ଜାତୀୟ

ବନ୍ଦ ରହିବ ରାଜଧାନୀର ଏହି ୧୨ ରାସ୍ତା

ନୂଆଦିଲ୍ଲୀ,୩୦ା୮: ସେପ୍ଟେମ୍ବର ୮ରୁ ୧୦ପର୍ଯ୍ୟନ୍ତ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ସମ୍ମିଳନୀ ଯୋଗୁ ଦିଲ୍ଲୀ ପୋଲିସ ସମେତ ବିଭିନ୍ନ ସୁରକ୍ଷା ଏଜେନ୍ସି ଟ୍ରାଫିକ ପାଇଁ ଏକ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ସମ୍ମିଳନୀ ସମ୍ବନ୍ଧରେ ସାଧାରଣ ନାଗରିକମାନଙ୍କୁ…

ସ୍ତ୍ରୀଙ୍କୁ ବିବାହ ବାର୍ଷିକୀରେ ଏକେ-୪୭ ରାଇଫଲ ଉପହାର ଦେଇ ବିବାଦରେ ନେତା

କୋଲକାତା,୩୦ା୮: ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ନେତା ରିଆଜୁଲ ହକ୍‌ ପ୍ରଥମ ବିବାହ ବାର୍ଷିକୀରେ ସ୍ତ୍ରୀଙ୍କୁ ଏକ ଏକେ-୪୭ ରାଇଫଲ ଉପହାର ଦେଇଥିବା ବେଳେ ଏହାକୁ ନେଇ ବିବାଦ ଲାଗି ରହିଛି। ସୋସିଆଲ ମିଡିଆରେ ରିଆଜୁଲଙ୍କ ସ୍ତ୍ରୀ ସାବିନା ୟାସମିନଙ୍କ ଏକେ-୪୭…

ବିଗ୍‌-ବି’ଙ୍କ ହାତରେ ରାଖୀ ବାନ୍ଧିଲେ ମମତା

ମୁମ୍ବାଇ: ଆଜି ଅର୍ଥାତ୍‌ ଅଗଷ୍ଟ ୩୦ରେ ସାରା ଦେଶରେ ରକ୍ଷାବନ୍ଧନ ଉତ୍ସବ ପାଳନ କରାଯାଉଛି। ରାଖୀ ହେଉଛି ଭଉଣୀ-ଭାଇଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଏବଂ ଭଲପାଇବାର ପ୍ରତୀକ। ଏହି ଅବସରରେ ଭଉଣୀମାନେ ସମସ୍ତ ଭାଇଙ୍କୁ ରାଖୀ ବାନ୍ଧନ୍ତି ଏବଂ ସେମାନଙ୍କୁ ସବୁବେଳେ…

କିଏ ହେବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ,ମମତା ଦେଲେ ଜବାବ

ନୂଆଦିଲ୍ଲୀ,୩୦।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଭାଗ ନେବାକୁ ବିରୋଧୀ ଦଳର ନେତାଙ୍କ ଆଗମନ ପ୍ରକ୍ରିୟା ଆରମ୍ଭ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ମଧ୍ୟ ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବିରୋଧୀ…

‘ଭାରତର ବିକାଶକୁ ହଜମ କରିପାରୁନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୩୦।୮: ନିକଟରେ ପ୍ରକାଶିତ ସରକାରୀ ମାନଚିତ୍ରରେ ଚାଇନା ଅରୁଣାଚଳ ପ୍ରଦେଶ ଏବଂ ଅକ୍ସାଇ ଚୀନର ଅଂଶ ଦେଖାଇବା ପରେ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। ଚାଇନା ଦାବିକୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ଏହି ପ୍ରସଙ୍ଗରେ…

ଆମେ ଭାରତ ମା’ର ସୁରକ୍ଷା ପାଇଁ ଏକାଠି ହୋଇଛୁ: ଉଦ୍ଧବ ଠାକରେ

ମୁମ୍ବାଇ,୩୦।୮: ଜାତୀୟତାବାଦୀ କଂଗ୍ରେସ ଦଳର ମୁଖ୍ୟ ଶରଦ ପାୱାର ଏବଂ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଭାରତ’ର ବୈଠକ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେ ଶିବସେନା (ୟୁବିଟି) ସଭାପତି ଉଦ୍ଧବ କହିଛନ୍ତି…

‘ଭାଜପା ସହ ଯୋଗାଯୋଗରେ ଅଛନ୍ତି ମାୟାବତୀ’

ମୁମ୍ବାଇ,୩୦।୮: ଦେଶର ଆଗାମୀ ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଗୁରୁବାର ଠାରୁ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଦୁଇ ଦିନିଆ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ବୁଧବାର ବିଏସ୍‌ପି ମୁଖ୍ୟ ମାୟାବତୀ ବଡ଼ ଘୋଷଣା କରିଛନ୍ତି। ସେ…

