ଜାତୀୟ

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର ଇଣ୍ଡିଗୋର ନେଟ୍‌ଓ୍ବର୍କ ଏବଂ କ୍ରୁ କାର୍ଯ୍ୟ ଉପରେ ନଜର ରଖିବା ପାଇଁ ଏକ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ ଘଟିଛି। ଟେଣ୍ଡରରେ ଶୁଦ୍ଧ ମଲବେରୀ ରେଶମ ଶାଲ୍ ଯୋଗାଇବା ପରିବର୍ତ୍ତେ ଏକ ଠିକାଦାର...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ୍ ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ବୈଧ ଅନୁମତି ବିନା...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା ପରେ ସାରା ଦେଶରେ ଉତ୍ସବର ବାତାବରଣ ଦେଖିବାକୁ ମିଳିଛି। ଦିଲ୍ଲୀର ଲାଲ୍ କିଲ୍ଲାଠାରେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ ସଙ୍କଟ ଦ୍ୱାରା ପ୍ରଭାବିତ ଲୋକଙ୍କୁ ଫେରସ୍ତ ଯୋଗାଇ ଦିଆଯାଉଛି। ଏହି...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା ଏସିଆରେ କମ୍ପାନୀର ସର୍ବବୃହତ ପୁଞ୍ଜି ବିନିଯୋଗ ଭାବରେ ୧୭.୫ ବିଲିୟନ ଆମେରିକୀୟ ଡଲାର...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି ଆୟୁଷ୍ମାନ ଭାରତ ଯୋଜନା। ଏହାକୁ ବିଶ୍ୱର ସବୁଠାରୁ ବଡ଼ ସୱାସ୍ଥ୍ୟ ବୀମା ଯୋଜନା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର (CEC) ଏବଂ ଅନ୍ୟ ନିର୍ବାଚନ କମିଶନରମାନଙ୍କୁ ଚୟନ କରୁଥିବା ପ୍ୟାନେଲରୁ ଭାରତର ପ୍ରଧାନ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ...

ଇଣ୍ଡିଗୋ ପାଇଲଟଙ୍କ ଇମୋଶନାଲ ମେସେଜ ଭାଇରାଲ, ଏମିତି କ’ଣ କହିଲେ ଯେ ଘଣ୍ଟା ଘଣ୍ଟା ଧରି ଫସିଥିବା ଯାତ୍ରୀ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୯।୧୨: ଇଣ୍ଡିଗୋ ବିମାନର ନିରନ୍ତର ବିଳମ୍ବ ଏବଂ ବାତିଲ ମଧ୍ୟରେ, ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଯାତ୍ରୀମାନଙ୍କ ହୃଦୟକୁ ସ୍ପର୍ଶ କରିଛି। ଭିଡିଓରେ ଇଣ୍ଡିଗୋ ପାଇଲଟ କ୍ୟାପ୍ଟେନ ପ୍ରଦୀପ କୃଷ୍ଣନ ବିମାନରେ ଠିଆ ହୋଇ ଯାତ୍ରୀମାନଙ୍କୁ ବିନମ୍ରତାର ସହିତ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ନିଜେ ରୁଷିଆ ରାଷ୍ଟ୍ରପତିଙ୍କୁ ସ୍ବାଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri