ଜାତୀୟ

ଯୌତୁକ ପାଇଁ ସ୍ତ୍ରୀଙ୍କୁ ଚିକିତ୍ସା ଯୋଗାଇ ନ ଦେବା କ୍ରୁରତା: ହାଇକୋର୍ଟ..

ରାଞ୍ଚି,୧୬।୯ : ଝାଡଖଣ୍ଡ ହାଇକୋର୍ଟ କହିଛନ୍ତି ଯୌତୁକ ଦାବି ପୂରଣ କରିବା ପାଇଁ ନିଜ ସ୍ତ୍ରୀଙ୍କୁ ଉପଯୁକ୍ତ ଚିକିତ୍ସା ସହାୟତା ପ୍ରଦାନ ନ କରିବା ଭାରତୀୟ ଦଣ୍ଡବିଧି ଆଇନର ଧାରା ୪୯୮-ଏ ଅନୁଯାୟୀ କ୍ରୁରତାର ପରିଭାଷା ମଧ୍ୟରେ ରହିବ। ତେଣୁ ଜଷ୍ଟିସ…

ସିଦ୍ଦରାମାୟାଙ୍କ ଚାପ ରାଜନୀତି: କର୍ନାଟକରେ ପୁଣି ୩ ଉପମୁଖ୍ୟମନ୍ତ୍ରୀ ପାଇଁ ଦାବି, ଶିବକୁମାରଙ୍କ ସମସ୍ୟା ବଢ଼ିବା ଆଶଙ୍କା…

ବେଙ୍ଗାଲୁରୁ,୧୬।୯ : କର୍ନାଟକର କଂଗ୍ରେସ ସରକାରରେ ଆଉ ତିନି ଜଣଙ୍କୁ ଉପମୁଖ୍ୟମନ୍ତ୍ରୀ କରିବାକୁ ଦାବି ହେଉଛି। ବାସ୍ତବରେ ସରକାରରେ ସମବାୟ ମନ୍ତ୍ରୀ କେ.ଏନ ରାଜନ୍ନା ଶନିବାର ଆଉ ତିନି ଜଣ ଉପମୁଖ୍ୟମନ୍ତ୍ରୀ କରିବା ପାଇଁ ଧାରଣା ଦେଇଛନ୍ତି। ସେ କହିଛନ୍ତି ମୁଁ…

ନିପା ନେଇ ଆଲର୍ଟ ମୋଡରେ କେରଳ ସରକାର, ୧୯ ଟିମ ଗଠନ, ୧୧ ନମୁନା ନେଗେଟିଭ…

ଥରୁଭାନନ୍ତପୁରମ,୧୬।୯ : କେରଳରେ ନିପା ଭାଇରସ ରିପୋର୍ଟ ମିଳିବା ପରେ ପ୍ରଶାସନ ଆଲର୍ଟ ମୋଡରେ ଅଛି। ଏଭଳି ପରିସ୍ଥିତିରେ କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ ନିପା ଭାଇରସ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ପରୀକ୍ଷା ପାଇଁ ୧୧ ଟି ନମୁନା…

ଦେଶରେ ଖୋଲିବ ୨୩ ନୂଆ ସୈନିକ ସ୍କୁଲ: ରାଜନାଥଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧୬।୯ : ବର୍ତ୍ତମାନ ଦେଶରେ ୨୩ ଟି ନୂଆ ସୈନିକ ସ୍କୁଲ ଖୋଲିବାକୁ ଯାଉଛି। ଶନିବାର ସରକାରୀ ସୂଚନା ଅନୁଯାୟୀ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ବିଦ୍ୟାଳୟଗୁଡ଼ିକୁ ସହଭାଗୀତା ମୋଡରେ ପ୍ରତିଷ୍ଠା କରିବାକୁ ଅନୁମୋଦନ ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତ୍ତି…

