ଆଇନଶୃଙ୍ଖଳା ଦାୟିତ୍ୱ ନେଇପାରିବନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୧ା୭(ପି.ଟି.): ମଣିପୁରରେ ଉତ୍ତେଜନା ବଢ଼ାଇବା ପାଇଁ ସର୍ବୋଚ୍ଚ ଅଦାଲତଙ୍କୁ ପ୍ଲାଟ୍ଫର୍ମ ଭାବେ ବ୍ୟବହାର କରାଯାଇ ପାରିବ ନାହଁି ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ହିଂସା କମାଇବା ପାଇଁ ଅଦାଲତ ଆଇନ ଶୃଙ୍ଖଳା ଦାୟିତ୍ୱ ନିଜ ହାତକୁ ନେଇପାରିବେ ନାହିଁ ବୋଲି ପ୍ରଧାନ…
୨୦୭୫ ସୁଦ୍ଧା ଦ୍ୱିତୀୟ ବୃହତ୍ ଅର୍ଥନୀତି ହେବ ଭାରତ
ନୂଆଦିଲ୍ଲୀ, ୧୧ା୭: ୨୦୭୫ ସୁଦ୍ଧା ଭାରତ କେବଳ, ଜାପାନ କି ଜର୍ମାନୀ ନୁହେଁ, ଆମେରିକାକୁ ମଧ୍ୟ ଅତିକ୍ରମ କରି ବିଶ୍ୱର ଦ୍ୱିତୀୟ ବୃହତ୍ ଅର୍ଥବ୍ୟବସ୍ଥା ହେବ। ସୋମବାର ଗୋଲ୍ଡମ୍ୟାନ୍ ସାଚ୍ସ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁଯାୟୀ ଭାରତର ଜନସଂଖ୍ୟା ବିଶ୍ୱର ସର୍ବାଧିକ…
ଆଜି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଫଳାଫଳ, ସକାଳ ୮ଟାରୁ ଭୋଟ ଗଣତି
କୋଲକାତା,୧୧।୭: ପଶ୍ଚିମବଙ୍ଗରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ହେବ। ସକାଳ ୮ଟାରୁ ଏହା ଆରମ୍ଭ ହେଉଥିବା ବେଳେ ମଙ୍ଗଳବାର ହିଁ ଏହାର ଫଳଫଳ ସାମ୍ନାକୁ ଆସିବ।ଅନେକ ହିଂସା ଘଟଣା ମଧ୍ୟରେ ଜୁଲାଇ ୮ ଏବଂ ୧୦ରେ ହୋଇଥିବା ଭୋଟ…
ଅଧ୍ୟାଦେଶରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୧ା୭: ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ମେ’ ୧୯ରେ ଆଣିଥିବା ଅଧ୍ୟାଦେଶର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀର ଏଏପି ସରକାର ଦାଏର କରିଥିବା ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି।…
ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ପ୍ରଧାନମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ, ଶରଦ ପାଓ୍ବାର ରହିବେ ମୁଖ୍ୟ ଅତିଥି
ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୧ରେ ପୁଣେରେ ଏକ କାର୍ଯ୍ୟକ୍ରମରେ ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେବେ। ଯେଉଁଠାରେ ମୁଖ୍ୟ ଅତିଥି ଭାବରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଧାନମନ୍ତ୍ରୀ ତାଙ୍କର ସର୍ବୋଚ୍ଚ ନେତୃତ୍ୱ ତଥା…
୧୨ ଜୁଲାଇରେ ସମ୍ପ୍ରସାରଣ ହୋଇପାରେ ମୋଦି କ୍ୟାବିନେଟ
ନୂଆଦିଲ୍ଲୀ,୧୦।୭: ସମସ୍ତ ମୁଖ୍ୟ ଦଳ ଲୋକ ସଭା ନିର୍ବାଚନ-୨୦୨୪ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗୋଟିଏ ପଟେ ବହୁ ବିରୋଧୀ ଦଳ ଏକ ବୃହତ୍ ମେଣ୍ଟ ଗଠନ ପ୍ରକ୍ରିୟାରେ ନିୟୋଜିତ ଥିବାବେଳେ ଅନ୍ୟ ପଟେ ଭାଜପା ମଧ୍ୟ ନିର୍ବାଚନ ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି।…
