡ଼ର ବସ୍ତର ଜିଲାରେ ଥିବା ଏନ୍‌ଏମ୍‌ଡିସି ନଗରନାର ଇସ୍ପାତ କାରଖାନାକୁ ଏକ ଘରୋଇ କମ୍ପାନୀକୁ ଦେଇଦେବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ ଚଳାଇଥିବା ଅଭିଯୋଗ କରି ଶାସକ କଂଗ୍ରେସ ପକ୍ଷରୁ ମଙ୍ଗଳବାର ବସ୍ତର ବନ୍ଦ ଡାକରା ଦିଆଯାଇଛି। ଏହି…

ନିର୍ବାଚନୀ ରାଜନୀତିରୁ ସନ୍ନ୍ୟାସ ନେଲେ ଜିତନରାମ

ପାଟନା,୨ା୧୦: ହିନ୍ଦୁସ୍ତାନୀ ଆଓ୍ବାମ ମୋର୍ଚ୍ଚା (ଏଚ୍‌ଏଏମ୍‌)ର ପୃଷ୍ଠପୋଷକ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାନ୍‌ଝି ନିର୍ବାଚନୀ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ତାଙ୍କୁ ୭୯ ବର୍ଷ ହେଲାଣି। ତେଣୁ ସେ ୨୦୨୪ ଲୋକ ସଭା ନିର୍ବାଚନ ଲଢ଼ିବେ ନାହିଁ…

ସ୍ବାଧୀନତା ପୂର୍ବରୁ ଜନ୍ମ, ପ୍ରଥମ ଥର ଭୋଟ ଦେବେ

ରାୟପୁର,୨ା୧୦: ଗଣତନ୍ତ୍ରକୁ ଭାରତୀୟ ସମ୍ବିଧାନର ମୌଳିକ ବୈଶିଷ୍ଟ୍ୟ ରୂପେ ସ୍ବୀକୃତି ମିଳିଥିଲେ ମଧ୍ୟ ମତଦାନ ଏକ ମୌଳିକ ଅଧିକାର ନୁହେଁ। ଛତିଶଗଡ଼ର ୩ ଜଣ ବରିଷ୍ଠ ନାଗରିକ ଦେଶ ସ୍ବାଧୀନତା ପୂର୍ବରୁ ଜନ୍ମ ହୋଇଥିଲେ ବି କେବେ ଭୋଟ ଦେଇନାହାନ୍ତି। ଛତିଶଗଡ଼…

ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କଲେ ବ୍ରିଟିଶ ସାଂସଦ

ଲଣ୍ଡନ/ଲକ୍ଷ୍ପୌ,୨।୧୦:ବ୍ରିଟେନ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଶଂସକ ପାଲଟିଛି। ସେଠାକାର ସଂସଦର ସଦସ୍ୟ ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ବ୍ୟବସ୍ଥା ଯୋଗୁ ରାଜ୍ୟରେ ଆସିଥିବା ଶାନ୍ତି ପାଇଁ ପ୍ରଶଂସା କରୁଛନ୍ତି। ଏହି କ୍ରମରେ ବ୍ରିଟିଶ ସାଂସଦ ବିରେନ୍ଦ୍ର ଶର୍ମା ଉତ୍ତର ପ୍ରଦେଶର ପରିବର୍ତ୍ତିତ…

ଦୂତାବାସ ଚଳାଇପାରିଲାନି ଆଫଗାନିସ୍ତାନ

ନୂଆଦିଲ୍ଲୀ,୨ା୧୦ : ଦେଶର ସ୍ବାର୍ଥ ପାଇଁ କାର୍ଯ୍ୟ କରିବାରେ ବିଫଳତା ଏବଂ କର୍ମଚାରୀ ଓ ସମ୍ବଳ ଅଭାବ ଦର୍ଶାଇ ନୂଆଦିଲ୍ଲୀସ୍ଥିତ ଆଫଗାନିସ୍ତାନୀ ଦୂତାବାସ ରବିବାର ଏହାକୁ ବନ୍ଦ ଘୋଷଣା କରିଛି। ତତ୍ତ୍ୱାବଧାରକ କ୍ଷମତା ବଳରେ ଭାରତ ଉକ୍ତ ଦୂତାବାସକୁ ନିଜ ନିୟନ୍ତ୍ରଣକୁ…

ହରିୟାଣାରେ ଭୂକମ୍ପ ଝଟ୍‌କା

ଚଣ୍ଡିଗଡ,୨।୧୦: ହରିୟାଣାରେ ଭୂକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୬ ରହିଛି। ଏହି ଭୂକମ୍ପ ଯୋଗୁ ରୋହତକ ଏବଂ ଏହାର ଆଖପାଖ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ରବିବାର ରାତି ୧୧.୨୬ରେ…

ଆସାମ-ମେଘାଳୟ ସୀମା ଜଗିବେ ସିଆର୍‌ପିଏଫ୍‌ ଯବାନ

ଗୁଆହାଟୀ,୧ା୧୦: ଆସାମ-ମେଘାଳୟ ସୀମାକୁ ନେଇ ବିବାଦ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ଆନ୍ତଃରାଜ୍ୟ ସୀମାରୁ ରାଜ୍ୟ ପୋଲିସଙ୍କୁ ହଟାଇ ସିଆର୍‌ପିଏଫ୍‌ ଯବାନଙ୍କୁ ମୁତୟନ କରିବାକୁ ଉଭୟ ରାଜ୍ୟ ସରାକାର ନିଷ୍ପତ୍ତି ନେଇଛନ୍ତି। ଏପରିକି ବିବାଦ ଥିବା ଅଞ୍ଚଳର ସୀମା ପୁନଃନିର୍ଦ୍ଧାରଣକୁ ମଧ୍ୟ…

କିଏ ସେହି ଅଙ୍କିତ, ଯାହାଙ୍କ ସହ ମିଶି ଅଳିଆ ସଫା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆଜି ସାରା ଦେଶରେ ସ୍ବଚ୍ଛତା ଅଭିଯାନ ଆରମ୍ଭ ହୋଇଛି। ଆଜି ଦେଶର ହଜାର ହଜାର ଲୋକ ଏହି ସ୍ବଚ୍ଛତା ଅଭିଯାନରେ ଭାଗ ନେଇଥିଲେ। ଦେଶବ୍ୟାପୀ ସ୍ବଚ୍ଛତା ଅଭିଯାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅପିଲ୍‌ ଉପରେ, ନେତାଙ୍କଠାରୁ…

ସମସ୍ତେ ଜାଣନ୍ତି ଏନ୍‌ସିପିର ପ୍ରତିଷ୍ଠାତା କିଏ:ଶରଦ ପାଓ୍ବାର

ନୂଆଦିଲ୍ଲୀ,୧।୧୦: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସଭାପତି ଶରଦ ପାୱାର ଦଳର ବିଭାଜନ ସମ୍ପର୍କରେ ଶୁଣାଣି ସମୟରେ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିକଟରେ ଉପସ୍ଥିତ ରହି ନିଜ ପକ୍ଷ ଉପସ୍ଥାପନ କରିବେ। ଏଥିପାଇଁ ସେ ଅକ୍ଟୋବର ୬ରେ ରାଜଧାନୀ ନୂଆଦିଲ୍ଲୀରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?