ଜାତୀୟ

ଚନ୍ଦ୍ରର ତାପମାତ୍ରା ପ୍ରୋଫାଇଲ ପଠାଇଲା ଲ୍ୟାଣ୍ଡର

ବେଙ୍ଗାଲୁରୁ,୨୮ା୮: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମରେ ଥିବା ସର୍ଫେସ୍‌ ଥମୋଫିଜିକାଲ ଏକ୍ସପେରିମେଣ୍ଟ ପ୍ଲେଲୋଡ୍‌ (ଚାଷ୍ଟେ) ଚନ୍ଦ୍ର ଦକ୍ଷିଣ ମେରୁ ଚତୁଃପାର୍ଶ୍ୱରେ ଥିବା ଉପର ମୃତ୍ତିକାର ତାପମାତ୍ରା ପ୍ରୋଫାଇଲ ପଠାଇଛି। ଚନ୍ଦ୍ରପୃଷ୍ଠର ତାପମାତ୍ରା ସମ୍ପର୍କରେ ଜାଣିବାରେ ଏହା ସହାୟକ ହେବ ବୋଲି ଇସ୍ରୋ ପକ୍ଷରୁ…

ଆତିକ୍‌ଙ୍କ ବେନାମୀ ସମ୍ପତ୍ତି ଉପରେ ପ୍ରଥମ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୨୭ା୮: ଗ୍ୟାଙ୍ଗଷ୍ଟର ଆତିକ୍‌ ଅହମଦଙ୍କ ପରିବାର କୋଟି କୋଟି ଟଙ୍କାର ବେନାମୀ ସମ୍ପତ୍ତି ହାସଲ କରିଛନ୍ତି। ଆୟକର ବିଭାଗ ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରେ ଜଣେ ବିପିଏଲ୍‌ କାର୍ଡଧାରୀ ସୁରକ୍ଷା କର୍ମୀଙ୍କ ନିକଟରେ ଥିବା ଆତିକଙ୍କ ୬ଟି ଜମିକୁ ଆୟକର ବିଭାଗ ବାଜ୍ୟାପ୍ତ…

ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ ସ୍ଥାନ ‘ଶିବଶକ୍ତି’ ରଖିବାରେ କୌଣସି ଭୁଲ୍‌ ନାହିଁ: ଇସ୍ରୋ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୭ା୮: ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ ସ୍ଥାନର ନାଁ ‘ଶିବଶକ୍ତି’କୁ ନେଇ କୌଣସି ବିବାଦ ନାହିଁ ବୋଲି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଅଧ୍ୟକ୍ଷ ଏସ୍‌. ସୋମନାଥ ରବିବାର ପ୍ରକାଶ କରିଛନ୍ତି। ଶିବଶକ୍ତି ନାଁ ରଖିବାରେ କୌଣସି ଭୁଲ୍‌ ନାହିଁ ବୋଲି ଇସ୍ରୋ…

ବିହାରରେ ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆଗାମୀ ବିହାର ବିଧାନସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ଫଳରେ ବିରୋଧୀ ଏକତା ଇଣ୍ଡିଆ ମେଣ୍ଟକୁ ଆଉ ଏକ ବଡ଼ ଧକ୍କା ଲାଗିଛି। ୨୦୨୫ରେ ବିହାର ବିଧାନସଭା ନିର୍ବାଚନ…

କଂଗ୍ରେସର ଦାବି: ‘ଇଣ୍ଡିଆ’ ସହ ଯୋଗାଯୋଗରେ ଅଛନ୍ତି ଏନ୍‌ଡିଏ ବୈଠକରେ ଯୋଗଦେଇଥିବା କିଛି ଦଳ

ନୂଆଦିଲ୍ଲୀ,୨୭।୮: କଂଗ୍ରେସ ମୁଖପାତ୍ର ଆଲୋକ ଶର୍ମା ରବିବାର ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଭାଜପା ନେତୃତ୍ୱାଧୀନ ଏନଡିଏ ବୈଠକରେ ଯୋଗ ଦେଇଥିବା ୩୮ଟି ଦଳ ମଧ୍ୟରୁ ୪ ଦଳ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ସହ ଯୋଗାଯୋଗରେ ଅଛନ୍ତି।…

ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ମାପିଲା ମାଟିର ତାପମାତ୍ରା: ଗ୍ରାଫ୍‌ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ,୨୮୭।୮: ଭାରତର ଚନ୍ଦ୍ରୟାନ-୩ ଚନ୍ଦ୍ର ବିଷୟରେ ସୂଚନା ଦେବା ଆରମ୍ଭ କରିଛି। ବିକ୍ରମ ଲ୍ୟାଣ୍ଡର୍‌ ଏବଂ ରୋଭର ପ୍ରଜ୍ଞାନ ଉପରେ ଥିବା ସମସ୍ତ ଯନ୍ତ୍ରଗୁଡ଼ିକ ସଠିକ ଭାବରେ କାମ କରୁଛି। ଲ୍ୟାଣ୍ଡର୍‌ ବିକ୍ରମ ଚନ୍ଦ୍ର ପୃଷ୍ଠର ତାପମାତ୍ରା ଚିହ୍ନଟ କରିଛି। ଇଣ୍ଡିଆନ…

