ଜି -୨୦ ଶିଖର ସମ୍ମିଳନୀକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ୍
ନୂଆଦିଲ୍ଲୀ,୨୭।୮: ଜି-୨୦ ଶିଖର ସମ୍ମିଳନୀକୁ ନେଇ କଂଗ୍ରେସ କେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍ କରିଛି। କଂଗ୍ରେସ ନେତା ପୱନ ଖେରା କହିଛନ୍ତି ଯେ, ଜି-୨୦ ହେଉଛି ଏକ ରୋଟେସ୍ନାଲ୍ ଅଧ୍ୟକ୍ଷତା, କଂଗ୍ରେସ ନେତା ପୱନ ଖେରା କହିଛନ୍ତି, ସେ (ପ୍ରଧାନମନ୍ତ୍ରୀ ମୋଦି)…
‘ଚନ୍ଦ୍ରକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କର, ଶିବଶକ୍ତି ପଏଣ୍ଟକୁ ରାଜଧାନୀ କର’, ଦାବି କରି ସ୍ବାମୀ ଚକ୍ରପାଣି କହିଛନ୍ତି, ତୋଳିବେ ମନ୍ଦିର
ମୁମ୍ବାଇ,୨୭।୮: ଅଗଷ୍ଟ ୨୩ରେ, ଭାରତର ଚନ୍ଦ୍ରୟାନ -୩ ମିଶନ ଚନ୍ଦ୍ରର ସାଉଥ ପୋଲ ଉପରେ ସପ୍ଟ ଲ୍ୟାଣ୍ଡିଂ କରି ମହାକାଶରେ ଇତିହାସ ସୃଷ୍ଟି କଲା। ଯାହା ପରେ ସମଗ୍ର ଦେଶରେ ଉତ୍ସବ ପାଳନ କରିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
୨୦୨୪ ପରେ ରାହୁଲ ହେବେ ପ୍ରଧାନମନ୍ତ୍ରୀ: କଂଗ୍ରେସ ନେତା
ନୂଆଦିଲ୍ଲୀ,୨୭।୮: ଲୋକ ସଭା ନିର୍ବାଚନ ୨୦୨୪କୁ ଆଉ ବର୍ଷକରୁ ବି କମ ସମୟ ବାକି ରହିଛି। ଏହାରି ଭିତରେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତିରେ ଲାଗି ପଡିଲେଣି। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିବାକୁ ୨୬ ବିରୋଧୀ ଦଳ ‘ଇଣ୍ଡିଆ’…
ଫ୍ରିଜ ବିସ୍ଫୋରଣ: ଜିଅନ୍ତା ଜଳିଗଲେ ନଣନ୍ଦ-ଭାଉଜ
ପାଟ୍ନା,୨୭ା୮: ମୁଜାଫରପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଫ୍ରିଜ୍ ବିସ୍ଫୋରଣ ହୋଇ ନଣନ୍ଦ ଏବଂ ଭାଉଜଙ୍କ ମୃତ୍ୟୁ ଘଟିଛି। ଜିଲାର ଦେଓରିଆ ଥାନା ଅନ୍ତର୍ଗତ ଡୁମରୀ ପରମାନନ୍ଦପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଫ୍ରିଜ୍ ବିସ୍ଫୋରଣ ହୋଇ ଘରେ ନିଆଁ…
ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ଉପହାର
ଭୋପାଳ,୨୭।୮: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିର୍ବାଚନ ବର୍ଷରେ ପ୍ରିୟ ଭଉଣୀମାନଙ୍କ ପାଇଁ ଉପହାରର ବାକ୍ସ ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ରବିବାର ତାଙ୍କ ସରକାରଙ୍କ ‘ଲାଡଲି ବେହନା’ ଯୋଜନା ଅଧୀନରେ ଆୟୋଜିତ ଏକ ସମ୍ମିଳନୀରେ ଘୋଷଣା କରିଛନ୍ତି ଯେ ଶ୍ରାବଣ…
ମୁମ୍ବାଇର ଗାଲାକ୍ସି ହୋଟେଲରେ ଲାଗିଲା ନିଆଁ, ୮ ଗୁରୁତର, ୩ ମୃତ
ମୁମ୍ବାଇ,୨୭।୮: ଦେଶର ଆର୍ଥିକ ରାଜଧାନି ମୁମ୍ବାଇର ସାନ୍ତାକ୍ରୁଜ ଅଞ୍ଚଳରେ ସ୍ଥିତ ଗାଲାକ୍ସି ହୋଟେଲରେ ଭିଷଣ ନିଆଁ ଲାଗିଛି। ଏହା ଜଣାପଡିବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଥିଲା। ଏହି ଅଗ୍ନିକାଣ୍ଡ ଫଳରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି…
‘ଆମର ବିଶ୍ୱାସ ବିକାଶର ପବନ ଏବେ ଚନ୍ଦ୍ରରେ ପହଞ୍ଚିଛି’, ଚନ୍ଦ୍ରାୟନ-୩ର ପ୍ରଶଂସା କଲେ ନଡ୍ଡା
ନୂଆଦିଲ୍ଲୀ,୨୭।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିନିକିଆ ଗସ୍ତରେ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଏହି ସମୟରେ ସେ ହରିଦ୍ୱାରରେ ଦେବ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବସୁଧୈବ କୁଟୁମ୍ବକମ ବ୍ୟାଖ୍ୟାନ ଶୃଙ୍ଖଳାରେ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ସମୟରେ ସେ…
ପ୍ରଥମରେ ୧୫, ଦ୍ୱିତୀୟରେ ୨୬, ମୁମ୍ବାଇରେ ହେବାକୁ ଥିବା ତୃତୀୟ ବୈଠକରେ ବଢିବକି ବିରୋଧୀ ମେଣ୍ଟର ସଂଖ୍ୟା
ନୂଆଦିଲ୍ଲୀ,୨୭।୮: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଅଗାମୀ ବୈଠକ ମୁମ୍ବାଇରେ ହେବାକୁ ଯାଉଛି। ଅଗଷ୍ଟ ୩୧ରେ ଏହି ବୈଠକ ଅନୁଷ୍ଠିତ ହେବ। ଜୁନ ୨୩ରେ ପାଟନାରେ ‘ଇଣ୍ଡିଆ’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ମୋଟ ୧୫ ଟି ଦଳ ମିଳିତ ମଞ୍ଚରେ…
ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀରେ ଷ୍ଟେଶନରେ ଖଲିସ୍ତାନ ସମର୍ଥନ ଲେଖା…
ନୂଆଦିଲ୍ଲୀ,୨୭।୮ : ଜି -୨୦ ଶିଖର ସମ୍ମିଳନୀ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଯେଉଁଠାରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି…
ଅଜିତ ପାଓ୍ବାରଙ୍କୁ ସ୍ବାଗତ କରିବାକୁ କ୍ରେନରେ ୪୫ ମିନିଟ ଲଟକି ରହିଲେ ସମର୍ଥକ
ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅଜିତ ପାଓ୍ବାର ପ୍ରଥମଥର ଲାଗି ପିମ୍ମରି-ଛିଂଦଓ୍ବାଡା ପହଞ୍ଚିଥିଲେ, ସେଠାରେ ତାଙ୍କ ସମର୍ଥକମାନେ ତାଙ୍କୁ ଜୋରସୋରରେ ସ୍ବାଗତ କରିଥିଲେ। ତାଙ୍କୁ ସ୍ବାଗତ କରିବାକୁ ସମର୍ଥକମାନେ ଅନେକ ପ୍ରସ୍ତୁତି କରିଥିଲେ। ତାଙ୍କ ସମର୍ଥକମାନେ ପିମ୍ମରିରେ…
ଭିଏଚ୍ପିର ଘୋଷଣା: ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା
ଚଣ୍ଡିଗଡ,୨୭।୮: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ…
ଚନ୍ଦ୍ରୟାନ-୩ର ସଫଳତା ପରେ ମନ୍ଦିରରେ ପହଞ୍ଚିଲେ ଇସ୍ରୋ ମୁଖ୍ୟ
ଥିରୁଭାନନ୍ତପୁରମ୍,୨୭।୮: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ ଚନ୍ଦ୍ରୟାନ-୩ର ସଫଳତା ପରେ ରବିବାର କେରଳର ଏକ ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ ପୂଜା-ଅର୍ଚ୍ଚନା କରିଥିଲେ। ଇସ୍ରୋ ମୁଖ୍ୟ ସୋମନାଥ ଥିରୁଭାନନ୍ତପୁରମର ପୁର୍ଣ୍ଣାମିକାଭୁ ଭଦ୍ରକାଳୀ ମନ୍ଦିରରେ ପ୍ରାର୍ଥନା କରିଥିଲେ।…
Archives


