ଜାତୀୟ

ଭାରତୀୟ ସେନାର ଶକ୍ତି ବୃଦ୍ଧି କରିବ ‘ପ୍ରଳୟ’…

ନୂଆଦିଲ୍ଲୀ,୧୮।୯ : ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପ୍ରଳୟ’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ଗୋଟିଏ ରେଜିମେଣ୍ଟ ଅଧିଗ୍ରହଣକୁ ଅନୁମୋଦନ କରିଛି। ଏହାକୁ ନିୟନ୍ତ୍ରଣ ରେଖା ଉପରେ ନିୟୋଜିତ କରାଯିବ। ପ୍ରତିରକ୍ଷା ଅଧିକାରୀମାନେ କହିଛନ୍ତି ପ୍ରତିରକ୍ଷା ଅଧିଗ୍ରହଣ ପରିଷଦର ହୋଇଥିବା ବୈଠକରେ ସେନାର ସାମରିକ ସାମର୍ଥ୍ୟରେ ଅଧିକ…

ମୋଦି ଦେଶର ସବୁଠାରୁ ବଡ ବ୍ୟକ୍ତି: ଆଜମ ଖାନ୍‌

ନୂଆଦିଲ୍ଲୀ,୧୮।୯: ଗତ ସପ୍ତାହରେ ଆୟକର ବିଭାଗ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କ ରାମପୁର ବାସଭବନ ସମେତ ଅନେକ ସ୍ଥାନରେ ଚଢାଉ କରିଥିଲା। ଏହି କାର୍ଯ୍ୟ ତିନି ଦିନ ପର୍ଯ୍ୟନ୍ତ ଚାଲିଲା। ଏହି ଚଢାଉ…

ସିଂହ ସହ ଲଢ଼ି ପାରିବେନି ଛେଳି ମେଣ୍ଢା: ଶିନ୍ଦେ…

ମୁମ୍ବାଇ,୧୮।୯ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସୋମବାର ବିରୋଧୀ ଦଳକୁ କଡା ସମାଲୋଚନା କରିଛନ୍ତି। ଏପରିକି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଂହ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ବିରୋଧୀ ଦଳ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାସ୍ତ…

ବାଘ ଶାବକ ନାମକରଣ ନେଇ ମହାରାଷ୍ଟ୍ରରେ ଶାସକ ବିରୋଧୀ ମୁହାଁମୁହିଁ…

ମୁମ୍ବାଇ,୧୮।୯ : ମହାରାଷ୍ଟ୍ରରେ ବାଘ ଶାବକ ନାମକରଣକୁ ନେଇ ଏକ କାର୍ଯ୍ୟକ୍ରମ ପରେ ଏକ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କୁହାଯାଉଛି ନାମକରଣରେ ‘ଆଦିତ୍ୟ’ ନାମକ ଏକ କାଗଜ ଲକତ ଡ୍ରରୁ ଆସିବାରୁ ଏହାକୁ ପ୍ରତ୍ୟାହାର କରି ନିଆଯାଇଥିଲା ଏବଂ ତା…

ଇଡି ସମନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ,୧୮ା୯ : ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ସମନକୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ସମନ ପ୍ରତ୍ୟାହାର ନ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସୋରେନ୍‌ ଗତ ମାସରେ ଇଡିକୁ କହିଥିଲେ। ସୋମବାର ସର୍ବୋଚ୍ଚ…

ଶାନ୍ତିନିକେତନ ବିଶ୍ୱ ଐତିହ୍ୟ

ରିୟାଧ,୧୮ା୯ : ପଶ୍ଚିମବଙ୍ଗର ଶାନ୍ତିନିକେତନ ସହର ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇଛି। ସାଉଦି ଆରବରେ ରବିବାର ଅନୁଷ୍ଠିତ ବିଶ୍ୱ ଐତିହ୍ୟ କମିଟିର ୪୫ତମ ଅଧିବେଶନରେ ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱକବି ତଥା ଦାର୍ଶନିକ ରବୀନ୍ଦ୍ର ନାଥ ଟାଗୋର ୧୯୦୧ରେ…

