ଜାତୀୟ

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଏହାକୁ ଏକ ବୈଷୟିକ ତ୍ରୁଟି (Technical Glitch)…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ NTA ତୁରନ୍ତ ଏକ ଅପଡେଟ ଜାରି କରି ଏକ ସଂଶୋଧିତ କାର୍ଯ୍ୟସୂଚୀ କାର୍ଯ୍ୟକାରୀ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ କରିବାର କ୍ଷମତା ରଖେ ଏବଂ ‘ଜେନ ଜେଡ’ଙ୍କର ଦେଶ ପ୍ରତି ବିଶ୍ୱାସ ଅଛି…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨ ବୃଦ୍ଧି କରାଯାଇଛି। ନୂତନ ଦର୨୯ ମେ ୨୦୨୬ ମଧ୍ୟରାତ୍ରିରୁ ଲାଗୁ ହୋଇଛି। ମୂଲ୍ୟ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ ଉତ୍ତରାଧିକାରୀ ଭାବେ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ଦଳ ହାଇକମାଣ୍ଡ ଚାହୁଁଥିବାରୁ ସେ ନେତା…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ ସର୍ବୋଚ୍ଚ ଅଦାଲତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତିଗତ ସ୍ବାଧୀନତା ସମ୍ପର୍କିତ ମାମଲାରେ ନିଷ୍ପତ୍ତି…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ। ଏହି ଘଟଣା ପରେ ଚେହେରା ବା ମୁଖମଣ୍ଡଳରେ ପରିବର୍ତ୍ତନ ଆସିଲେ ଫେସିଆଲ ରେକଗ୍‌ନିଶନ…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର ବିଭିନ୍ନ ସହରରେ ବିସ୍ଫୋରଣ ଘଟାଇବାକୁ ପାକ୍‌ ପରିଚାଳିତ ଆତଙ୍କବାଦୀମାନେ ଯୋଜନା ପ୍ରସ୍ତୁତ କରିଥିବାବେଳେ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା ପର୍ଯ୍ୟନ୍ତ ପ୍ରବେଶିକା ପରୀକ୍ଷା ସମ୍ପନ୍ଧୀୟ ପ୍ରକୃତ ସମସ୍ୟା ବନ୍ଦ ହେବ ନାହିଁ ବୋଲି…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଏହି ପ୍ରକ୍ରିୟା ମେ ୨୯ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ, ବର୍ତ୍ତମାନ ଏହି…

ଖାର୍ଗେଙ୍କ ପୁଅ ହେବେ ଉପ ମୁଖ୍ୟମନ୍ତ୍ରୀ, ସିଦ୍ଦାରାମାୟାଙ୍କ ପୁଅଙ୍କୁ ଗୁରୁ ଦାୟିତ୍ୱ, ସ୍ପଷ୍ଟ ହେଲା DK କ୍ୟାବିନେଟର ଚିତ୍ର

ବେଙ୍ଗାଲୁରୁ,୨୯।୫: କର୍ନାଟକ ରାଜନୀତିରେ କ୍ଷମତା ପରିବର୍ତ୍ତନ ପ୍ରକ୍ରିୟା ଏବେ ଦ୍ରୁତ ଗତିରେ ଆଗକୁ ବଢୁଛି। ବରିଷ୍ଠ କଂଗ୍ରେସ ନେତା ସିଦ୍ଦରାମାୟାଙ୍କ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପରେ, ସମସ୍ତଙ୍କ ନଜର ଏବେ ନୂଆ ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ନେତୃତ୍ୱରେ ମନ୍ତ୍ରିମଣ୍ଡଳ ଗଠନ ଉପରେ…

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଭାରତ ପାଇଁ ଆସିଲା ଖୁସିଖବର

ନୂଆଦିଲ୍ଲୀ,୨୯।୫: ପଶ୍ଚିମ ଏସିଆର ଦ୍ରୁତ ପରିବର୍ତ୍ତନଶୀଳ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଆଉ ଏକ ଭାରତୀୟ ଟ୍ୟାଙ୍କର ହର୍ମୁଜ ଷ୍ଟ୍ରେଟ ପାର୍‌ କରିସାରିଛି । ସାମୁଦ୍ରିକ ପରିବହନ ଉପରେ ନଜର ରଖୁଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?