ଜାତୀୟ

ପ୍ରତିବର୍ଷ ପୃଥିବୀ ଠାରୁ ଦୂରେଇ ଯାଉଛି ଜହ୍ନମାମୁଁ: ବୈଜ୍ଞାନିକଙ୍କ ଦାବି

ଓ୍ବାଶିଂଟନ୍‌,୫।୯: ଚନ୍ଦ୍ର ଆମ ଠାରୁ ଦୂର ନୁହେଁ। ଚନ୍ଦ୍ରାୟାନ ୩ର ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ ପରେ ଭାରତ ଏହାକୁ ପ୍ରମାଣ କରି ଦେଖାଇଛି। ପୂର୍ବରୁ ପୃଥିବୀଠାରୁ ଲକ୍ଷ ଲକ୍ଷ କିଲୋମିଟର ଦୂରରେ ଥିବା ଚନ୍ଦ୍ର ବିଷୟରେ ଜାଣିବା କୌତୁହଳର ବିଷୟ ଥିଲା।…

କଂଗ୍ରେସର ରାହୁଲ ୟାନ ୨୦ ବର୍ଷ ହେଲା ହୋଇ ପାରୁ ନି ଲଞ୍ଚ୍‌: ରାଜନାଥ…

ଭୋପାଳ,୫।୯ : ଜନ ଆର୍ଶୀବାଦ ଯାତ୍ରାର ଶୁଭାରମ୍ଭ ପାଇଁ ମଧ୍ୟପ୍ରଦେଶର ନେମୁଚରେ ପହଞ୍ଚିଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କଂଗ୍ରେସ ତଥା ସମସ୍ତ ବିରୋଧୀ ଦଳଙ୍କୁ କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସକୁ ଟାର୍ଗେଟ କରି ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ଶିବରାଜଙ୍କୁ କ୍ରିକେଟର ଧୋନିଙ୍କ ସହ ତୁଳନା କଲେ ରାଜନାଥ…

ଭୋପାଳ,୫।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱକୁ ପ୍ରଶଂସା କରିବା ସହ ତାଙ୍କୁ ମହାନ କ୍ରିକେଟର ମହେନ୍ଦ୍ର ସିଂ ଧୋନି (ଏମଏସ ଧୋନି) ଙ୍କ ସହ ତୁଳନା କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ଶ୍ରାବଣରେ ମଟନ ଖାଇବା-ଅଶ୍ଳୀଳ ଭିଡ଼ିଓ ଦେଖିବା ନେଇ ସୁଶୀଲ ମୋଦି-ପପୁ ଯାଦବ ମୁହାଁମୁହିଁ…

ପାଟନା,୫।୯ : ଜନ ଅଧିକାର ପାର୍ଟି(ଜେଏପି) ସୁପ୍ରିମୋ ପପୁ ଯାଦବ ଏବଂ ଭାଜପାର ସୁଶୀଲ ମୋଦିଙ୍କ ମଧ୍ୟରେ ଶ୍ରାବଣ ମାସରେ ମଟନ ଖାଇବା ତଥା ଅଶ୍ଳୀଳ ଭିଡ଼ିଓ ଦେଖିବା ନେଇ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଛି। ପପୁ ଯାଦବ ସୁଶୀଲ ମୋଦିଙ୍କୁ…

ମୋର ବିରୋଧୀମାନେ ମଧ୍ୟ ମୋ ଶିକ୍ଷକ: ରାହୁଲ…

ନୂଆଦିଲ୍ଲୀ,୫।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁ ଦିବସରେ ଏକ ନିଆରା ଅଭିନନ୍ଦନ ଜଣାଇଛନ୍ତି। ମଙ୍ଗଳବାର ରାହୁଲ ଗାନ୍ଧୀ କହିଛନ୍ତି ତାଙ୍କ ବିରୋଧୀମାନେ ମଧ୍ୟ ତାଙ୍କର ଶିକ୍ଷକ। ଯେହେତୁ ସେମାନଙ୍କର ଆଚରଣ, ମିଥ୍ୟା ଏବଂ ଶବ୍ଦ ତାଙ୍କୁ ସଠିକ ରାସ୍ତାରେ…

‘ଇଣ୍ଡିଆ ବନାମ ଭାରତ’ ବିବାଦକୁ ନେଇ ପ୍ରତିକ୍ରିୟା ରଖିଲା ପାକିସ୍ତାନୀ ମିଡିଆ, ମୋଦିରାଜରେ ହୋଇଛି କେବଳ ନାମ ପରିବର୍ତ୍ତନ…

ଇସଲାମବାଦ/ନୂଆଦିଲ୍ଲୀ, ୫।୯: ଇଣ୍ଡିଆ ବନାମ ଭାରତକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ତେବେ ଦେଶରେ ଏନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ପାକିସ୍ତାନୀ ଗଣମାଧ୍ୟମ ମଧ୍ୟ ଏହି ପ୍ରସଙ୍ଗକୁ ଗୁରୁତ୍ୱ ଦେଇଛି। ଭାରତ ନାମ ବ୍ୟବହାର କରି ଧର୍ମ ଆଧାରରେ ପାକିସ୍ତାନୀ…

ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୫।୯ : ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଧାରା ୩୭୦ ରଦ୍ଦ ଏବଂ ଜମ୍ମୁ-କଶ୍ମୀରର ପୂର୍ବ ରାଜ୍ୟକୁ ଦୁଇଟି ୟୁନିଅନ ଅଞ୍ଚଳରେ ବିଭକ୍ତ କରିବାକୁ ନିଷ୍ପତ୍ତି ନେଇଥିବା ଆବେଦନ ମାମଲା ଉପରେ ରାୟ ସଂରକ୍ଷିତ ରଖିଛି। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼, ଜଷ୍ଟିସ…

ଭାରତୀୟ ବଂଶୋଦ୍ଭବ ପୋଲିସ ଅଧିକାରୀଙ୍କ ନାମରେ ରଖାଗଲା ଆମେରିକାରେ ଏକ ରାଜପଥର ନାମ, ଗୁଳିମାଡରେ ହୋଇଥିଲା ମୃତ୍ୟୁ

ଓ୍ବାଶିଂଟନ୍‌,୫।୯: ଆମେରିକାର କାଲିଫର୍ନିଆ ରାଜ୍ୟରେ ଏକ ରାଜପଥର ନାମ ପରିବର୍ତ୍ତନ କରାଯାଇ ସ୍ବର୍ଗତ ଭାରତୀୟ ବଂଶୋଦ୍ଭବ ପୋଲିସ ଅଧିକାରୀ ରୋନିଲ ସିଂଙ୍କ ନାମରେ ନାମିତ କରାଯାଇଛି। ୨୦୧୮ରେ, ୩୩ ବର୍ଷିୟ ରୋନିଲଙ୍କୁ ଜଣେ ଅବୈଧ ପ୍ରବାସୀ ବ୍ୟକ୍ତି ଗୁଳି କରି ହତ୍ୟା…

ଭାରତରେ ପରିବର୍ତ୍ତନ କରିବା ଲାଗି ଭାଜପାର ଥିଲା ପ୍ରତିଶ୍ରୁତି, କେବଳ ନାମ କରାଯାଇଛି ବଦଳ: ଷ୍ଟାଲିନ…

ଚେନ୍ନାଇ,୫।୯ : ଜି -୨୦ ସମ୍ମିଳନୀର ରାତ୍ରୀ ଭୋଜନ କାର୍ଯ୍ୟକ୍ରମର ନିମନ୍ତ୍ରଣ କାର୍ଡରେ ପ୍ରେସିଡେଣ୍ଟ ଅଫ ଇଣ୍ଡିଆ ଲେଖାଯିବା ପରେ ଏହାକୁ ନେଇ ଶାସକ ବିରୋଧୀଙ୍କ ମଧ୍ୟରେ ବାକ ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ…

ରାହୁଲଙ୍କ ସଂସଦ ସଦସ୍ୟତା ପୁନଃ ପ୍ରଦାନକୁ ଚ୍ୟାଲେଞ୍ଜ…

ନୂଆଦିଲ୍ଲୀ,୫।୯ : ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ପୁନଃ ପ୍ରଦାନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆଡଭୋକେଟ ଅଶୋକ ପାଣ୍ଡେଙ୍କ ଦ୍ୱାରା ଦାଖଲ ହୋଇଥିବା ଏହି ଆବେଦନରେ କୁହାଯାଇଛି ଥରେ ଲୋକ ପ୍ରତିନିଧୀ ଅଧିନିୟମ ୧୯୫୧ର ଧାରା ୮(୩) ଅନୁଯାୟୀ ସଂସଦର ଜଣେ…

ଚନ୍ଦ୍ରାୟାନ-୩ର ସଫଳତାକୁ ନେଇ ‘ମହାକ୍ୱିଜ ପ୍ରତିଯୋଗିତା’ର ଘୋଷଣା କଲେ କେନ୍ଦ୍ର ସରକାର, ଜାଣନ୍ତୁ ପ୍ରତିଯୋଗିତାରେ କିପରି ନେବେ ଭାଗ

ନୂଆଦିଲ୍ଲୀ,୫।୯: ଚନ୍ଦ୍ରାୟାନ ୩ର ସଫଳ ଅବତରଣ ପରେ ସାରା ବିଶ୍ୱରେ ଇତିହାସ ରଚିଛି ଭାରତ। ତେବେ ଏହାକୁ ନେଇ ଭାରତ ସରକାର ମହାକ୍ୱିଜ ପ୍ରତିଯୋଗିତା ଆରମ୍ଭ କରିବାକୁ ଯାଉଛନ୍ତି। ଏନେଇ ‘ମାଇଗମେଣ୍ଟଇଣ୍ଡିଆ’ ହ୍ୟାଣ୍ଡେଲରେ ଏକ୍ସ ପେଜରେ ଏକ ପୋଷ୍ଟ ଶେୟାର କରାଯାଇଛି।…

‘ଗେଲ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କେବି ସିଂଙ୍କୁ ଗିରଫ କଲା ସିବିଆଇ, ୫୦ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୯: ଭାରତ ସରକାରଙ୍କର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅଧୀନରେ ଥିବା ଗ୍ୟାସ ଅଥୋରିଟି ଅଫ ଇଣ୍ଡିଆ ଲିମିଟେଡ(ଗେଲ)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କେବି ସିଂଙ୍କୁ ଗିରଫ କରିଛି ସିବିଆଇ। କେବି ସିଂଙ୍କ ସମେତ ଆହୁରି ୫ଜଣଙ୍କୁ ଗିରଫ କରାଯାଇଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?