ଜାତୀୟ

ବୃଦ୍ଧା ମାଲିକାଣୀଙ୍କୁ ଅନ୍ଧ କରି ଚୋରି

ହାଇଦ୍ରାବାଦ,୫ା୩: ଚୋରି ପାଇଁ ମଣିଷ କେତେ ନିମ୍ନସ୍ତରକୁ ଖସିପାରେ ଏବଂ ଜଘନ୍ୟକାଣ୍ଡ ଘଟାଇପାରେ ତାହା ଦେଖିବାକୁ ମିଳିଛି ସିକନ୍ଦରାବାଦର ନାଚରମରେ। ହାଇଦ୍ରାବାଦ ପୋଲିସ ପି. ଭାର୍ଗବୀ ନାମ୍ନୀ ଜଣେ ୩୨ବର୍ଷୀୟା ମହିଳାଙ୍କୁ ଗତ ବୁଧବାର ଗିରଫ କରିଛି, ଯିଏ କି...

ମଣିପୁର ବିଧାନସଭା ଲାଗି ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୨ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା

ଇମ୍ଫାଲ,୫ ।୩: ମଣିପୁର ବିଧାନସଭା ଲାଗି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ସକାଳୁ ଆରମ୍ଭ ହୋଇଛି । ଏଥର ୬ ଜିଲାର ୨୨ଟି ଆସନ ଲାଗି ୯୨ ପ୍ରାର୍ଥୀ ରହିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ...

୨୬% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୫ା୩(ପି.ଟି.): ସାତ ପର୍ଯ୍ୟାୟ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୋଟ ୪,୪୦୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ପ୍ରତିଶତଙ୍କ ନାଁରେ ଆପରାଧିକ ମାମଲା ରହିଥିବା ସେମାନେ ସତ୍ୟପାଠରେ ଘୋଷଣା କରିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌)...

ପୂର୍ବତନ ସେନା ମୁଖ୍ୟ ଜେନେରାଲ ସୁନୀଥଙ୍କ ବିୟୋଗ

ପଣଜୀ,୫ା୩: ପୂର୍ବତନ ଆର୍ମି ମୁଖ୍ୟ ଜେନେରାଲ ସୁନିଥ ଫ୍ରାନ୍ସିସ୍‌ ରୋଡ୍ରିଗୁଜ୍‌ଙ୍କ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଶୁକ୍ରବାର ଏ ନେଇ ଆର୍ମିର ଅଫିସିଆଲ ଟୁଇଟର ପେଜ୍‌ରେ ସୂଚନା ଦିଆଯାଇଥିଲା। ଜେନେରାଲ ସୁନୀଥ ୧୯୯୦ରୁ ୧୯୯୩ ପର୍ଯ୍ୟନ୍ତ ଆର୍ମି ମୁଖ୍ୟ...

ଦେଶରେ ୧୨-୧୭ ବର୍ଷ ବୟସର କିଶୋରଙ୍କ ଟିକାକରଣ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୫ ।୩: କରୋନା ଟିକାକରଣକୁ ନେଇ ଦେଶ ବେଳକୁ ବେଳ ନୂଆ ସଫଳତା ହାସଲ କରିବାରେ ଲାଗିଛି । ଇତିମଧ୍ୟରେ ପିଲାମାନଙ୍କ ଟିକାକରଣକୁ ନେଇ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଡିସିଜିଆଇର ବିଶେଷ ବିଶେଷଜ୍ଞ ସମିତି ୧୨-୧୭ ବର୍ଷର...

ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ଏସ୍‌ପି ସହ ହାତ ମିଳାଇପାରେ ଏଏପି: ସଞ୍ଜୟ ସିଂ

ନୂଆଦିଲ୍ଲୀ,୫ା୩: ଉତ୍ତରପ୍ରଦେଶରେ ଭାଜପାକୁ କ୍ଷମତାରୁ ହଟାଇବା ଲାଗି ଆବଶ୍ୟକ ପଡ଼ିଲେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସମାଜବାଦୀ ପାର୍ଟି ସହ ହାତ ମିଳାଇବାକୁ ପ୍ରସ୍ତୁତ। ଏଏପି ନେତା ସଞ୍ଜୟ ସିଂ ଏହା କହିଛନ୍ତି। ସେ କହିଛନ୍ତି, ପଞ୍ଜାବରେ ଏଏପି ସରକାର...

