ଜାତୀୟ

ଭାରତୀୟ ନୌସେନାରେ ନିୟୋଜିତ ହେବ ୨୭ଟି ଶକ୍ତିଶାଳୀ ବୁଡାଜାହାଜ

ନୂଆଦିଲ୍ଲୀ,୨୨।୯: ଆଗାମୀ ଦିନରେ ଭାରତୀୟ ନୌସେନା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନୌସେନା ଭାବେ ପରିଗଣିତ ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୭ଟି ବୁଡ଼ାଜାହାଜ ଭାରତୀୟ ନୌସେନାରେ ଯୋଗ ଦେବାକୁ ଯାଉଛି। ଯେଉଁଥିରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ବୁଡ଼ାଜାହାଜ ଅନ୍ତର୍ଭୁକ୍ତ। ଏହି ବୁଡ଼ାଜାହାଜଗୁଡ଼ିକ…

ଭାରତ-କାନାଡା ବିବାଦରେ ଚାକିରି ହରାଇପାରନ୍ତି ୧୭ହଜାର କାନାଡିୟ

ଅଟାଓ୍ବା,୨୨।୯: ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ସମ୍ପର୍କ ବିଗିଡିବାରେ ଲାଗିଛି। ଉଭୟ ଦେଶର କୂଟନୈତିକଙ୍କୁ ବହିଷ୍କାର ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଗୁରୁତର ଅଭିଯୋଗ ପରେ ଭାରତ କ୍ରମାଗତ ଭାବରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛି। ଏହାପୂର୍ବରୁ ଦୁଇ…

ଏନଡିଏରେ ସାମିଲ ହେଲା ଜେଡିଏସ

ନୂଆଦିଲ୍ଲୀ,୨୨।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ତାଙ୍କ ବାସଭବନରେ ଶୁକ୍ରବାର ଜନତା ଦଳ ସେକ୍ୟୁଲାର (ଜେଡିଏସ) ନେତା ଏଚଡି କୁମାରସ୍ବାମୀ ଭେଟିଛନ୍ତି। ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି…

ବିଶ୍ୱରେ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟସେବା ପାଉନାହାନ୍ତି

ନୂଆଦିଲ୍ଲୀ,୨୨।୯: ବିଶ୍ୱ ଜନସଂଖ୍ୟାର ପ୍ରାୟ ଅଧା ଅର୍ଥାତ୍‌ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ଅଛନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିଜ ସଦ୍ୟତମ ରିପୋର୍ଟରେ ଦର୍ଶାଇଛି। ବିଶ୍ୱରେ ପ୍ରାୟ ୨୦୦ କୋଟି ଲୋକଙ୍କୁ ଚିକିତ୍ସା ଖର୍ଚ୍ଚ ନିଜେ ବହନ…

ଦାନିଶ ଅଲିଙ୍କ ଉପରେ ବିବାଦୀୟ ବୟାନ ମାମଲାରେ ରମେଶ ବିଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୨୨।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏମପି ରମେଶ ବିଧୁରୀଙ୍କୁ ଶୁକ୍ରବାର ଏକ ଅସଂସଦୀୟ ଭାଷା ବ୍ୟବହାରକୁ ନେଇ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୧୫ଦିନ ମଧ୍ୟରେ ବିଧୁରୀଙ୍କୁ ଏହାର ଜବାବ ଦେବାକୁ ପଡିବ। ନୋଟିସରେ ବିଧୁରୀଙ୍କୁ…

ରମେଶ ବିଧୁରୀଙ୍କ ବୟାନକୁ ନେଇ ସ୍ପିକରଙ୍କୁ ଚିଠି ଲେଖିଲେ ଦାନିଶ ଅଲି

ନୂଆଦିଲ୍ଲୀ,୨୨।୯: ବହୁଜନ ସମାଜ ପାର୍ଟି (ବିଏସପି) ଏମପି ଦାନିଶ ଅଲି ସଂସଦରେ ଭାଜପା ଏମପି ରମେଶ ବିଧୁରୀଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ସମ୍ପର୍କରେ ଶୁକ୍ରବାର ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ଚିଠି ଲେଖିଛନ୍ତି। ସେ ଏଥିରେ ଲେଖିଛନ୍ତି ଯେ…

ଆମେରିକା ଗସ୍ତ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୨୨।୯: କାନାଡା ସହିତ ଚାଲିଥିବା କୂଟନୈତିକ ବିବାଦ ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେପ୍ଟେମ୍ବର ୨୨-୩୦ମଧ୍ୟରେ ଆମେରିକା ଗସ୍ତରେ ରହିବେ। ସୂଚନାଯୋଗ୍ୟ, ଆମେରିକାରେ ମିଳିତ ଜାତିସଂଘ ସାଧାରଣ ସଭାର ଏକ ଅଧିବେଶନରେ ଜୟଶଙ୍କର ଯୋଗଦେବେ। ଏଥିସହ ସେ ଆମେରିକାର ବହିର୍ବ୍ୟାପାର…

ଭାରତର ଆକ୍ସନ ପରେ ହୋସକୁ ଆସିଲା କାନାଡା, ହିନ୍ଦୁଙ୍କୁ ଧମକ ମାମଲାରେ ପନ୍ନୁଙ୍କୁ ଚେତବାନୀ ଦେଲେ କାନାଡା ମନ୍ତ୍ରୀ

