ଖୁବ୍ଶୀଘ୍ର ଉପଲବ୍ଧ ହେବ ମ୍ୟାଲେରିଆ ଭ୍ୟାକ୍ସିନ୍
ପୁନେ,୩୧।୮: ଖୁବ୍ଶୀଘ୍ର ମ୍ୟାଲେିରଆ ଭ୍ୟାକ୍ସିନ ଉପଲବ୍ଧ ହେବ ବୋଲି ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ(ଏସ୍ଆଇଆଇ)ର ପରିଚାଳନା ନିର୍ଦ୍ଦେଶକ ସାଇରସ୍ ପୁନାଓ୍ବାଲା ବୁଧବାର ଘୋଷଣା କରିଛନ୍ତି। ଏହି ଭ୍ୟାକ୍ସିନ୍ କେବଳ ଭାରତ ନୁହେଁ ବରଂ ଆଫ୍ରିକାର ମ୍ୟାଲେରିଆ୍ପ୍ରବଣ ଅଞ୍ଚଳରେ ମଧ୍ୟ ଉପଲବ୍ଧ ହେବ।…
ଆଜି ମୁମ୍ବାଇରେ ଇଣ୍ଡିଆ ବୈଠକ
ମୁମ୍ବାଇ/ନୂଆଦିଲ୍ଲୀ,୩୧ା୮: ବିରୋଧୀ ବ୍ଲକ୍ ଇଣ୍ଡିଆନ୍ ନ୍ୟାଶନାଲ ଡେଭେଲପ୍ମେଣ୍ଟାଲ ଇନ୍କ୍ଲୁସିଭ୍ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେବ। ଏହି ୨ ଦିନିଆ ସମାବେଶରେ ମେଣ୍ଟ ପାଇଁ ଏକ ସମନ୍ବୟ ସମିତି ଘୋଷଣା ସହ ଲୋଗୋ ଜାରି କରାଯିବ। ପରସ୍ପର…
ଅକ୍ସାଇ ଚୀନରେ ଚାଇନା ବଙ୍କର
ନୂଆଦିଲ୍ଲୀ,୩୧ା୮: ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ଠାରୁ ୭୦ କି.ମି. ଦୂରରେ ଅବସ୍ଥିତ ଅକ୍ସାଇ ଚୀନକୁ ଆକାଶମାର୍ଗ ଆକ୍ରମଣରୁ ରକ୍ଷା କରିବା ପାଇଁ ସେଠାରେ ବଙ୍କର ଓ ଭୂତଳ ଭିତ୍ତିଭୂମି ନିର୍ମାଣ କରିଚାଲିଛି ଚାଇନାର ପିପୁଲ୍ସ ଲିବରେଶନ୍ ଆର୍ମି (ପିଏଲ୍ଏ)। ଅକ୍ସାଇ ଚୀନର ୧୫…
୫ ରାଜ୍ୟରେ ବିଧାନସଭା ନିର୍ବାଚନ, ସେପ୍ଟେମ୍ବର ଶେଷ ସୁଦ୍ଧା ହୋଇପାରେ ଘୋଷଣା
ନୂଆଦିଲ୍ଲୀ,୩୦ା୮: ରାଜନୈତିକ ଦଳଗୁଡ଼ିକ ସହିତ ମଧ୍ୟପ୍ରଦେଶ, ଛତିଶଗଡ଼ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ସମ୍ପର୍କରେ ନିର୍ବାଚନ ଆୟୋଗ ମଧ୍ୟ ସକ୍ରିୟ ହୋଇଛନ୍ତି। ନିର୍ବାଚନ କମିଶନ ଏହି ସମସ୍ତ ରାଜ୍ୟରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ନିର୍ବାଚନ କମିଶନ ଛତିଶଗଡ଼…
ବନ୍ଦ ରହିବ ରାଜଧାନୀର ଏହି ୧୨ ରାସ୍ତା
ନୂଆଦିଲ୍ଲୀ,୩୦ା୮: ସେପ୍ଟେମ୍ବର ୮ରୁ ୧୦ପର୍ଯ୍ୟନ୍ତ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ସମ୍ମିଳନୀ ଯୋଗୁ ଦିଲ୍ଲୀ ପୋଲିସ ସମେତ ବିଭିନ୍ନ ସୁରକ୍ଷା ଏଜେନ୍ସି ଟ୍ରାଫିକ ପାଇଁ ଏକ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ସମ୍ମିଳନୀ ସମ୍ବନ୍ଧରେ ସାଧାରଣ ନାଗରିକମାନଙ୍କୁ…
ସ୍ତ୍ରୀଙ୍କୁ ବିବାହ ବାର୍ଷିକୀରେ ଏକେ-୪୭ ରାଇଫଲ ଉପହାର ଦେଇ ବିବାଦରେ ନେତା
କୋଲକାତା,୩୦ା୮: ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ନେତା ରିଆଜୁଲ ହକ୍ ପ୍ରଥମ ବିବାହ ବାର୍ଷିକୀରେ ସ୍ତ୍ରୀଙ୍କୁ ଏକ ଏକେ-୪୭ ରାଇଫଲ ଉପହାର ଦେଇଥିବା ବେଳେ ଏହାକୁ ନେଇ ବିବାଦ ଲାଗି ରହିଛି। ସୋସିଆଲ ମିଡିଆରେ ରିଆଜୁଲଙ୍କ ସ୍ତ୍ରୀ ସାବିନା ୟାସମିନଙ୍କ ଏକେ-୪୭…