ମଣିପୁରର ବିସ୍ତାପିତ ଲୋକଙ୍କ ପାଇଁ କେନ୍ଦ୍ରରୁ ମିଳିନି କୌଣସି ସହାୟତା: ମିଜୋରାମ ଗୃହମନ୍ତ୍ରୀ
ଆଇଜଲ, ୧୦।୭: ମିଜୋରାମ ଗୃହମନ୍ତ୍ରୀ ଲାଲଚାମାଲିଆନା ସୋମବାର କହିଛନ୍ତି ଯେ, ରାଜ୍ୟ ସରକାରଙ୍କୁ ହିଂସା ପ୍ରଭାବିତ ମଣିପୁରର ୧୨,୩୦୦ରୁ ଅଧିକ ଆଭ୍ୟନ୍ତରୀଣ ବିସ୍ଥାପିତ ଲୋକଙ୍କୁ ରିଲିଫ ଯୋଗାଇବା ପାଇଁ କେନ୍ଦ୍ର ପକ୍ଷରୁ କୌଣସି ସହାୟତା ପାଇନାହାଁନ୍ତି। ନିଜ ରାଜ୍ୟରେ ଜାତିଗତ ହିଂସା…
ଶରଦ ପାୱାରଙ୍କୁ ଝଟକା: ଏବେ ଏହି ବିଧାୟକ ଅଜିତ ପାୱାର ଦଳରେ ହେଲେ ସାମିଲ
ମୁମ୍ବାଇ,୧୦।୭: ଶରଦ ପାୱାର ଦଳକୁ ଆଉ ଏକ ଝଟକା ଲାଗିଛି। ଦଳରେ ବିଭାଜନ ପରେ ଶରଦ ପାୱାରଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଏନସିପି ବିଧାୟକ ଅଜିତ ପାୱାର ଶିବିରରେ ସାମିଲ ହୋଇଛନ୍ତି। ସୋମବାର ମହାରାଷ୍ଟ୍ରର ୱାଇ ବିଧାନସଭାର ବିଧାୟକ ମରକନ୍ଦ ପାଟିଲ…
୨୦୦୦ ଟଙ୍କିଆ ନୋଟ ବଦଳାଇବା ପାଇଁ ପରିଚୟ ପତ୍ର ଆବଶ୍ୟକ କି ନୁହେଁ, ଜବାବ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୭: ବିନା ପରିଚୟ ପତ୍ର ଦେଖାଇ ୨୦୦୦ ଟଙ୍କିଆ ନୋଟ ବଦଳାଇବା ବିରୋଧରେ ଦାଖଲ ହୋଇଥିବା ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଆବେଦନକାରୀ ଓକିଲ ଅଶ୍ୱିନୀ ଉପାଧ୍ୟାୟ କହିଛନ୍ତି ଯେ, ବିନା ପରିଚୟ ପତ୍ର ଦେଖାଇ ନୋଟ ବଦଳାଇବାରେ ଭ୍ରଷ୍ଟ…
ଝାଡଖଣ୍ଡରେ ବଡ଼ ନିଷ୍ପତ୍ତି ନେଇପାରେ କଂଗ୍ରେସ, ଭାଜପାର ରଣନୀତି ଫେଲ୍ କରିବାକୁ ପ୍ରସ୍ତୁତ କରିଛି ମାଷ୍ଟରମାଇଣ୍ଡ
ରାଞ୍ଚି,୧୦।୭: ଝାଡଖଣ୍ଡ କଂଗ୍ରେସରେ ଅଧ୍ୟକ୍ଷକୁ ନେଇ ଚର୍ଚ୍ଚା ଜୋରଦାର ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ଭାଜପା ଅଧ୍ୟକ୍ଷ ହେବା ପରେ ପରିସ୍ଥିତି ଦ୍ରୁତ ଗତିରେ ବଦଳି ଯାଇଛି। କଂଗ୍ରେସ ଏବେ ରାଜ୍ୟ ଅଧ୍ୟକ୍ଷଙ୍କ ଚେହେରା ବଦଳାଇବାକୁ ଚାହୁଁଛି। କଂଗ୍ରେସ ସୂତ୍ର…
ଦିଲ୍ଲୀରେ ବନ୍ୟା ଆଶଙ୍କା ନାହିଁ:କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୧୦।୭: ରାଜଧାନୀ ଦିଲ୍ଲୀରେ ଲଗାତାର ପ୍ରବଳ ବର୍ଷା ହେତୁ ବିଭିନ୍ନ ସହର ଜଳମଗ୍ନ ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ଅପରାହ୍ନରେ ସଚିବାଳୟରେ ଏକ ବୈଠକ ଡାକିଥିଲେ। ଏହି ବୈକରେ ଯମୁନା ନଦୀର ଜଳସ୍ତର ବୃଦ୍ଧି ଉପରେ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ
ପ୍ରତାପଗଡ,୧୦।୮: ଉତ୍ତରପ୍ରଦେଶର ପ୍ରତାପଗଡର ଲୀଲାପୁରରେ ସୋମବାର ଏକ ବଡ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ୟାଙ୍କର ସହ ଅଟୋ ଧକ୍କା ହେବାରୁ ୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲ କଲେଜକୁ ପଠାଯାଇଛି। ଘଟଣାର…
Archives