ଓଟାଓ୍ବା,୨୨।୯: ଭାରତ ଓ କାନାଡାର ସମ୍ପର୍କ ମଧ୍ୟରେ ସବୁବେଳେ ତିକ୍ତତା ଦେଖିବାକୁ ମିଳୁଛି। ଏହି ତିକ୍ତତା ଖଲିସ୍ତାନ ଚରମପନ୍ଥୀ ହରଦିପ ସିଂ ନିଜ୍ଜରଙ୍କ ହତ୍ୟା ପରେ ବଢି ଯାଇଛି। ଇତିମଧ୍ୟରେ ହିନ୍ଦୁଙ୍କୁ ଧମକ ଦିଆଯାଉଥିବା ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ…

ବୈବାହିକ ବଳାତ୍କାରକୁ ଅପରାଧ ଘୋଷଣା ପାଇଁ ସୁପ୍ରିମକୋର୍ଟରେ ମାମଲା ଦାୟର, ଅକ୍ଟୋବରରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୨।୯: ବୈବାହିକ ବଳାତ୍କାରକୁ ଅପରାଧ ଘୋଷଣା ପାଇଁ ସୁପ୍ରିମକୋର୍ଟରେ ଯାଚିକା ଦାଖଲ କରାଯାଇଛି। ଅକ୍ଟୋବର ମଧ୍ୟଭାଗରେ ଏହି ମାମଲାର ଶୁଣାଣି କରିବା ନେଇ ଶୁକ୍ରବାର ଉଚ୍ଚ ନ୍ୟାୟାଳୟ କହିଛନ୍ତି। ସୁପ୍ରିମକୋର୍ଟରେ ଏପ୍ରସଙ୍ଗରେ ଅନେକ ପିଟିସନ ଦାଖଲ କରାଯାଇଛି, ଯେଉଁଥିରେ ଏକ ଗୁରୁତ୍ୱପୂର୍ଣ୍ଣ…

ବିଶ୍ୱରେ ସ୍କୁଲ ଶିକ୍ଷାରୁ ବଞ୍ଚିତ ଅଛନ୍ତି ୨୫କୋଟି ପିଲା: ଜାତିସଂଘ

ନୂଆଦିଲ୍ଲୀ,୨୨।୯: ଖାଦ୍ୟ, ପୋଷାକ ଓ ବାସଗୃହ ପରି ଶିକ୍ଷା ମଧ୍ୟ ପ୍ରତିଟି ମନୁଷ୍ୟର ମୌଳିକ ଅଧିକାର। ସେଥିପାଇଁ ଭାରତରେ ୬ରୁ ୧୪ବର୍ଷ ଯାଏଁ ପିଲାଙ୍କ ପାଇଁ ଶିକ୍ଷାକୁ ମାଧ୍ୟତାମୂଳକ କରାଯାଇଥିବାବେଳେ ବିଶ୍ୱରେ ଏହାକୁ ୧୫ବର୍ଷ ଯାଏଁ ବାଧ୍ୟତାମୂଳକ କରାଯାଇଛି। କିନ୍ତୁ ଏସବୁ…

ମହିଳା ସଂରକ୍ଷଣ ବିଲ୍‌ ଉପରେ ପ୍ରତିକ୍ରିୟା ରଖିଲେ ମାୟାବତୀ

ଲକ୍ଷ୍ନୌ,୨୨।୯: ମହିଳା ସଂରକ୍ଷଣ ବିଲ୍‌ ପ୍ରଥମେ ଲୋକ ସଭାରେ ଏବଂ ପରେ ରାଜ୍ୟ ସଭାରେ ପାରିତ ହେବା ପରେ ବିଏସପି ମୁଖ୍ୟ ମାୟାବତୀ ଏହାକୁ ସ୍ବାଗତ ଜଣାଇଛନ୍ତି। ବହୁଜନ ସମାଜ ପାର୍ଟି ଅଧ୍ୟକ୍ଷ ମାୟାବତୀ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି…

ଭାରତୀୟ ଖେଳାଳିଙ୍କୁ ପ୍ରବେଶ ଅନୁମତି ଦେଲା ନାହିଁ ଚାଇନା, ବୈଦେଶିକ ମନ୍ତ୍ରଣାଳୟ କହିଲା ଭେଦଭାବପୂର୍ଣ୍ଣ ବ୍ୟବହାର ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ/ବେଜିଂ,୨୨।୯: ଭାରତୀୟ ଖେଳାଳିଙ୍କୁ ଏସିଆନ ଗେମ୍ସରେ ଏଣ୍ଟ୍ରି ନ ଦେବାକୁ ନେଇ ଚାଇନାର ଚାଲକୁ ଭାରତ କଡା ବିରୋଧ କରିଛି। ନିକଟରେ ହାଙ୍ଗଝୁରେ ଅନୁଷ୍ଠିତ ହେବାକୁ ଥିବା ୧୯ବିଂଶ ଏସିଆନ ଗେମ୍ସରେ ଭାଗ ନେବାକୁ ଅରୁଣାଚଳ ପ୍ରଦେଶର ଭାରତୀୟ ଖେଳାଳିଙ୍କ ପ୍ରବେଶକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?