ଜାତୀୟ

ସକ୍ରିୟ ମାମଲା ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର...

ଏନ୍‌ଇଇଟି-ପିଜି କଟ୍‌-ଅଫ୍‌ ୧୫ ଶତାଂଶ କମାଇବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୩(ପି.ଟି.): ଖାଲିପଡ଼ିଥିବା ପୋଷ୍ଟଗ୍ରାଜୁଏଟ୍‌ ମେଡିକାଲ ସିଟ୍‌ ପୂରଣ ଲାଗି ଏନ୍‌ଇଇଟି-ପିଜି ୨୦୨୧ରେ ସବୁ ବର୍ଗର ପ୍ରାର୍ଥୀଙ୍କ ପାଇଁ କଟ୍‌ଅଫ୍‌ ୧୫ ଶତାଂଶ (ପର୍ସେଣ୍ଟାଇଲ୍‌) ହ୍ରାସ କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାତୀୟ ପରୀକ୍ଷା ବୋର୍ଡ (ଏନ୍‌ବିଇ)କୁ ନିର୍ଦ୍ଦେଶ ଦେଇଛି। ମେଡିକାଲ...

ମା’ ଶୋଇଛନ୍ତି ଭାବି ଉଠାଉ ନ ଥିଲେ ପୁଅ, ୪ ଦିନ ପରେ ଘରୁ ଗନ୍ଧ ବାହାରିବାରୁ…

ହାଇଦ୍ରାବାଦ, ୧୩ା୩: ଆନ୍ଧ୍ରପ୍ରଦେଶର ତିରୁପତି ନିକଟରେ ଥିବା ବିଦ୍ୟାନଗର ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍‌ନାକୁ ଆସିଛି। ମା’ ଅସୁସ୍ଥ ଥିବାରୁ ସେ ଶୋଇଛନ୍ତି ଭାବି ଜଣେ ୧୦ ବର୍ଷର ବାଳକ ତାଙ୍କ ମୃତଦେହ ନିକଟରେ ୪ ଦିନ...

ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଛି ପାକିସ୍ତାନ

ଜମ୍ମୁ,୧୩ ।୩: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ୨ ବର୍ଷରୁ ଅଧିକ ସମୟ ହୋଇଥିବା ବେଳେ ଏହି ସମୟ ମଧ୍ୟରେ ଘାଟିରେ ଆତଙ୍କବାଦୀ ଆକ୍ରମଣ ମଧ୍ୟ କମ୍ ହୋଇଥିବା ଦେଖାଯାଇଛି । ହେଲେ ପାକିସ୍ତାନ ପୁଣିଥରେ ଘାଟିକୁ ଟାର୍ଗେଟ କରୁଥିବା...

ଭାଜପାକୁ ସମର୍ଥନ ଜଣାଇଲେ ୬ ଜେଡିୟୁ ବିଧାୟକ

ନୂଆଦିଲ୍ଲୀ,୧୨।୩: ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ସଂଯୁକ୍ତ ଜନତା ଦଳ (ଜେଡିୟୁ)ର ୬ ବିଧାୟକ ଏହାକୁ ସମର୍ଥନ ଜଣାଇଛନ୍ତି। ମଣିପୁର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଭାଜପା...

ଇସ୍ତଫା ଦେବେନି ସୋନିଆ-ରାହୁଲ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର ଅପରାହ୍ନ ୪ଟାରେ ଦିଲ୍ଲୀସ୍ଥିତି ଅଲ ଇଣ୍ଡିଆ କଂଗ୍ରେସ କମିଟି କାର୍ଯ୍ୟାଳୟରେ ଏହି...

ଇସ୍ତଫା ଦେଲେ ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୨।୩: ଗୋଆ ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ପ୍ରମୋଦ ସାଓ୍ବନ୍ତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ସେଠାରେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ତାକୁ...

ଉପନିର୍ବାଚନ ତାରିଖ ଘୋଷଣା, ୪ ରାଜ୍ୟର ୪ ବିଧାନସଭା-୧ ଲୋକ ସଭା ପାଇଁ ମତଦାନ ଏପ୍ରିଲ୍‌ ୧୨ରେ…

ନୂଆଦିଲ୍ଲୀ, ୧୨।୩ : ନିର୍ବାଚନ କମିଶନଙ୍କ ପକ୍ଷରୁ ୪ ରାଜ୍ୟର ୪ ବିଧାନସଭା ଏବଂ ୧ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଶନିବାର ଘୋଷଣା ହୋଇଛି। ଏନେଇ ମତଦାନ ଏପ୍ରିଲ୍‌ ୧୨ରେ ହେବ ବୋଲି ନିର୍ବାଚନ କମିଶନ...

ଭାରତ ନ ଥକି ଆଗେଇ ଚାଲିବ…

ଅହମଦାବାଦ, ୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦଠାରେ ୧୧ ତମ ଖେଳ ମହାକୁମ୍ଭର ଶୁଭାରମ୍ଭ ସର୍ଦ୍ଦାର ପଟେଲ ଷ୍ଟାଡିୟମ୍‌ରେ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତକୁ ରୋକିବା ଅସମ୍ଭବ। ଭାରତ ଏବେ ନ ଥକି ଆଗେଇ...

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକରେ ସୀମାରେ ସୁରକ୍ଷା ଏବଂ ସ୍ଥିରତା...

କଂଗ୍ରେସର ପୁରୁଣା ପାଠର ଆଲୋଚନା, ରବିବାର ଓ୍ବାର୍କିଂ କମିଟି ବୈଠକ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ପୁରୁଣା ପାଠର ଆଲୋଚନା ଆରମ୍ଭ ହୋଇଛି। ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର ଅପରାହ୍ନ ୪ଟାରେ ଦିଲ୍ଲୀସ୍ଥିତି ଅଲ...

ରନ୍‌ଓ୍ବେ ବାହାରକୁ ପଳାଇଲା ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ…

ଜବଲପୁର, ୧୨।୩ : ମଧ୍ୟପ୍ରଦେଶର ଜବଲପୁର ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଅବତରଣ କରିବା ସମୟରେ ନିୟନ୍ତ୍ରଣ ହରାଇ ବସିଥିଲା। ଫଳରେ ବିମାନଟି ରନ୍‌ଓ୍ବେ ବାହାରକୁ ଚାଲି ଯାଇଥିଲା। ତେବେ ବିମାନର କୌଣସି କ୍ଷତି ହୋଇ ନଥିବାବେଳେ ସମସ୍ତ ଯାତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri