ବଡ଼ ବାକ୍ସ ଧରି ରାଜ୍ୟପାଳଙ୍କ ଅଫିସ୍ରେ ପହଞ୍ଚିଲେ ତାମିଲନାଡୁ ଭାଜପା ଅଧ୍ୟକ୍ଷ
ଚେନ୍ନାଇ,୨୬।୭: ତାମିଲନାଡୁ ଭାଜପା ଅଧ୍ୟକ୍ଷ କେ ଆନ୍ନାମଲାଇ ଏକ ବଡ଼ ବାକ୍ସ ନେଇ ରାଜ୍ୟପାଳଙ୍କ ଅଫିସ୍ରେ ପହଞ୍ଚିଛନ୍ତି। ଏହି ବାକ୍ସରେ ‘ଡିଏମକେ ଫାଇଲ୍ସ ପାର୍ଟ-୨’ ରହିଛି। ‘ଡିଏମକେ ଫାଇଲ୍ସ ପାର୍ଟ-୨’ରେ ଡିଏମକେ ପଦାଧିକାରୀଙ୍କ ବେନାମି ଦସ୍ତାବେଜ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦେବ।…
ଜ୍ଞାନବ୍ୟାପୀ ପରିସରରେ ଏଏସ୍ଆଇ ସର୍ଭେ ଉପରେ ରୋକ ବଳବତ୍ତର: ଗୁରୁବାର ହେବ ପୁଣି ଶୁଣାଣି
ଆହ୍ଲାବାଦ୍,୨୬।୭: ବାରାଣସୀର ବିବାଦୀୟ ଜ୍ଞାନବ୍ୟାପୀ କମ୍ପ୍ଲେକ୍ସର ଏଏସ୍ଆଇ ସର୍ଭେ ଉପରେ ଲାଗିଥିବା ରୋକ ବଳବତ୍ତର ରହିଛି। ଗୁରୁବାର ଅପରାହ୍ନ ୩.୩୦ରେ ଆହ୍ଲାବାଦ ହାଇକୋର୍ଟରେ ଏହାର ଶୁଣାଣି ହେବ। ଶୁଣାଣି ପର୍ଯ୍ୟନ୍ତ ଏହି ରୋକ ବଳବତ୍ତର ରହିବ। ଜ୍ଞାନବ୍ୟାପୀ ମସଜିଦ କମ୍ପ୍ଲେକ୍ସର ଏଏସ୍ଆଇ…
ଭାଜପା ଗଳାର କଣ୍ଟା ସାଜିଛନ୍ତି ବିରେନ: ମୋଦି-ଶାହା ନିରୁପାୟ…
ନୂଆଦିଲ୍ଲୀ,୨୫।୭ : ଜାତିଆଣ ହିଂସା ନିଆଁରେ ମଣିପୁର ଜଳୁଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ମନ୍ତ୍ରଣାଳୟର ଅଧିକାରୀମାନେ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିବା ପରେ ମଧ୍ୟ ସେଠାରେ ଶାନ୍ତି ଫେରାଇବାର ଆଶ୍ୱାସନା ଦେବାରେ ବିଫଳ ହୋଇଛନ୍ତି। ଜାତୀୟ ସୁରକ୍ଷା…
ସଂସଦରେ ଅପମାନିତ ହୋଇଥିବା ଅଭିଯୋଗ ଆଣିଲେ ଖାର୍ଗେ
ନୂଆଦିଲ୍ଲୀ,୨୬।୭: ମଣିପୁର ପ୍ରସଙ୍ଗ ନେଇ ସଂସଦର ଉଭୟ ଗୃହରେ ବିରୋଧ ପ୍ରଦର୍ଶନ ଓ ହଟ୍ଟଗୋଳ ଦେଖିବାକୁ ମିଳୁଛି। ଏନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ତେବେ କଂଗ୍ରେସ ସଭାପତି ତଥା ରାଜ୍ୟସଭା ସାଂସଦ ମଲ୍ଲିକାର୍ଜୁନ ଖର୍ଗେ ତାଙ୍କୁ ସଂସଦରେ ଅପମାନିତ କରାଯାଇଥିବା…
କୋଇଲା ବ୍ଲକ୍ ମାମଲାରେ ୪ବର୍ଷ ପାଇଁ ଜେଲ୍ ଗଲେ ପୂର୍ବତନ ରାଜ୍ୟସଭା ଏମପି ବିଜୟ ଦର୍ଦା
ନୂଆଦିଲ୍ଲୀ,୨୬।୭: ଛତିଶଗଡରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ମାମଲାରେ ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ ପୂର୍ବତନ ରାଜ୍ୟସଭା ସାଂସଦ ବିଜୟ ଦର୍ଦାଙ୍କୁ ଚାରି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ତାଙ୍କ ପୁଅ ଦେବେନ୍ଦର ଦର୍ଦା ଏବଂ ଜେଏଲଡି ୟବତମାଲ ଏନର୍ଜି ପ୍ରାଇଭେଟ୍…
ଅନାସ୍ଥା ପ୍ରସ୍ତାବ କ’ଣ? ଭାରତ ଇତିହାସରେ ଆସିଛି ୨୭ଟି ଅନାସ୍ଥା ପ୍ରସ୍ତାବ, ସବୁଠାରୁ ଅଧିକ ସାମ୍ନା କରିଛନ୍ତି ଇନ୍ଦିରା ଗାନ୍ଧୀ
ନୂଆଦିଲ୍ଲୀ,୨୬।୭: ମଣିପୁର ଯୌନ ହିଂସାକୁ ନେଇ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ ଜାରି ରହିଛି। ତେବେ ଏନେଇ ଆଜିକୁ ୬ଦିନ ଧରି ସଂସଦରେ ଅଚଳାବସ୍ଥା ଜାରି ରହିଛି। ଅଚଳାବସ୍ଥା ଯୋଗୁ ଗୃହ କାର୍ଯ୍ୟ ବଳି ପଡୁଛି। ପ୍ରତିଥର ଦୁଇ ଗୃହ ମୁଲତବୀ ପରେ…
