ଜାତୀୟ

ମରାଠା ସଂରକ୍ଷଣ ଆନ୍ଦୋଳନ ସମୟରେ ହିଂସାକାଣ୍ଡ, ୪୨ ପୋଲିସକର୍ମୀ ଆହତ

ମୁମ୍ବାଇ,୨।୯: ମହାରାଷ୍ଟ୍ରର ଜାଳନା ଜିଲାର ମରାଠା ସଂରକ୍ଷଣ ଦାବିକୁ ନେଇ ଚାଲୁଥିବା ପ୍ରଦର୍ଶନ ଶୁକ୍ରବାର ହିଂସାତ୍ମକ ରୂପ ନେଇ ପୋଲିସ କର୍ମଚାରୀଙ୍କ ସମେତ ଅନେକ ଲୋକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଜିଲାର ଆମ୍ବାଡ ତହସିଲର ଧୁଲେ-ସୋଲାପୁର ରାସ୍ତାରେ ଭିଡ଼ ଜମାଇବା…

ରାଜସ୍ଥାନରେ ମଣିପୁର ଭଳି ଘଟଣା, ସ୍ତ୍ରୀଙ୍କୁ ନିବସ୍ତ୍ର କରି ଗାଁରେ ବୁଲାଇଲେ ସ୍ବାମୀ

ଜୟପୁର,୨।୯: ରାଜସ୍ଥାନର ପ୍ରତାପଗଡ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏକ ଗ୍ରାମରେ ଜଣେ ଆଦିବାସୀ ମହିଳାଙ୍କୁ ନିବସ୍ତ୍ର କରାଇ ବୁଲାଇବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ଗିରଫ

ମୁମ୍ବାଇ,୨।୯: ବ୍ୟାଙ୍କ ଦୁର୍ନୀତି ସମ୍ପର୍କିତ ମନିଲଣ୍ଡରିଂ ମାମଲାରେ ଶୁକ୍ରବାର ରାତିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ଗିରଫ କରିଛି। ନରେଶ କାନାରା ବ୍ୟାଙ୍କରୁ ନେଇଥିବା ଋଣରୁ ୫୩୮ କୋଟି ଟଙ୍କା ପରିଶୋଧ କରି ନ ଥିବା ଅଭିଯୋଗ…

ଆଗୁଆ ନିର୍ବାଚନ ସଙ୍କେତ

ନୂଆଦିଲ୍ଲୀ,୨ା୯: ଭାରତରେ ‘ଏକ ଦେଶ, ଏକ ନିର୍ବାଚନ’ ବ୍ୟବସ୍ଥା ଲାଗୁ କରାଯାଇପାରିବ କି ନାହିଁ ସେନେଇ ଅନୁଧ୍ୟାନ ପାଇଁ ଶୁକ୍ରବାର କେନ୍ଦ୍ର ସରକାର ଏକ କମିଟି ଗଠନ କରିଛନ୍ତି। ଉକ୍ତ ପ୍ୟାନେଲର ମୁଖ୍ୟ ଭାବେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନିଯୁକ୍ତ…

କେନ୍ଦ୍ରମନ୍ତ୍ରୀଙ୍କ ଘରେ ଯୁବକଙ୍କୁ ହତ୍ୟା

ଲକ୍ଷ୍ନୌ,୨।୯: କେନ୍ଦ୍ରମନ୍ତ୍ରୀ ତଥା ଭାଜପା ଏମ୍‌ପି କୌଶଲ୍‌ କିଶୋରଙ୍କ ଲକ୍ଷ୍ନୌସ୍ଥିତ ବାସଭବନରୁ ଜଣେ ୩୦ ବର୍ଷୀୟ ଯୁବକଙ୍କ ମୃତଦେହ ମିଳିଛି। ମୃତକ ବିନୟ ଶ୍ରୀବାସ୍ତବ ମନ୍ତ୍ରୀଙ୍କ ପୁଅ ବିକାଶ କିଶୋରଙ୍କ ବନ୍ଧୁକ ଗୁଳିରେ ମରିଥିବା କୁହାଯାଉଛି। ଶ୍ରୀବାସ୍ତବ ଓ ବିକାଶଙ୍କ ମଧ୍ୟରେ…

ଧୀରେନ୍ଦ୍ର ଓଝା ସିବିସି ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ, ୨।୯: ୧୯୯୦ ବ୍ୟାଚ୍‌ ଭାରତୀୟ ସୂଚନା ସେବା(ଆଇଆଇଏସ୍‌) ଅଧିକାରୀ ଧୀରେନ୍ଦ୍ର ଓଝା ସେଣ୍ଟ୍ରାଲ୍‌ ବ୍ୟୁରୋ ଅଫ୍‌ କମ୍ୟୁନିକେଶନ(ସିବିସି)ର ମହାନିର୍ଦ୍ଦେଶକ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସିବିସି ମହାନିର୍ଦ୍ଦେଶକ ଥିବା ବରିଷ୍ଠ ଆଇଆଇଏସ୍‌ ଅଧିକାରୀ ମନୀଷ ଦେଶାଇ ପତ୍ର ସୂଚନା…

ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜୟା ବର୍ମା ସିହ୍ନା

ନୂଆଦିଲ୍ଲୀ,୨ା୯(ପି.ଆଇ.ବି.): ଭାରତୀୟ ରେଲଓ୍ବେ ଟ୍ରାଫିକ୍‌ ସେବା (ଆଇଆର୍‌ଟିଏସ୍‌) ବରିଷ୍ଠ ଅଫିସର ଜୟା ବର୍ମା ସିହ୍ନା ଶୁକ୍ରବାର ରେଳଭବନରେ ରେଲଓ୍ବେ ବୋର୍ଡ (ରେଳ ମନ୍ତ୍ରଣାଳୟ)ର ନୂଆ ଅଧ୍ୟକ୍ଷ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପ୍ରଥମ…

ଆଜି ସୂର୍ଯ୍ୟାଭିମୁଖୀ ଆଦିତ୍ୟ-ଏଲ୍‌୧ ମିଶନ

ଶ୍ରୀହରିକୋଟା,୨ା୯: ଭାରତର ପ୍ରଥମ ସୂର୍ଯ୍ୟ ମିଶନ ‘ଆଦିତ୍ୟ-ଏଲ୍‌୧’ ଶନିବାର ସୂର୍ଯ୍ୟ ଅଭିମୁଖେ ଯାତ୍ରା ଆରମ୍ଭ କରିବ। ଏଥିପାଇଁ ଅବଗଣନା ଆରମ୍ଭ ହୋଇଯାଇଛି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ କୁହାଯାଇଛି। ଶନିବାର ପୂର୍ବାହ୍ନ ୧୧.୫୦ ମିନିଟ୍‌ରେ ଏହା ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ…

ସାଙ୍ଗରେ ମିଶି ଲଢ଼ିବୁ

ମୁମ୍ବାଇ,୨ା୯: ୨୦୨୪ ଲୋକ ସଭା ନିର୍ବାଚନ ଯେତେଦୂର ସମ୍ଭବ ଏକାଠି ଲଢ଼ିବା ପାଇଁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ମୁମ୍ବାଇରେ ଅନୁଷ୍ଠିତ ବୈଠକର ଶେଷଦିନରେ ନିଷ୍ପତ୍ତି ନିଆଯାଇଛି। ଇଣ୍ଡିଆ ମେଣ୍ଟ ଭାରତ ଜନସଂଖ୍ୟାର ୬୦ ପ୍ରତିଶତର ପ୍ରତିନିଧିତ୍ୱ କରୁଛି। ବିରୋଧୀ ଏକାଠି ହେଲେ…

ଅବୈଧ ବିବାହରୁ ଜନ୍ମିତ ପିଲା ପୈତୃକ ସମ୍ପତ୍ତିରୁ ଭାଗ ପାଇବେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧ା୯: ଅବୈଧ ବିବାହରୁ ଜନ୍ମିତ ପିଲା ତାଙ୍କ ମାଆବାପାଙ୍କ ସମ୍ପତ୍ତିରୁ ଭାଗ ପାଇବାକୁ ହକ୍‌ଦାର ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏଭଳି ବିବାହରୁ ଜନ୍ମିତ ପିଲା ବୈଧ ଓ ହିନ୍ଦୁ ଉତ୍ତରାଧିକାର ଆଇନ ଅନୁଯାୟୀ ସେମାନେ ପୈତୃକ ସମ୍ପତ୍ତିରେ ଅଧିକାର ଦାବି…

ଇସ୍ରୋର ସୌର ମିଶନ: ସୂର୍ଯ୍ୟପରାଗ ହେଲେ ବି ଅଧ୍ୟୟନ ଜାରି ରଖିବ ଆଦିତ୍ୟ ଏଲ-୧

ବେଙ୍ଗାଲୁରୁ,୧।୯: ଚନ୍ଦ୍ରର ଦକ୍ଷିଣ ଭାଗରେ ଅବତରଣ କରି ଇତିହାସ ସୃଷ୍ଟି କରିବା ପରେ ଇସ୍ରୋ ଆରମ୍ଭ କରିଛି ସୂର୍ଯ୍ୟ ମିଶନ। ଶନିବାର ଆଦିତ୍ୟ ଏଲ୧ ରେ ଶ୍ରୀହରିକୋଟାସ୍ଥିତ ଲଞ୍ଚ ପ୍ୟାଡରେ ଏହା ଲଞ୍ଚ ହେବ। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଭାରତୀୟ…

ସୂର୍ଯ୍ୟରେ ନିଶ୍ଚିହ୍ନ ହୋଇପାରେ ୧୩ଲକ୍ଷ ପୃଥିବୀ, ୫ବିଲିୟନ ବର୍ଷ ପରେ ହୋଇଯିବ ସୂର୍ଯ୍ୟର ଅନ୍ତ

ଚନ୍ଦ୍ରର ଦକ୍ଷିଣ ଭାଗରେ ଅବତରଣ କରି ଇତିହାସ ସୃଷ୍ଟି କରିବା ପରେ ଇସ୍ରୋ ଆରମ୍ଭ କରିଛି ସୂର୍ଯ୍ୟ ମିଶନ। ଶନିବାର ଆଦିତ୍ୟ ଏଲ୧ ରେ ଶ୍ରୀହରିକୋଟାସ୍ଥିତ ଲଞ୍ଚ ପ୍ୟାଡରେ ଏହା ଲଞ୍ଚ ହେବ। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଭାରତୀୟ ମହାକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?