ଓ୍ବାଇଏସଆର କଂଗ୍ରେସ ବିରୋଧୀ ଦଳ ଆମ ସହ ହାତ ମିଳାନ୍ତୁ: ନାରା ଲୋକେଶ…

ହାଇଦ୍ରାବାଦ,୧୬।୯ : ଆନ୍ଧ୍ରପ୍ରଦେଶରେ ଦୁର୍ନୀତି ଅଭିଯୋଗରେ ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିବା ଦଳର ନିର୍ବାଚନ ପ୍ରଚାରରେ ବାଧା ସୃଷ୍ଟି କରିବା ଲାଗି ଜଣେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଯୋଜନାବଦ୍ଧ ଭାବେ ଷଡ଼ଯନ୍ତ୍ର କରାଯାଇଛି। ଶନିବାର ଓ୍ବାଇଏସଆର କଂଗ୍ରେସ ପାର୍ଟିକୁ…

ପୋଷାକ ବଦଳିଛି, ଚାଲି ଚଳଣ ଚରିତ୍ର ବଦଳି ନାହିଁ, ଇଣ୍ଡିଆ ମେଣ୍ଟକୁ ନେଇ ଭାଜପାର କଟାକ୍ଷ…

ବିଳାସପୁର,୧୬।୯ : ବିଲାସପୁର ଗସ୍ତରେ ଆସିଥିବା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଇଣ୍ଡିଆ ସହଯୋଗୀ ଦଳକୁ କଡ଼ା ସମାଲୋଚନା କରିବା ସହିତ କଟାକ୍ଷ କରିଛନ୍ତି। ଅନୁରାଗ ଠାକୁର କହିଛନ୍ତି ସମ୍ବିଧାନକୁ ନଷ୍ଟ କରୁଥିବା, ଗଣମାଧ୍ୟମର ସ୍ବରକୁ ଦମନ କରୁଥିବା ତଥା ସନାତନ…

୨୦୨୩ରେ ସୁପ୍ରିମ୍‌କୋର୍ଟରେ ୯୬ ପ୍ରତିଶତ ମାମଲାର ସମାଧାନ…

ନୂଆଦିଲ୍ଲୀ,୧୬।୯ : ନ୍ୟାଶନାଲ ଜୁଡିସିଆଲ ଡାଟା ଗ୍ରୀଡ (ଏନଜେଡିଜି) ପ୍ରତିଷ୍ଠା ହେବାର ଆଠ ବର୍ଷ ପରେ ସୁପ୍ରିମକୋର୍ଟ ଗୁରୁବାର ଏହି ପ୍ଲାଟଫର୍ମରେ ଯୋଗ ଦେଇଛନ୍ତି। ଏନଜେଡିଜି ତଥ୍ୟ ସୁପ୍ରିମକୋର୍ଟରେ ମାମଲା ନିବାରଣ କ୍ଷେତ୍ରରେ ଅନେକ ଉତ୍ସାହଜନକ ସାମ୍ପ୍ରତିକ ଟ୍ରେଣ୍ଡ ଏବଂ ଅତୀତର…

୨୩ରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ କମିଟିର ପ୍ରଥମ ବୈଠକ

ନୂଆଦିଲ୍ଲୀ,୧୬ା୯: ଚଳିତମାସ ୨୩ ତାରିଖରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ କମିଟିର ପ୍ରଥମ ବୈଠକ ବସିବା ନେଇ ପୂର୍ବତନ ରାଷ୍ଟ୍ରପତି ତଥା ‘ଓ୍ବାନ୍‌ ନେଶନ, ଓ୍ବାନ ଇଲେକ୍ସନ’ କମିଟିର ଅଧ୍ୟକ୍ଷ ରାମନାଥ କୋବିନ୍ଦ ସୂଚନା ଦେଇଛନ୍ତି। ରାମନାଥ ଶନିବାର ଭୁବନେଶ୍ୱର ଗସ୍ତରେ…

