ଜାତୀୟ

ରେଲଓ୍ବେର ପ୍ରମୁଖ ମ୍ୟାନେଜମେଣ୍ଟ ସିଷ୍ଟମକୁ ସଂରକ୍ଷିତ ଘୋଷଣା କଲେ ସରକାର, କ୍ଷତି ଘଟାଇଲେ ୧୦ବର୍ଷ ଜେଲ୍‌

ନୂଆଦିଲ୍ଲୀ,୩୦।୮: ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ଅନୁଯାୟୀ କେନ୍ଦ୍ର ସରକାର ଉତ୍ତର ମଧ୍ୟ ରେଲଓ୍ବେ ଯାତାୟାତ ନିୟନ୍ତ୍ରଣ ଓ ମଧ୍ୟ ତଥା ପଶ୍ଚିମ ରେଲଓ୍ବେ ଟ୍ରେନ ମ୍ୟାନେଜମେଣ୍ଟ ସିଷ୍ଟମକୁ ସଂରକ୍ଷିତ ଘୋଷଣା କରିଛନ୍ତି। ଆଇଟି ଆକ୍ଟ ଅନୁଯାୟୀ, ଏକ ସଂରକ୍ଷିତ ସିଷ୍ଟମ ହେଉଛି…

କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ଉଚିତ୍‌: ଏଏପି

ନୂଆଦିଲ୍ଲୀ,୩୦।୮: ମୁମ୍ବାଇରେ ‘ଇଣ୍ଡିଆ’ ମେଣ୍ଟର ବୈଠକ ପୂର୍ବରୁ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି ହୋଇଛି। ଏହି ଦାବି ଆମ ଆଦମୀ ପାର୍ଟିରୁ ଆସିଛି। ଏଏପିର ରାଷ୍ଟ୍ରୀୟ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି ଯେ, ଯଦି ଆପଣ ମୋତେ ପଚାରନ୍ତି,…

ଦୋକାନରେ ନିଆଁ ଲାଗି ପରିବାରର ୪ ମୃତ

ମୁମ୍ବାଇ,୩୦।୮: ପୁଣେର ଏକ ଇଲେକ୍ଟ୍ରିକ୍‌ ଦୋକାନରେ ବୁଧବାର ଅଗ୍ନିକାଣ୍ଡ ଘଟି ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ଦୁଇ ଜଣ ନାବାଳକ ମଧ୍ୟ ଅଛନ୍ତି। ସକାଳ ପ୍ରାୟ ୫.୨୫ରେ ପିମ୍ପ୍ରି ଚିଞ୍ଚୱାଡ ଅଞ୍ଚଳର ପୁର୍ନା ନଗରରେ…

ପ୍ରଧାନମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ସ୍କୁଲ ଛାତ୍ରୀ

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଲାମାନଙ୍କ ସହିତ ରକ୍ଷା ବନ୍ଧନ ପର୍ବ ପାଳନ କରିଛନ୍ତି। ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କୁ ଭେଟି ବହୁତ ଖୁସି ହୋଇଛନ୍ତି। ପ୍ରଧାନମନ୍ତ୍ରୀ…

ଲୋକ ସଭା, ବିଧାନସଭା ନିର୍ବାଚନରେ ଏକାକୀ ଲଢିବ ବିଏସପି: ମାୟାବତୀଙ୍କ ଘୋଷଣା

ଲକ୍ଷ୍ନୌ,୩୦।୮: ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏନ୍‌ଡିଏ ଏବଂ ଇଣ୍ଡିଆ ମେଣ୍ଟ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ମଧ୍ୟ ଚାଲିଛି। ଏସବୁ ମଧ୍ୟରେ ବାହୁଜନ ସମାଜ ପାର୍ଟି (ବିଏସପି)ମୁଖ୍ୟ ମାୟାବତୀ ଇଣ୍ଡିଆ ସହ ମେଣ୍ଟ…

ମୁମ୍ବାଇ ବୈଠକର କାର୍ଯ୍ୟସୂଚୀକୁ ପ୍ରକାଶ କଲା ‘ଇଣ୍ଡିଆ’

ନୂଆଦିଲ୍ଲୀ,୩୦।୮: ‘ଇଣ୍ଡିଆ’ ମେଣ୍ଟ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ଦଳର ବୈଠକର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରକାଶ କରିଛି। ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୧ରେ ମୁମ୍ବାଇର ଗ୍ରାଣ୍ଡ ହୟାତ୍‌ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହେବ । କାର୍ଯ୍ୟସୂଚୀ ଅନୁଯାୟୀ…

ମୁଁ ସର୍ବଦା କହୁଛି ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି: ଚାଇନାର ମ୍ୟାପ୍‌ ବିବାଦକୁ ନେଇ କହିଲେ ରାହୁଲ