ବିଗ୍-ବି’ଙ୍କ ହାତରେ ରାଖୀ ବାନ୍ଧିଲେ ମମତା
ମୁମ୍ବାଇ: ଆଜି ଅର୍ଥାତ୍ ଅଗଷ୍ଟ ୩୦ରେ ସାରା ଦେଶରେ ରକ୍ଷାବନ୍ଧନ ଉତ୍ସବ ପାଳନ କରାଯାଉଛି। ରାଖୀ ହେଉଛି ଭଉଣୀ-ଭାଇଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଏବଂ ଭଲପାଇବାର ପ୍ରତୀକ। ଏହି ଅବସରରେ ଭଉଣୀମାନେ ସମସ୍ତ ଭାଇଙ୍କୁ ରାଖୀ ବାନ୍ଧନ୍ତି ଏବଂ ସେମାନଙ୍କୁ ସବୁବେଳେ…
କିଏ ହେବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ,ମମତା ଦେଲେ ଜବାବ
ନୂଆଦିଲ୍ଲୀ,୩୦।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଭାଗ ନେବାକୁ ବିରୋଧୀ ଦଳର ନେତାଙ୍କ ଆଗମନ ପ୍ରକ୍ରିୟା ଆରମ୍ଭ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ମଧ୍ୟ ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବିରୋଧୀ…
‘ଭାରତର ବିକାଶକୁ ହଜମ କରିପାରୁନାହାନ୍ତି ରାହୁଲ ଗାନ୍ଧୀ’
ନୂଆଦିଲ୍ଲୀ,୩୦।୮: ନିକଟରେ ପ୍ରକାଶିତ ସରକାରୀ ମାନଚିତ୍ରରେ ଚାଇନା ଅରୁଣାଚଳ ପ୍ରଦେଶ ଏବଂ ଅକ୍ସାଇ ଚୀନର ଅଂଶ ଦେଖାଇବା ପରେ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। ଚାଇନା ଦାବିକୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ଏହି ପ୍ରସଙ୍ଗରେ…
ଆମେ ଭାରତ ମା’ର ସୁରକ୍ଷା ପାଇଁ ଏକାଠି ହୋଇଛୁ: ଉଦ୍ଧବ ଠାକରେ
ମୁମ୍ବାଇ,୩୦।୮: ଜାତୀୟତାବାଦୀ କଂଗ୍ରେସ ଦଳର ମୁଖ୍ୟ ଶରଦ ପାୱାର ଏବଂ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଭାରତ’ର ବୈଠକ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେ ଶିବସେନା (ୟୁବିଟି) ସଭାପତି ଉଦ୍ଧବ କହିଛନ୍ତି…
‘ଭାଜପା ସହ ଯୋଗାଯୋଗରେ ଅଛନ୍ତି ମାୟାବତୀ’
ମୁମ୍ବାଇ,୩୦।୮: ଦେଶର ଆଗାମୀ ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଗୁରୁବାର ଠାରୁ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଦୁଇ ଦିନିଆ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ବୁଧବାର ବିଏସ୍ପି ମୁଖ୍ୟ ମାୟାବତୀ ବଡ଼ ଘୋଷଣା କରିଛନ୍ତି। ସେ…
ଏଣିକି ୟୁପିଆଇ ବ୍ୟବହାର କରିବ ନ୍ୟୁଜିଲାଣ୍ଡ
ନୂଆଦିଲ୍ଲୀ,୩୦।୮: ସିଙ୍ଗାପୁର ଏବଂ ଅନ୍ୟାନ୍ୟ ଦେଶ ପରି ବର୍ତ୍ତମାନ ନ୍ୟୁଜିଲାଣ୍ଡ ମଧ୍ୟ ଭାରତ ସହ ବ୍ୟବସାୟ ପାଇଁ ୟୁପିଆଇ ବ୍ୟବହାର କରିବ। ସହଜ ଉପାୟରେ ବ୍ୟବସାୟ ପାଇଁ ଏହା ୟୁପିଆଇ ଆରମ୍ଭକୁ ନେଇ ଭାରତ ସହିତ ପ୍ରାଥମିକ ଆଲୋଚନାରେ କରିଛି ନ୍ୟୁଜିଲାଣ୍ଡ।…
Archives


