ଜାତୀୟ

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ ଦକ୍ଷିଣ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ କେନ୍ଦ୍ରୀୟ ଉତ୍ତର ପ୍ରଦେଶ, ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା କରାଯାଉଛି, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଜୀବନକୁ ପ୍ରଭାବିତ…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେଖିଛନ୍ତି, ଇଦ୍‌-ଉଜ୍‌-ଜୁହାର ଶୁଭେଚ୍ଛା। ଏହି ପର୍ବ ଆମ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ପରସ୍ପରକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହି ବୈଠକ ସମୟରେ, ମୁଖ୍ୟମନ୍ତ୍ରୀ ବିଜୟ କର୍ନାଟକର ପ୍ରସ୍ତାବିତ ମେକେଡାଟୁ ଡ୍ୟାମ…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌କୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ବୁଧବାର ରାଜି ହୋଇଛନ୍ତି।…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ ସରକାର ଗଠନ କରିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଥଲାପତି ବିଜୟଙ୍କ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସିଦ୍ଧରମୈୟା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଇସ୍ତଫା…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି। ଇଡି ଚଢ଼ାଉକୁ ବିରୋଧ କରି ଏହି ଆକ୍ରମଣ ହୋଇଛି।…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ ଲୋକଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ସରକାର ରାସନ ବ୍ୟବସ୍ଥା (PDSସାର୍ୱଜନୀନ ବଣ୍ଟନ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ ନିର୍ବାଚିତ ହୋଇଥିଲେ। ଟିମ୍‌ଏସ୍‌ରୁ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଭେଟିଛନ୍ତି। Dharitri…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?