ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…
ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର (ସେପ୍ଟେମ୍ବର ୨୭) ପ୍ରୟାଗରାଜରେ କହିଥିଲେ ଯେ, ୟୁପି ବିଧାନସଭା ନିର୍ବାଚନରେ ତାଙ୍କ ଦଳ…
ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା
ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ ସ୍ୱରା ଭାସ୍କର ଅଂଶଗ୍ରହଣ କରୁଥିବା ବେଳେ, ଆରମ୍ଭରୁ ହିଁ ଶେହଜାଦ ଓ ଅଭିନେତା…
ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..
ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…
ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼
ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ ଅଂଶ ହଟାଇବା ପାଇଁ ପଦକ୍ଷେପ ଆରମ୍ଭ ବେଳେ କିଛି ବ୍ୟକ୍ତି ଓ ପୋଲିସ…
କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…
ଡେରାଡୁନ୍,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫ ବର୍ଷର ଶିଶୁର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଯୋଗୁ ସମଗ୍ର ଅଞ୍ଚଳରେ…
ହୋମ୍ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…
ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ଶନିବାର ଏନ୍ଏଚ୍-୧୭ ରାସ୍ତା ଅବରୋଧ କରାଯାଇଥିଲା। ଏହା ଏକ ଲଭ୍…
ୟୁଏନ୍ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…
ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା ପାଇଁ କ୍ରମାଗତ ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ବ୍ୟକ୍ତି ବା ଦେଶର ଯୁକ୍ତି…
ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…
ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍ରେ ଭଙ୍ଗାରୁଜା
ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଶନିବାର ବିଳମ୍ବିତ ରାତିରୁ ଛାତ୍ରୀଛାତ୍ର କ୍ୟାମ୍ପସ୍ରେ ବିକ୍ଷୋଭ ପ୍ରଦର୍ଶନ କରିବା ସାଙ୍ଗକୁ…
ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ
ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି । ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଓ ଫରିଦାବାଦର ପେଟ୍ରୋଲ ପମ୍ପରେ ବୈଧ ପ୍ରଦୂଷଣ…
ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ ଏହି ହଡ଼ତାଳ ଡାକରା ଦେଇଛି। ଏପରି ସ୍ଥିତିରେ ଦେଶର ଲକ୍ଷ ଲକ୍ଷ ଗ୍ରାହକଙ୍କ…
‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଏକ ଧମକପୂର୍ଣ୍ଣ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନୋଏଡା…