ଏନ୍ଡିଏରେ କେବଳ ୩ ମଜଭୁତ ପାର୍ଟି ରହିଛି; ଇଡି, ସିବିଆଇ, ଆଇଟି: ଉଦ୍ଧବ ଠାକରେ
ପୁଣେ,୨୬।୭: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ କେବଳ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି), ଆୟକର ବିଭାଗ ଏବଂ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଭଳି ତିନିଟି…
ରାଜ୍ୟ ସଭାରେ ରାଗିଗଲେ ସ୍ମୃତି ଇରାନୀ, ବିରୋଧୀଙ୍କୁ ଦେଲେ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୨୫।୭: ମଣିପୁର ହିଂସାକୁ ନେଇ ସଂସଦରେ ହଟ୍ଟଗୋଳ ବୁଧବାର ମଧ୍ୟ ଜାରି ରହିଛି। ବିରୋଧୀ ଦଳ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନୋଟିସ ଦେଇଛନ୍ତ। ଏହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଗ୍ରହଣ କରିଛନ୍ତି। ମଣିପୁର ପ୍ରସଙ୍ଗରେ ସଂସଦରେ…
ସଂସଦର ଅଚଳାବସ୍ଥାକୁ ନେଇ ଅମିତ ଶାହାଙ୍କୁ ଚିଠି ଲେଖିଲେ ମଲ୍ଲିକାର୍ଜ୍ଜୁନ ଖାର୍ଗେ
ନୂଆଦିଲ୍ଲୀ,୨୬।୭: ମଣିପୁର ପ୍ରସଙ୍ଗ ନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ଅଚଳାବସ୍ଥା ଯୋଗୁ ଗୃହ କାର୍ଯ୍ୟ ବଳି ପଡୁଛି। ସେପଟେ ପ୍ରତିଥର ଦୁଇ ଗୃହ ମୁଲତବୀ ପରେ ମୁଲତବୀ ହେଉଛି। ତେବେ ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତିମଲ୍ଲିକାର୍ଜ୍ଜୁନ…
ମଣିପୁର ଯୌନହିଂସାକୁ ନେଇ ଆମେରିକା ରଖିଲା ପ୍ରତିକ୍ରିୟା, କହିଲା ପୀଡିତାଙ୍କୁ ନ୍ୟାୟ ପ୍ରଦାନରେ ଭାରତ ସରକାରଙ୍କ ଚେଷ୍ଟାକୁ ସମର୍ଥନ କରୁଛୁ
ଓ୍ବାଶିଂଟନ୍,୨୬।୭: ମଣିପୁର ଯୌନହିଂସାକୁ ନେଇ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରାଯାଉଛି। ସେପଟେ ଏହି ମାମଲାରେ ଆମେରିକାର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକା ଏହି ବିଷୟକୁ ଭୟାନକ ଏବଂ ବିଭିତ୍ସ ବୋଲି ବର୍ଣ୍ଣନା କରିଛି। ଆମେରିକା ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ବେଦାନ୍ତ ପଟେଲ…
ପାର୍ଲାମେଣ୍ଟ ଆଗରେ ଏମ୍ପି ରାଘବ ଚଢାଙ୍କ ମୁଣ୍ଡକୁ ଖୁମ୍ପିଦେଲା କାଉ: ଫଟୋ ଭାଇରାଲ
ନୂଆଦିଲ୍ଲୀ,୨୬।୭: ମୌସୁମୀ ଅଧିବେଶନରେ ଭାଗ ନେବାକୁ ପାର୍ଲାମେଣ୍ଟ ଭବନକୁ ଆସୁଥିବାବେଳେ ରାଜ୍ୟ ସଭା ଏମ୍ପି ରାଘବ ଚଢାଙ୍କୁ କାଉ ଖୁମ୍ପି ଦେଇଛି। ଏହି ଘଟଣାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଫଟୋରେ ସ୍ପଷ୍ଟ ଭାବରେ ଦେଖିବାକୁ ମିଳେ…
ତାରକା ଚିହ୍ନିତ ୫୦୦ ଟଙ୍କିଆ ନୋଟ ନକଲି, ଜାଣନ୍ତୁ ସୋସିଆଲ ମିଡ଼ିଆରେ ପ୍ରଚାରିତ ଗୁଜବର ପ୍ରକୃତ ସତ୍ୟ…
ନୂଆଦିଲ୍ଲୀ,୨୬।୭ : ଅନେକ ନୋଟ ଦୈନନ୍ଦିନ କାର୍ଯ୍ୟରେ ଆମ ହାତକୁ ଆସେ ଏବଂ ତା’ପରେ ବଜାରକୁ ଯାଏ। ଯେଉଁଥିରେ ୧୦ ଟଙ୍କାରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ନୋଟ ଅଛି। ଆମେ ୧୦, ୨୦, ୫୦ ଟଙ୍କିଆ ନୋଟ ପ୍ରତି ଅଧିକ ଧ୍ୟାନ…
Archives


