ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ

ବେଙ୍ଗାଲୁରୁ,୨୭।୯: କର୍ନାଟକର ମାଙ୍ଗାଲୁରୁ ଜାତୀୟ ରାଜପଥରେ ଏକ ବସ୍‌ -କାର୍‌ ମଧ୍ୟରେ ଧକ୍କା ହୋଇଛି। ଅନିୟନ୍ତ୍ରିତ କାର୍‌ ପାର୍କିଂ ହୋଇଥିବା ବସ୍‌ ପଛପଟୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ…

ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରିବ ଭାରତ: ଶାହା

ନୂଆଦିଲ୍ଲୀ,୨୭।୯: ସୁରକ୍ଷାକୁ ମଜବୁତ କରିବା ପାଇଁ ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରାଯିବ। ମଙ୍ଗଳବାର ଅମୃତସରରେ ଉତ୍ତର ଜୋନାଲ ପରିଷଦ ବୈଠକକୁ ସମ୍ବୋଧିତ କରିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ଶାହା କହିଛନ୍ତି, ସୀମାରେ ସୁରକ୍ଷା…

ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ଉପରେ ଏନ୍‌ଆଇଏର ବଡ କାର୍ଯ୍ୟାନୁଷ୍ଠାନ, ୟୁପି- ଦିଲ୍ଲୀ ସମେତ ୫ ରାଜ୍ୟର ୫୦ ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୨୭।୯: ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ବିରୋଧରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉତ୍ତରପ୍ରଦେଶ, ହରିୟାଣା, ରାଜସ୍ଥାନ, ପଞ୍ଜାବ ଏବଂ ଦିଲ୍ଲୀ-ଏନସିଆରରେ ଏକାସାଙ୍ଗରେ ଚଢାଉ କରାଯାଉଛି। ମୋଟ ଉପରେ ଏନ୍‌ଆଇଏ ୫୦ରୁ ଅଧିକ ସ୍ଥାନରେ ଚଢାଉ କରିଛି।…

ବହୁ ଭାଜପା ବିଧାୟକ ବାଡ଼ ଡେଇଁବେ: ଦିଗ୍‌ବିଜୟ

ଭୋପାଳ,୨୭।୯ : ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ୭୮ଟି ଆସନରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ରାଜ୍ୟରେ ନିର୍ବାଚନ ପୂର୍ବରୁ ଭାଜପାରେ ବୃଦ୍ଧି ପାଉଥିବା ବିଦ୍ରୋହ…

୫ ଦିନ ଯାଏ ମଣିପୁରରେ ପୁଣି ଇଣ୍ଟରନେଟ୍‌ ବନ୍ଦ

ଇମ୍ଫାଲ,୨୭।୯: ମଣିପୁରରେ ଉତ୍ତେଜନା ପରେ ମଙ୍ଗଳବାରଠାରୁ ୫ ଦିନ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ସ୍ଥଗିତ ରଖାଯାଇଛି। ଏହା ରବିବାର ଅର୍ଥାତ୍‌ ଅକ୍ଟୋବର ୧ ସା ୭.୪୫ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହା ବ୍ୟତୀତ ରାଜ୍ୟର ସମସ୍ତ ବିଦ୍ୟାଳୟ ମଧ୍ୟ ୩ ଦିନ…

ପଞ୍ଜାବର ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଗିରଫ ପରଓ୍ବାନା

ଚଣ୍ଡିଗଡ଼,୨୭ା୯: ସମ୍ପତ୍ତି କିଣାରେ ଅନିୟମିତତାକୁ ନେଇ ପଞ୍ଜାବର ପୂର୍ବତନ ଅର୍ଥମନ୍ତ୍ରୀ ମନପ୍ରୀତ୍‌ ସିଂ ବାଦଲଙ୍କ ବିରୋଧରେ ରାଜ୍ୟ ଭିଜିଲାନ୍ସ ବ୍ୟୁରୋ ମାମଲା ରୁଜୁ କରିଥିବାବେଳେ ମଙ୍ଗଳବାର ଏକ ଅଦାଲତ ତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିଛନ୍ତି। ଗତ ଜାନୁୟାରୀରେ ମନପ୍ରୀତ୍‌…