ପାଠର ଚାପ: ନିଜର ଅପହରଣ ନାଟକ ରଚିଲେ ଛାତ୍ରୀ, ସୋସିଆଲ ମିଡ଼ିଆରେ ଭାଇରାଲ…

ରାଜକୋଟ,୧୬।୯ : ପୂର୍ବରୁ ପାଠଚାପରେ କେତେକ ଶିକ୍ଷାର୍ଥୀ ସ୍କୁଲ ଅବା କଲେଜ ଯିବାକୁ ବନ୍ଦ କରୁଥିଲେ। ଅବା ମିଛ କହୁଥିଲେ। ମାତ୍ର ଏବେ ପାଠଚାପରୁ ମୁକ୍ତି ପାଇଁ ଶିକ୍ଷାର୍ଥୀ ନୂଆ ନୂଆ କୌଶଳ ଆପଣେଉଛନ୍ତି। ସମ୍ପ୍ରତି ଗୁଜୁରାଟରେ, ଜଣେ ୧୦ ବର୍ଷର…

ଏବେ ଏହି ମନ୍ଦିରରେ ଫଟୋ ଉଠାଇବା ମନା, ଧରାପଡ଼ିଲେ ମିଳିବ ଏପରି ଦଣ୍ଡ

କାଠମାଣ୍ଡୁ,୧୬ା୯: ନେପାଳର ପାଶୁପତିନାଥ ମନ୍ଦିରରେ ଫଟୋ ଉଠାଇବା ଏବଂ ଭିଡିଓ କରିବା ବାରଣ ରହିଛି। ଯଦି ଲୋକେ ନ ମାନନ୍ତି ତେବେ ଧରାପଡ଼ିଲେ ଲୋକଙ୍କୁ ବହୁତ ଖର୍ଚ୍ଚ କରିବାକୁ ପଡ଼ିବ। ଏନେଇ ମନ୍ଦିର କର୍ତ୍ତୃପକ୍ଷ ମୁଖ୍ୟ ମନ୍ଦିର କମ୍ପ୍ଲେକ୍ସ ଭିତରେ ଫଟୋଗ୍ରାଫ…

୧୦୦ ସ୍ବଦେଶୀ ଏଲସିଏ ମାର୍କ ୧ ଏ ବିମାନ କିଣିବ ଦେଶ : ଏୟାର ଚିଫ ମାର୍ଶଲ ଭି.ଆର ଚୌଧରୀଙ୍କ ସୂଚନା…

ନୂଆଦିଲ୍ଲୀ,୧୬।୯ : ଭାରତୀୟ ବାୟୁସେନା (ଆଇଏଏଫ) କ୍ରମାଗତ ଭାବରେ ଏହାର ବିମାନ ସଂଖ୍ୟା ବଢ଼ାଇବାରେ ଲାଗିଛି। ଏଥିସହିତ ଏହା ମଧ୍ୟ ଜୋର ଦେଉଛି ଏହାର ସ୍କ୍ବାଡନରେ ଅନ୍ତର୍ଭୁକ୍ତ ଯେ କୌଣସି ପ୍ରକାରର ବିମାନ ଦେଶରେ ତିଆରି କରାଯିବା ଉଚିତ। ଏହି କ୍ରମରେ…

ଜଣେ ନାଗରିକ ନିଜ ଦେଶକୁ ଭଲ ପାଇବା ଆବଶ୍ୟକ ନୁହେଁ କି ?: ହାଇକୋର୍ଟ…

ଚେନ୍ନାଇ,୧୬।୯ : ସନାତନ ଧର୍ମ ସହ ଜଡିତ ଏକ ମାମଲା ସମ୍ପର୍କରେ, ମାଡ୍ରାସ କୋର୍ଟ କହିଛନ୍ତି ସନାତନ ଧର୍ମ ଅନନ୍ତ ଶାସ୍ତ୍ରତ୍ୱ କର୍ତ୍ତବ୍ୟର ଏକ ସାମୁହିକ ଧାରା। ଏହା ଏକ ନିର୍ଦ୍ଦିଷ୍ଟ ସାହିତ୍ୟରେ ଖୋଜା ହୋଇପାରିବ ନାହିଁ। ଏହା ଜାତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?