ଏଣିକି ୟୁପିଆଇ ବ୍ୟବହାର କରିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୩୦।୮: ସିଙ୍ଗାପୁର ଏବଂ ଅନ୍ୟାନ୍ୟ ଦେଶ ପରି ବର୍ତ୍ତମାନ ନ୍ୟୁଜିଲାଣ୍ଡ ମଧ୍ୟ ଭାରତ ସହ ବ୍ୟବସାୟ ପାଇଁ ୟୁପିଆଇ ବ୍ୟବହାର କରିବ। ସହଜ ଉପାୟରେ ବ୍ୟବସାୟ ପାଇଁ ଏହା ୟୁପିଆଇ ଆରମ୍ଭକୁ ନେଇ ଭାରତ ସହିତ ପ୍ରାଥମିକ ଆଲୋଚନାରେ କରିଛି ନ୍ୟୁଜିଲାଣ୍ଡ।…

ଏକ ଲକ୍ଷ ବର୍ଷ ଯାଏଁ ଚନ୍ଦ୍ରପୃଷ୍ଠରେ ରହିପାରିବେ ୮୦୦କୋଟି ଲୋକ, “ରେଗୋଲିଥ”ରୁ ମିଳିପାରେ ୬୩୦କି.ଗ୍ରା ଅମ୍ଲଜାନ

ଓ୍ବାଶିଂଟନ୍‌,୩୦।୮: ଚନ୍ଦ୍ରାବତରଣ କରିଛି ଭାରତର ମୁନ ମିଶନ ଚନ୍ଦ୍ରାୟାନ ୩। ତେବେ ଲ୍ୟାଣ୍ଡିଂର ୭ଦିନ ପରେ ଖୁସି ଖବର ଦେଇଛନ୍ତି ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞା। ଚନ୍ଦ୍ରର ଦକ୍ଷିଣ ମେରୁରେ ଅମ୍ଲଜାନ ଥିବା ନେଇ ସ୍ପଷ୍ଟ କରିଛି ପ୍ରଜ୍ଞା। ଏଥିସହ…

କଶ୍ମୀରରେ ହେବ ମିସ୍‌ ଓ୍ବାଲର୍‌ଡ ୨୦୨୩ ପ୍ରତିଯୋଗିତା

ଶ୍ରୀନଗର,୩୦।୮: ୭୧ତମ ମିସ୍‌ ଓ୍ବାଲର୍‌ଡ ୨୦୨୩ ପ୍ରତିଯୋଗିତାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷ ଶେଷଆଡକୁ ଏହାକୁ କଶ୍ମୀରରେ ଆୟୋଜନ କରିବାର ଯୋଜନା ରହିଛି। ପ୍ରତିଯୋଗିତାରେ ୧୪୦ ଦେଶ ଭାଗ ନେବେ। ତେବେ ମେ’ ୨୦୨୩ରେ ଆୟୋଜିତ ହୋଇଥିବା…

ମହାକାଶରେ ଦିନ-ରାତି କିପରି ଜାଣନ୍ତି ମହାକାଶଚାରୀ, ୨୪ ଘଣ୍ଟାରେ ଦେଖନ୍ତି ୧୬ଟି ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ

ପୃଥିବୀରେ ଦିନ ରାତି କିପରି ହୁଏ ଏବିଷୟରେ ନିଶ୍ଚେ ଅବଗତ ଥିବେ। ତେବେ ବର୍ତ୍ତମାନ ପ୍ରଶ୍ନ ଉଠିଛି ଯେ ପୃଥିବୀ ବାହାରେ ଅର୍ଥାତ୍‌ ମହାକାଶରେ ଦିନ ରାତି କିପରି ହୁଏ। ଆଉ ମହାକାଶଚାରୀମାନେ ଏବିଷୟରେ କିପରି ଜାଣନ୍ତି। ମହାକାଶରେ ମାଇକ୍ରୋଗ୍ରାଭିଟି ବିଷୟରେ…

ଗୃହଲକ୍ଷୀ ଯୋଜନା ଲଞ୍ଚ୍‌ କଲେ ରାହୁଲ

ବେଙ୍ଗାଲୁରୁ,୩୦।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କର୍ନାଟକର ମୈସୁରରେ ଗୃହଲକ୍ଷୀ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ଯୋଜନା ମାଧ୍ୟମରେ ପରିବାରର ମହିଳା ମୁଖ୍ୟ ମାସକୁ ୨,୦୦୦ ଟଙ୍କା ନଗଦ ସହାୟତା ପାଇବେ। ମୁଖ୍ୟ ଅତିଥି ଭାବରେ ଉଦ୍‌ଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?