ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ ଲକ୍ଷ୍ୟ କରି ହାଇଦ୍ରାବାଦର ଇରାନୀ କନସୁଲେଟ ମନ୍ତବ୍ୟ ଦେଇଥିଲା ଯେ ପ୍ରତିଭାବାନ ଇରାନୀ…
ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ
ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍ ପ୍ରଣାଳୀକୁ ମୁକ୍ତ କରି ତୈଳ ଯୋଗାଣ ପ୍ରକ୍ରିୟାକୁ ତୁରନ୍ତ ସ୍ବାଭାବିକ କରିବା ଲାଗି ଆଲୋଚନା ଆରମ୍ଭ…
ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ
ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ ପାଇଁ ଜେଲରୁ ବାହାରି ସିରସାରେ ଥିବା ତାଙ୍କ ଆଶ୍ରମକୁ ପ୍ରସ୍ଥାନ କରିଛନ୍ତି। ଉଲ୍ଲେଖନୀୟ…
ଧାନବିଲରୁ ନିର୍ଗତ ଗ୍ରୀନହାଉସ୍ ଗ୍ୟାସ୍ ଏସିଆରେ ସର୍ବାଧିକ
ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରଗୁଡ଼ିକରେ ସବୁଠାରୁ ଅଧିକ ରହିଛି ବୋଲି ‘ନେଚର ଫୁଡ୍’ ଜର୍ନାଲରେ…
ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍ ଶକ୍ ଦେଇ ମାରିଲେ ସ୍ତ୍ରୀ
ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ପୋଲିସ…
ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି
ନୂଆଦିଲ୍ଲୀ,୨୬।୫: ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର ଗ୍ରାହକମାନଙ୍କୁ ଗ୍ୟାସ ବଣ୍ଟନ କମ୍ପାନୀଗୁଡ଼ିକଠାରୁ ଆଉ ଏକ ବଡ଼ ଝଟକା ଲାଗିଛି ।…
ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…
ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ ଏବଂ ବଣ୍ଟନ ସହିତ ଜଡିତ ନିୟମ ସଂଶୋଧନ କରିଛନ୍ତି, ଯାହା ଦାରା ଗ୍ରାହକମାନଙ୍କୁ…
ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ
କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି। କୋଲକାତା ମ୍ୟୁନିସିପାଲ କର୍ପୋରେସନ (କେଏମସି) ନିକଟରେ ବେଆଇନ ନିର୍ମାଣ ସମ୍ପର୍କରେ ତୃଣମୂଳ କଂଗ୍ରେସ…
ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….
ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ ପେଟ୍ରୋଲ କିମ୍ବା ଡିଜେଲର କୌଣସି ଅଭାବ ନାହିଁ । ତଥାପି, କିଛି ରାଜ୍ୟର…
ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ
ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ସମାରୋହରେ ଭାବପ୍ରବଣ ଦେଖାଯାଇଥିଲେ। ପୁରସ୍କାର ଗ୍ରହଣ…
ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ
ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…
ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…
ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି ମାସ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ପାଇଁ ମୃତକଙ୍କ…