ଅଖିଳେଶଙ୍କୁ ନାଗ ସାପ ସହ ତୁଳନା କଲେ କେଶବ ମୌର୍ଯ୍ୟ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ମାଉ ଜିଲାର ଘୋସି ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନକୁ ନେଇ ଆଜିକାଲି ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। ଏହି କ୍ରମରେ ଘୋସି ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଦାରା ସିଂ ଚୌହାନଙ୍କୁ ସମର୍ଥନ କରି ଏକ ସାଧାରଣ ସଭାକୁ ସମ୍ବୋଧିତ…

ଓୱାଇସିଙ୍କ ହାତରେ କେସିଆରଙ୍କ କାର୍‌ ଷ୍ଟିଅରିଂ: ଶାହା

ହାଇଦ୍ରାବାଦ୍‌,୨୭।୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ତେଲେଙ୍ଗାନା ଖମ୍ମମରେ ‘ରାୟଥୁ ଗୋସା-ଭାଜପା ଭରୋସା’ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏଥର ଭାଜପା ଏଠାରେ କ୍ଷମତାକୁ ଆସିବ ବୋଲି ସେ ଦାବି କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ହେଉଛି ୪ଜି…

ଜି -୨୦ ଶିଖର ସମ୍ମିଳନୀକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ୍‌

ନୂଆଦିଲ୍ଲୀ,୨୭।୮: ଜି-୨୦ ଶିଖର ସମ୍ମିଳନୀକୁ ନେଇ କଂଗ୍ରେସ କେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛି। କଂଗ୍ରେସ ନେତା ପୱନ ଖେରା କହିଛନ୍ତି ଯେ, ଜି-୨୦ ହେଉଛି ଏକ ରୋଟେସ୍‌ନାଲ୍‌ ଅଧ୍ୟକ୍ଷତା, କଂଗ୍ରେସ ନେତା ପୱନ ଖେରା କହିଛନ୍ତି, ସେ (ପ୍ରଧାନମନ୍ତ୍ରୀ ମୋଦି)…

‘ଚନ୍ଦ୍ରକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କର, ଶିବଶକ୍ତି ପଏଣ୍ଟକୁ ରାଜଧାନୀ କର’, ଦାବି କରି ସ୍ବାମୀ ଚକ୍ରପାଣି କହିଛନ୍ତି, ତୋଳିବେ ମନ୍ଦିର

ମୁମ୍ବାଇ,୨୭।୮: ଅଗଷ୍ଟ ୨୩ରେ, ଭାରତର ଚନ୍ଦ୍ରୟାନ -୩ ମିଶନ ଚନ୍ଦ୍ରର ସାଉଥ ପୋଲ ଉପରେ ସପ୍ଟ ଲ୍ୟାଣ୍ଡିଂ କରି ମହାକାଶରେ ଇତିହାସ ସୃଷ୍ଟି କଲା। ଯାହା ପରେ ସମଗ୍ର ଦେଶରେ ଉତ୍ସବ ପାଳନ କରିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୦୨୪ ପରେ ରାହୁଲ ହେବେ ପ୍ରଧାନମନ୍ତ୍ରୀ: କଂଗ୍ରେସ ନେତା

ନୂଆଦିଲ୍ଲୀ,୨୭।୮: ଲୋକ ସଭା ନିର୍ବାଚନ ୨୦୨୪କୁ ଆଉ ବର୍ଷକରୁ ବି କମ ସମୟ ବାକି ରହିଛି। ଏହାରି ଭିତରେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତିରେ ଲାଗି ପଡିଲେଣି। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିବାକୁ ୨୬ ବିରୋଧୀ ଦଳ ‘ଇଣ୍ଡିଆ’…

ଫ୍ରିଜ ବିସ୍ଫୋରଣ: ଜିଅନ୍ତା ଜଳିଗଲେ ନଣନ୍ଦ-ଭାଉଜ

ପାଟ୍‌ନା,୨୭ା୮: ମୁଜାଫରପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଫ୍ରିଜ୍‌ ବିସ୍ଫୋରଣ ହୋଇ ନଣନ୍ଦ ଏବଂ ଭାଉଜଙ୍କ ମୃତ୍ୟୁ ଘଟିଛି। ଜିଲାର ଦେଓରିଆ ଥାନା ଅନ୍ତର୍ଗତ ଡୁମରୀ ପରମାନନ୍ଦପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଫ୍ରିଜ୍‌ ବିସ୍ଫୋରଣ ହୋଇ ଘରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?