ଆଜି ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ

ଇମ୍ଫାଲ,୫ା୩(ପି.ଟି.): ମଣିପୁର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୬ ଜିଲାର ୨୨ ଆସନରେ ମତଦାନ ହେବ। ଏଥିପାଇଁ ପ୍ରତିଦ୍ୱନ୍ଦ୍ୱିତାରେ ୯୨ ପ୍ରାର୍ଥୀ ଅଛନ୍ତି। ୧,୨୪୭ ବୁଥ୍‌ରେ ସକାଳ ୭ରୁ ଅପରାହ୍ନ...

ବାରାଣସୀରେ ମୋଦିଙ୍କ ୩ କି.ମି ଲମ୍ବା ରୋଡ ଶୋ’

ବାରାଣସୀ,୪।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଏବେ ଶେଷ ହେବାକୁ ଯାଉଛି। ପୂର୍ବରୁ ନିର୍ବାଚନର ୬ଟି ପର୍ଯ୍ୟାୟର ମତଦାନ ଶେଷ ହୋଇଥିବା ବେଳେ ଏବେ କେବଳ ଗୋଟିଏ ପର୍ଯ୍ୟାୟ ମତଦାନ ବାକି ରହିଛି। ମାର୍ଚ୍ଚ ୭ରେ ଶେଷ ମତଦାନ ହେବାକୁ ଥିବା...

‘ଉତ୍ତରପ୍ରଦେଶରେ ଭାଜପାକୁ ହଟାଇବୁ’

ଲକ୍ଷ୍ନୌ,୪।୩: ଉତ୍ତରପ୍ରଦେଶରେ ଭାଜପାକୁ ନିଶ୍ଚିତ ହଟାଇବୁ। ଦରକାର ପଡିଲେ ସମାଜବାଦୀ ପାର୍ଟି (ଏସପି)ସହ ମିଶିବୁ ବୋଲି ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂ କହିଛନ୍ତି। ଉତ୍ତରପ୍ରଦେଶ ବିଧାନସଭା ଶେଷ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୭ରେ ହେବ। ୧୦ରେ...

ତଦନ୍ତ ପାଇଁ ସିବିଆଇକୁ ନେବାକୁ ପଡ଼ିବ ଅନୁମତି

ନୂଆଦିଲ୍ଲୀ,୪।୩: ମେଘାଳୟ ସରକାରଙ୍କ ବିନା ଅନୁମତିରେ ସିବିଆଇ ରାଜ୍ୟରେ ତଦନ୍ତ କରିପାରିବ ନାହିଁ। ମେଘାଳୟ ସରକାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ ଦିଆଯାଇଥିବା ସହମତି ଅନୁମତିକୁ ଶୁକ୍ରବାର ପ୍ରତ୍ୟାହାର କରିନେଇଛନ୍ତି। ଫଳରେ ରାଜ୍ୟରେ କୌଣସି ନୂଆ ମାମଲାର ତଦନ୍ତ କରିବା...

ଉଦ୍ଧାର ହୋଇଥିବା ଛାତ୍ରୀଛାତ୍ରଙ୍କୁ ମନ୍ତ୍ରୀ କହିଲେ ‘ମୋଦିଜୀ ଜିନ୍ଦାବାଦ’

ନୂଆଦିଲ୍ଲୀ,୪।୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ଫସିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କାର୍ଯ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗଦାନ ଉପରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌) ବିମାନ ମଧ୍ୟରେ ଏକ ଛୋଟ ଭାଷଣ ଦେଇଥିଲେ ଜୁନିୟର କେନ୍ଦ୍ର ମନ୍ତ୍ରୀ। ଘଟଣାର ଭିଡିଓ ଭାଇରାଲ...

ଲୋକେ ପିଉଥିବା ମଦ ଉପରେ ଟିକସ ନେଇପାରିବେ ରାଜ୍ୟ ସରକାର

ନୂଆଦିଲ୍ଲୀ,୪।୩: କେବଳ ଲୋକେ ପିଉଥିବା ମଦ ଉପରେ ରାଜ୍ୟ ସରକାର ଅବକାରୀ ଶୁଳ୍କ ଲଗାଇପାରିବେ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏଥିସହ ଓଡ଼ିଶା ହାଇକୋର୍ଟଙ୍କ ଏହି ସମ୍ପର୍କିତ ଏକ ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାରଙ୍କ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri