ଫଡନଭିସଙ୍କୁ ‘କଳଙ୍କ’ କହିବାରୁ ଉଦ୍ଧବ ଠାକରେଙ୍କୁ ଉପଦେଶ ଦେଲେ ଗଡକରୀ
ନୂଆଦିଲ୍ଲୀ,୧୧।୭: ଶିବସେନା(ଉଦ୍ଧବ-ବାଲାସାହେବ)ର ନେତା ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ କରିଥିବା ଟିପ୍ପଣିକୁ ନେଇ ରାଗି ଯାଇଛନ୍ତି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ।ସୋମବାର ଉଦ୍ଦବ ଠାକରେ ଫଡନଭିସଙ୍କ ଉଦ୍ଦେଶ୍ୟରେ ଯେଉଁ ‘କଳଙ୍କ’ ଶବ୍ଦ ବ୍ୟବହାର କରିଥିଲେ ତାକୁ ନେଇ ଗଡକରୀ…
ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କୁ ଭେଟିଲେ ଅଜିତ ପାଓ୍ବାର, ଦେବେନ୍ଦ୍ର ଫଡନଭିସ
ମୁମ୍ବାଇ,୧୧।୭: ବର୍ଷା ନିବାସରେ ସୋମବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ମଧ୍ୟରେ ବୈଠକ ହୋଇଛି। ଏହି ବୈଠକ ୩ ଘଣ୍ଟା ଧରି ଚାଲିଥିଲା। ବୈଠକରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ବି ଉପସ୍ଥିତ ଥିଲେ। ତେବେ ଦେବେନ୍ଦ୍ର…
ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଯମୁନା, ଦିଲ୍ଲୀରେ ହାଇ ଆଲର୍ଟ
ନୂଆଦିଲ୍ଲୀ,୧୧।୭: ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଫଳରେ ସାଧାଣର ଜୀବନଯାତ୍ରା ବେଶ ପ୍ରଭାବିତ ହୋଇଛି। ଏଠାରେ ଏବେ ଯମୁନା ନଦୀ ଫୁଲିବାରେ ଲାଗିଛି। ଯମୁନାର ବିପଦ ସଙ୍କେତ ୨୦୫.୩୩ ମିଟର ଥିବା ବେଳେ ଏବେ ଏହା ବିପଦ ସଙ୍କେତ ଉପରେ ଅର୍ଥାତ୍…
ଆରମ୍ଭ ହେଲା ଭୋଟ ଗଣତି
କୋଲକାତା,୧୧।୭: ପଶ୍ଚିମବଙ୍ଗରେ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଛି।କଡା ସୁରକ୍ଷା ମଧ୍ୟରେ ଜୁଲାଇ ୮ରେ ଏଠାରେ ମତଦାନ କରାଯାଇଥିଲା। ସେଥିରେ ପଶ୍ଚିମବଙ୍ଗର ଗ୍ରାମାଞ୍ଚଳରେ ପ୍ରାୟ ୫.୬୭କୋଟି ଭୋଟର ୭୩,୮୮୭ ଆସନ ପାଇଁ ଭୋଟ ଦେଇଥିଲେ। ଏହି ଆସନ…
ବସ ଓ କାର ମୁହାଁମୁହିଁ ଧକ୍କା: ୬ ମୃତ
ଗାଜିଆବାଦ ,୧୧।୭: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ ଓ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ…
ୟୁସିସିକୁ ବିରୋଧ କରିବ ବିଆରଏସ୍
ହାଇଦ୍ରାବାଦ୍,୧୧।୭: ୟୁନିଫର୍ମ ସିଭିଲ କୋଡକୁ ନେଇ ଆଜିକାଲି ଭାରତରେ ଅନେକ ବିତର୍କ ଚାଲିଛି। ଅନେକ ରାଜନୈତିକ ଦଳ ଏହାକୁ ବିରୋଧ କରୁଥିବାବେଳେ କିଛି ଦଳ ଏହାକୁ ସମର୍ଥନ କରୁଛନ୍ତି। ଏହି କ୍ରମରେ ବିଆରଏସ ମଧ୍ୟ ଏହାକୁ ବିରୋଧ କରିଛି। ବିଆରଏସ କହିଛି,…
୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ
ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ଜମ୍ମୁ-କାଶ୍ମୀର, ଉତ୍ତରାଖଣ୍ଡ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀରେ ସମସ୍ତ ପ୍ରମୁଖ ନଦୀଗୁଡିକରେ ବନ୍ୟା…
ଉତ୍ତର ଭାରତରେ ବର୍ଷା ବିଭୀଷିକା: ୩୪ ମୃତ
ନୂଆଦିଲ୍ଲୀ/ଶିମ୍ଲା, ୧୧ା୭: ଦିଲ୍ଲୀ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ସମେତ ସାରା ଉତ୍ତର ଭାରତରେ ୩ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଏପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି। ବିଭିନ୍ନ ସହର ଜଳାର୍ଣ୍ଣବ ହେବା ସହ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି…
ଆଇନଶୃଙ୍ଖଳା ଦାୟିତ୍ୱ ନେଇପାରିବନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୧ା୭(ପି.ଟି.): ମଣିପୁରରେ ଉତ୍ତେଜନା ବଢ଼ାଇବା ପାଇଁ ସର୍ବୋଚ୍ଚ ଅଦାଲତଙ୍କୁ ପ୍ଲାଟ୍ଫର୍ମ ଭାବେ ବ୍ୟବହାର କରାଯାଇ ପାରିବ ନାହଁି ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ହିଂସା କମାଇବା ପାଇଁ ଅଦାଲତ ଆଇନ ଶୃଙ୍ଖଳା ଦାୟିତ୍ୱ ନିଜ ହାତକୁ ନେଇପାରିବେ ନାହିଁ ବୋଲି ପ୍ରଧାନ…
୨୦୭୫ ସୁଦ୍ଧା ଦ୍ୱିତୀୟ ବୃହତ୍ ଅର୍ଥନୀତି ହେବ ଭାରତ
ନୂଆଦିଲ୍ଲୀ, ୧୧ା୭: ୨୦୭୫ ସୁଦ୍ଧା ଭାରତ କେବଳ, ଜାପାନ କି ଜର୍ମାନୀ ନୁହେଁ, ଆମେରିକାକୁ ମଧ୍ୟ ଅତିକ୍ରମ କରି ବିଶ୍ୱର ଦ୍ୱିତୀୟ ବୃହତ୍ ଅର୍ଥବ୍ୟବସ୍ଥା ହେବ। ସୋମବାର ଗୋଲ୍ଡମ୍ୟାନ୍ ସାଚ୍ସ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁଯାୟୀ ଭାରତର ଜନସଂଖ୍ୟା ବିଶ୍ୱର ସର୍ବାଧିକ…
ଆଜି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଫଳାଫଳ, ସକାଳ ୮ଟାରୁ ଭୋଟ ଗଣତି
କୋଲକାତା,୧୧।୭: ପଶ୍ଚିମବଙ୍ଗରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ହେବ। ସକାଳ ୮ଟାରୁ ଏହା ଆରମ୍ଭ ହେଉଥିବା ବେଳେ ମଙ୍ଗଳବାର ହିଁ ଏହାର ଫଳଫଳ ସାମ୍ନାକୁ ଆସିବ।ଅନେକ ହିଂସା ଘଟଣା ମଧ୍ୟରେ ଜୁଲାଇ ୮ ଏବଂ ୧୦ରେ ହୋଇଥିବା ଭୋଟ…
ଅଧ୍ୟାଦେଶରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୧ା୭: ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ମେ’ ୧୯ରେ ଆଣିଥିବା ଅଧ୍ୟାଦେଶର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀର ଏଏପି ସରକାର ଦାଏର କରିଥିବା ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି।…
Archives