ଲାଗ୍ରାଞ୍ଜ ପଏଣ୍ଟ-୧ ଅଭିମୁଖେ ଆଦିତ୍ୟ-ଏଲ୍‌୧

ବେଙ୍ଗାଲୁରୁ,୨୭ା୯; ଭାରତର ପ୍ରଥମ ସୂର୍ଯ୍ୟ ମିଶନରେ ଯାଇଥିବା ଆଦିତ୍ୟ-ଏଲ୍‌୧ ମହାକାଶ ଯାନ ଏହାର ଗନ୍ତବ୍ୟ ସ୍ଥଳ ଲାଗ୍ରାଞ୍ଜ ପଏଣ୍ଟ ୧ (ଏଲ୍‌୧) ଅଭିମୁଖେ ଅଗ୍ରସର ହେଉଛି। ଏହା ଏକ ଅନନ୍ୟ ସ୍ଥାନ ଯେଉଁଠି ସୂର୍ଯ୍ୟ ଓ ପୃଥିବୀର ଆକର୍ଷଣ ଶକ୍ତି କ୍ଷୁଦ୍ର…

ବେଙ୍ଗାଲୁରୁ ବନ୍ଦ ବେଳେ ହଜାରେ ଅଟକ

ବେଙ୍ଗାଲୁରୁ,୨୭ା୯: ତାମିଲନାଡୁକୁ କାବେରୀ ଜଳ ଛାଡ଼ିବାକୁ ବିରୋଧକରି କର୍ନାଟକ ଜଳ ସଂରକ୍ଷଣ ସମିତି (କେଜେଏସ୍‌ଏସ୍‌) ପକ୍ଷରୁ ମଙ୍ଗଳବାର ବେଙ୍ଗାଲୁରୁ ବନ୍ଦ ଡାକରା ଦିଆଯାଇଥିଲା। ଏହି ବନ୍ଦକୁ ଜନସାଧାରଣ ସ୍ବେଚ୍ଛାକୃତ ଭାବେ ସମର୍ଥନ ଜଣାଇଛନ୍ତି। ଫଳରେ ସହରରେ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି।…

ପକ୍ଷ ଛେଦନ ନା ‘ଇଣ୍ଡିଆ’କୁ ଡର

ନୂଆଦିଲ୍ଲୀ/ଭୋପାଳ,୨୭ା୯(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ୨୦୧୮ ନଭେମ୍ବର ୨୮ରେ ଅନୁଷ୍ଠିତ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ୧୧୪ ଆସନ ଦଖଲ କରିଥିବା କଂଗ୍ରେସ ଝୁଲା ସରକାର ଗଠନ କରିଥିଲା। ଭାଜପା ୧୦୯ ଆସନରେ ସୀମିତ ରହିଥିଲେ ବି ଏପରି ପେଞ୍ଚ କରିଥିଲା ଯେ, କଂଗ୍ରେସ…

ହାଇକୋର୍ଟ ବିଚାରପତି ନିଯୁକ୍ତିରେ ବିଳମ୍ବ କରୁଛି କେନ୍ଦ୍ର

ନୂଆଦିଲ୍ଲୀ,୨୭ା୯: ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟରେ ବିଚାରପତି ନିଯୁକ୍ତି ଓ ବଦଳି ପାଇଁ ୭୦ ନାମ ସୁପାରିସ୍‌ କରିଥିବାବେଳେ ତାହା କେନ୍ଦ୍ର ସରକାରଙ୍କ ପାଖରେ ପଡ଼ିରହିଛି। ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି…

ଆତଙ୍କବାଦୀ ସଂଗଠନରେ ମହିଳା,ନାବାଳକ ମଧ୍ୟ ସାମିଲ…

ଶ୍ରୀନଗର,୨୬।୯ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା କ୍ରମାଗତ ଭାବେ ଅପରେଶନ ଜାରି ରଖିଛି। ରାଜ୍ୟର ବାରମୁଳା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସେମାନଙ୍କ ସମର୍ଥନ ନେଟୱାର୍କରେ ଥିବା ୬ ଜଣଙ୍କୁ ସେନା ଗିରଫ କରିଛି। ସେମାନଙ୍କ ମଧ୍ୟରେ ଦୁଇଜଣ…

ବିଚାରପତିଙ୍କ ନିଯୁକ୍ତି ନେଇ ପୁଣି ମୁହାଁମୁହିଁ ସ୍ଥିତି: କେନ୍ଦ୍ର ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌ କୋର୍ଟ…

ନୂଆଦିଲ୍ଲୀ,୨୬।୯ : ସୁପ୍ରିମକୋର୍ଟ ଆଜି ମଙ୍ଗଳବାର ହାଇକୋର୍ଟରେ ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଏବଂ ବିଚାରପତି ପଦ ପାଇଁ ହାଇକୋର୍ଟଙ୍କ ଦ୍ୱାରା ସୁପାରିଶ କରାଯାଇଥିବା ୭୦ ଜଣଙ୍କ ନାମ ଉପରେ କାହିଁକି ନିଷ୍ପତ୍ତି ଗ୍ରହଣ ହୋଇନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?