ଜାତୀୟ

ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୯ା୯: କେନ୍ଦ୍ର ସରକାର ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂ ଉପରେ ୨୮ ପ୍ରତିଶତ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲାଗୁ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମାଶୁଳ୍କ (ସିବିଆଇସି) ଅଧ୍ୟକ୍ଷ ସଞ୍ଜୟ ଅଗ୍ରଓ୍ବାଲ ଏହା…

କେନ୍ଦ୍ରକୁ ନ୍ୟାୟ ମାଗିଲେ ମଣିପୁରୀ ବିଧାୟକ

ଇମ୍ଫାଲ/ନୂଆଦିଲ୍ଲୀ,୨୯।୯:ଜୁନ୍‌ ୩ରୁ ଜାତିଆଣ ହିଂସାରେ ଜଳୁଥିବା ମଣିପୁରରେ ମେଇତି ସମ୍ପ୍ରଦାୟର ନିଖୋଜ ଛାତ୍ରୀ ଲୁଓ୍ବାଙ୍ଗ୍‌ବି ହିଜାମ୍‌ ଏବଂ ଛାତ୍ର ଫିଜାମ୍‌ ହେମନ୍‌ଜିତଙ୍କୁ ଅପହରଣ ଓ ହତ୍ୟା ଘଟଣା ଉତ୍ତେଜନା ବୃଦ୍ଧିର କାରଣ ହୋଇଛି। ମଣିପୁରର ୨୦ରୁ ଊର୍ଦ୍ଧ୍ୱ ବିଧାୟକ ଗୁରୁବାର ନୂଆଦିଲ୍ଲୀରେ…

୪୨% ପିଲା ଦିନକୁ ୪ ଘଣ୍ଟା ମୋବାଇଲରେ ବ୍ୟସ୍ତ

ନୂଆଦିଲ୍ଲୀ,୨୯ା୯ (ପି.ଟି.):୧୨ ବର୍ଷରୁ କମ୍‌ ଅନୂ୍ୟନ ୪୨ ପ୍ରତିଶତ ପିଲା ଦୈନିକ ୨ରୁ ୪ ଘଣ୍ଟା ସେମାନଙ୍କ ସ୍ମାର୍ଟ୍‌ଫୋନ୍‌ କିମ୍ବା ଟାବ୍‌ଲେଟ୍‌ରେ ବ୍ୟସ୍ତ ରହୁଥିବା ଏକ ସର୍ଭେରୁ ଜଣାପଡ଼ିଛି। ଅଧିକ ବୟସର ପିଲାମାନେ ଦିନକୁ ୪୭ ପ୍ରତିଶତ ସମୟ ସ୍ମାର୍ଟ୍‌ଫୋନ୍‌, ଟାବ୍‌ଲେଟ୍‌ରେ…

ଥ୍ରୋଟଲ୍‌ରେ ଥୋଇଲେ ବ୍ୟାଗ୍‌, ମାଡ଼ିଗଲା ଟ୍ରେନ୍‌

ନୂଆଦିଲ୍ଲୀ/ମଥୁରା,୨୯ା୯:ଜଣେ ଟ୍ରେନ୍‌ କର୍ମଚାରୀଙ୍କ ଦାୟିତ୍ୱହୀନତା ପାଇଁ ଉତ୍ତରପ୍ରଦେଶର ମଥୁରା ରେଳଷ୍ଟେଶନରେ ଛିଡ଼ାହୋଇଥିବା ଏକ ଟ୍ରେନ୍‌ ମଙ୍ଗଳବାର ରାତିରେ ଲାଇନ୍‌ଚ୍ୟୁତ ହୋଇ ପ୍ଲାଟ୍‌ଫର୍ମକୁ ମାଡ଼ିଯାଇଥିଲା। ଏଥିରେ ଜଣେ ମହିଳା ଆହତ ହୋଇଥିଲେ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଟ୍ରେନ୍‌ରେ ଲାଗିଥିବା ସିକ୍ୟୁରିଟି…

ଜର୍ଦାରୀ-ଗିଲାନୀଙ୍କ ସମସ୍ୟା ବଢିଲା

ଇସଲାମାବାଦ୍‌,୨୯।୯: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ସମସ୍ୟା ବଢିଛି। ଅକ୍ଟୋବର ୨୪ରେ ତୋସାଖାନା ମାମଲାରେ ହାଜର ହେବା ପାଇଁ ଇସଲାମାବାଦ କୋର୍ଟ ଜର୍ଦାରୀ ଏବଂ ଗିଲାନୀଙ୍କୁ ଡକାଇଛନ୍ତି। ୨୦୦୮ ରୁ…