ମଣିପୁରରେ ଯବାନଙ୍କୁ ଅପହରଣ କରି ହତ୍ୟା

ଇମ୍ଫାଲ,୧୮ା୯: ମଣିପୁରର ଇମ୍ଫାଲ ଇଷ୍ଟ ଜିଲା ଅନ୍ତର୍ଗତ ଖୁନିଙ୍ଗ୍‌ଥେକ୍‌ ଗ୍ରାମରୁ ରବିବାର ଜଣେ ଯବାନଙ୍କ ମୃତଦେହ ମିଳିଛି। ମୃତ ଯବାନ ହେଉଛନ୍ତି ସିପାହି ସେର୍ଟୋ ଥାଙ୍ଗ୍‌ଥାଙ୍ଗ୍‌ କୋମ୍‌। ସେ କୋମ୍‌ ଜିଲାର ଲେଇମାଖୋଙ୍ଗରେ ସେନାର ଡିଫେନ୍ସ ସିକ୍ୟୁରିଟି କର୍ପସ (ଡିଏସ୍‌ସି) ପ୍ଲାଟୁନ୍‌ରେ…

କୌଳିକ ବୃତ୍ତିଧାରୀଙ୍କୁ ସମ୍ମାନ

ନୂଆଦିଲ୍ଲୀ,୧୮ା୯ : ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ପିଏମ୍‌ ବିଶ୍ୱକର୍ମା’ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ କୌଳିକ ବୃତ୍ତିଧାରୀ କାରିଗରମାନଙ୍କୁ ବିନା ବନ୍ଧକରେ ସର୍ବନିମ୍ନ ସୁଧହାର ଋଣ ସହାୟତା ଯୋଗାଇ ଦିଆଯିବ। ୫ ବର୍ଷ ପାଇଁ…

୪୩ ଲକ୍ଷ ଶିଶୁ ମେଦବହୁଳତାର ଶିକାର

ନୂଆଦିଲ୍ଲୀ,୧୮।୯: ଦେଶରେ ଜନ୍ମରୁ ୫ ବର୍ଷ ମଧ୍ୟରେ ପ୍ରାୟ ୪୩ ଲକ୍ଷରୁ ଅଧିକ ଶିଶୁ ମେଦବହୁଳତାର ଶିକାର ହୋଇଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। ସରକାରଙ୍କ ଦ୍ୱାରା ପରିଚାଳିତ ଶିଶୁ ସୁରକ୍ଷା କେନ୍ଦ୍ରଗୁଡ଼ିକର ଡାଟା ମଧ୍ୟ ଏହି ସର୍ଭେର ଯଥାର୍ଥତାକୁ ଦର୍ଶାଉଛି। ଉଲ୍ଲେଖଯୋଗ୍ୟ…

ଏନ୍‌କାଉଣ୍ଟର ପଞ୍ଚମ ଦିନ: ସାମିଲ ଅଛନ୍ତି ହଜାରେରୁ ଊର୍ଦ୍ଧ୍ୱ ଯବାନ

ଅନନ୍ତନାଗ,୧୭ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀଙ୍କ ସହ ସୁରକ୍ଷା ବଳର ଗୁଳି ବିନିମୟ ରବିବାର ପଞ୍ଚମ ଦିନରେ ମଧ୍ୟ ଜାରି ରହିଛି। ଗାଡୋଲର ଘଞ୍ଚ ଜଙ୍ଗଲରେ ଚାଲିଥିବା ଅଭିଯାନରେ ଅର୍ଦ୍ଧସାମରିକ କମାଣ୍ଡେଙ୍କ ସହ ହଜାରେରୁ ଊର୍ଦ୍ଧ୍ୱ ଯବାନ ସାମିଲ ହୋଇଛନ୍ତି। ତେବେ…

ଖବରଦାତାଙ୍କୁ ବାଦ୍‌ଦେବା ଠିକ୍‌ ନୁହେଁ: ବିହାର ମୁଖ୍ୟମନ୍ତ୍ରୀ

ପାଟନା,୧୭ା୯: ବିରୋଧୀ ମେଣ୍ଟ ଇଣ୍ଡିଆର ୧୪ଜଣ ଖବରଦାତା ଏବଂ ଖବର ଉପସ୍ଥାପକଙ୍କୁ ବାଦ୍‌ ଦେବାକୁ ନିଷ୍ପତ୍ତିକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନାପସନ୍ଦ କରିଛନ୍ତି। ସେ କୌଣସି ଖବରଦାତାଙ୍କ ବିରୋଧୀ ନୁହନ୍ତି, ଏବଂ ସେମାନଙ୍କୁ ବାସନ୍ଦ କରିବା ଭୁଲ୍‌ ବୋଲି ନୀତୀଶ…

ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ

କୈଥଲ,୧୭ା୯: ବହୁ ଚର୍ଚ୍ଚିତ ହରିୟାଣା କୈଥଲ ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଫାଷ୍ଟଟ୍ରାକ୍‌ କୋର୍ଟ ଅଭିଯୁକ୍ତଙ୍କୁ ପୋକ୍ସୋ ଆଇନରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅପରାଧ ଘଟଣାର ୧୧ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?