ନୂଆଦିଲ୍ଲୀ,୩୦।୮: ଚାଇନା ସୋମବାର ଆନୁଷ୍ଠାନିକ ଭାବେ ଏହାର ‘ଷ୍ଟାଣ୍ଡାର୍ଡ ମ୍ୟାପ୍‌’ ୨୦୨୩ ସଂସ୍କରଣ ଜାରି କରିଛି। ଏଥିରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇକୁ ନିଜ ଭୂଖଣ୍ଡର ଅଂଶ ବୋଲି ଦାବି କରିଛି। ଯାହାକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। କଂଗ୍ରେସ…

ଆଜି କର୍ନାଟକ ଗସ୍ତ କରିବେ ରାହୁଲ, ରାଜ୍ୟ ସରକାରଙ୍କ ଗୃହଲକ୍ଷ୍ମୀ ଯୋଜନାର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୩୦।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କର୍ନାଟକ ଗସ୍ତ କରିବେ। ସେ ମୈଶୁରରେ ରାଜ୍ୟ ସରକାରଙ୍କ ଗୃହଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନା ଶୁଭାରମ୍ଭ ହେବା ପରେ ଘରର ମହିଳା ମୁଖ୍ୟଙ୍କୁ ମାସକୁ ୨୦୦୦ ଟଙ୍କା ସହାୟତା ମିଳିବ।…

ଯୋଗୀଙ୍କୁ ରକ୍ତରେ ଚିଠି ଲେଖିଲେ ଛାତ୍ରୀ

ଗାଜିଆବାଦ,୩୦।୮: ଉତ୍ତରପ୍ରଦେଶର ଗାଜିଆାବାଦ ଅଞ୍ଚଳରେ ଥିବା ଏକ ସ୍କୁଲର ଅଧ୍ୟକ୍ଷ ଛାତ୍ରୀମାନଙ୍କୁ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଥିଲା। ପୋଲିସ ସୂଚନା ଅନୁସାରେ ଅଭିଯୁକ୍ତ ଅଧ୍ୟକ୍ଷ ଡ. ରାଜୀବ ପାଣ୍ଡେ ଛାତ୍ରୀମାନଙ୍କୁ ବିଭିନ୍ନ ସମୟରେ ତାଙ୍କ ଦପ୍ତରକୁ ଡାକିବା ସହ ମନ୍ଦ…

ଇନ୍ଦିରା ଗାନ୍ଧୀ ଚନ୍ଦ୍ରକୁ ଯାଇଥିଲେ କହି ମମତା ସମାଲୋଚିତ

କୋଲକାତା, ୩୦ା୮: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପରେ ଇସ୍ରୋ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭୁଲ୍‌ବଶତଃ ପ୍ରଥମ ଭାରତୀୟ ମହାକାଶଚାରୀଙ୍କ ନାଁ ରାକେଶ ଶର୍ମା ବଦଳରେ ଚଳଚ୍ଚିତ୍ର ନିର୍ମାତା…

ବିକାଶ ନିଶାରୁ ଧ୍ୱଂସାଭିମୁଖୀ ହିମାଳୟ

ପ୍ରସ୍ତୁତି: ଜିତେନ୍ଦ୍ର କୁମାର ନାୟକ: ଭାରତୀୟ ପରିବେଶ ପରିସଂସ୍ଥାନକୁ ଜାବୁଡ଼ି ଧରିବାରେ ଏହାକୁ ପ୍ରକୃତିର ଏକ ଅନନ୍ୟ ଅବଦାନ ଭାବେ ବିବେଚନା କରାଯାଇଥାଏ। କିନ୍ତୁ ଗତ କିଛି ଦଶନ୍ଧି ହେବ ଏହାର ବକ୍ଷ ବିଦୀର୍ଣ୍ଣ ହେବାରେ ଲାଗିଛି। ବରଫାବୃତ ଏହାର ଶୃଙ୍ଗର…

‘ଛାଡ଼ପତ୍ର ପରେ ଏକାଠି ରହିବାକୁ ବାଧ୍ୟ କରିବା କ୍ରୂରତା’

ନୂଆଦିଲ୍ଲୀ,୩୦।୮: ପରସ୍ପରକୁ ଛାଡ଼ପତ୍ର ଦେଇ ଅଲଗା ରହୁଥିବା ସ୍ତ୍ରୀ ଓ ସ୍ବାମୀଙ୍କୁ ପୁନର୍ବାର ଦାମ୍ପତ୍ୟ ଜୀବନ ବିତାଇବା ପାଇଁ ଏକାଠି କରିବା ଉଭୟ ପକ୍ଷଙ୍କ ପ୍ରତି କ୍ରୂରତାପୂର୍ଣ୍ଣ ଆଚରଣ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଷ୍ଟିସ୍‌ ସଞ୍ଜୟ କିଷାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?