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଆକ୍ରମଣ ଉଦ୍ୟମ

ଇମ୍ଫାଲ୍‌,୨୯।୯: ମଣିପୁରର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ ହୋଇଛି। ଉପସ୍ଥିତ ସୁରକ୍ଷା ବାହିନୀ ଏହାକୁ ପଣ୍ଡ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ, ଇମ୍ଫାଲର ହିଙ୍ଗାଙ୍ଗ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ କରିବାକୁ ଉଦ୍ୟମ…

ବିଧୁରୀଙ୍କୁ ମିଳିଲା ନିର୍ବାଚନ ଦାୟିତ୍ୱ

ନୂଆଦିଲ୍ଲୀ,୨୮ା୯: ଲୋକ ସଭାରେ ବିଏସ୍‌ପି ଏମ୍‌ପି ଡାନିସ୍‌ ଅଲିଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇଥିବା ଏମ୍‌ପି ରମେଶ ବିଧୁରୀଙ୍କୁ ଭାଜପା ରାଜସ୍ଥାନର ଟୋଙ୍କ ଜିଲାରେ ନିର୍ବାଚନ ଦାୟିତ୍ୱ ଦେଇଛି। ଘୃଣାର ପ୍ରସାର କରୁଥିବା ନେତାଙ୍କୁ ସମ୍ମାନିତ କରାଯିବା ଶାସକ ଦଳର ପ୍ରକୃତ…

ପଶ୍ଚିମ ଏସିଆ ଦେଶରେ ଜେଲରେ ବନ୍ଦ ଥିବା ଭିକାରୀଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନୀ

ନୂଆଦିଲ୍ଲୀ,୨୮।୯: ଆତଙ୍କବାଦ ଏବଂ ଗଧ ରପ୍ତାନି ପାଇଁ ପାକିସ୍ତାନ ଅନେକ ସମୟରେ ହେଡଲାଇନରେ ରହିଆସିଛି। ନିକଟରେ ପାକିସ୍ତାନ ନାମରେ ଆଉ ଏକ ସଫଳତା ହାସଲ କରାଯାଇଛି। ପାକିସ୍ତାନ ଭିକ ମାଗିବା ନେଇ ପଶ୍ଚିମ ଏସୀୟ ଦେଶ ମଧ୍ୟ ଅସୁବିଧାରେ ପଡିଛନ୍ତି। ସୂଚନା…

ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଦାବି କଲା ଆରଜେଡି

ପାଟନା,୨୮।୯: ରାଜ୍ୟ ସଭା ଏମ୍‌ପି ମନୋଜ ଝାଙ୍କ ବୟାନକୁ ନେଇ ଗୃହରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ନେଇ ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଆରଜେଡି ଦାବି କରିଛି। ଆରଜେଡି ମୁଖପାତ୍ର ଋଷି ମିଶ୍ରା ଏ ସମ୍ପର୍କରେ କେନ୍ଦ୍ର…

ଯଦି ଏଥର ଯାଞ୍ଚରେ କିଛି ନ ମିଳିଲା, ତେବେ କ’ଣ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୮।୯: ବାସଭବନ ନବୀକରଣ ମାମଲାରେ ସିବିଆଇ ତଦନ୍ତକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି, ଯଦି ଏଥର କିଛି ତଦନ୍ତରେ ନ ମିଳେ ତେବେ କ’ଣ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ। ଏହା…

ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ଜାତୀୟ ରାଜପଥ ହେବ ଖାଲଖମା ମୁକ୍ତ: ଗଡକରୀ

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ଜାତୀୟ ରାଜପଥକୁ ଖାଲଖମା ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ନୀତି ଉପରେ କାର୍ଯ୍ୟ କରୁଛନ୍ତି।…

ଟ୍ରକ୍‌-ଅଟୋ ଧକ୍କା: ୪ ମୃତ

ଭୋପାଳ,୨୮।୯: ପୂର୍ବାଞ୍ଚଳ ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍‌-ଅଟୋ ରିକ୍ସା ସହିତ ଧକ୍କା ହେବା ଫଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଏହି ମାମଲାରେ ପୋଲିସ ଅଧିକାରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?