ଜାତୀୟ

ଇସ୍ରୋର ପରବର୍ତ୍ତୀ କାର୍ଯ୍ୟ ସୋଲାର ମିଶନ ‘ଆଦିତ୍ୟ’

ବେଙ୍ଗାଲୁରୁ,୨୪ା୮: ଚନ୍ଦ୍ରୟାନ-୩ର ସଫଳ ସଫ୍ଟ ଲ୍ୟାଣ୍ଡିଂକୁ ନେଇ ସାରା ଦେଶରେ ଉତ୍ସାହିତ ହୋଇଥିବା ବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପରବର୍ତ୍ତୀ କାର୍ଯ୍ୟ ସୋଲାର ମିଶନ ‘ଆଦିତ୍ୟ’ ବୋଲି ଏହାର ମୁଖ୍ୟ ଏସ୍‌. ସୋମନାଥ ଗୁରୁବାର କହିଛନ୍ତି। ଏଥିପାଇଁ କାର୍ଯ୍ୟ…

ଦକ୍ଷିଣ ମେରୁ ବାଛିବା ପଛର କାରଣ କହିଲେ ଇସ୍ରୋ ମୁଖ୍ୟ

ବେଙ୍ଗାଲୁରୁ,୨୪ା୮: ଚନ୍ଦ୍ରୟାନ-୩ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ସଫ୍ଟ ଲ୍ୟାଣ୍ଡିଂ କରିଛି। ଦକ୍ଷିଣ ମେରୁରେ ମହାକାଶ ଯାନ ଅବତରଣ କରାଇବାରେ ଭାରତ ପ୍ରଥମ ଦେଶ ଭାବେ ଇତିହାସ ସୃଷ୍ଟି କରିଛି। ତେବେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) କ’ଣ ପାଇଁ…

ଶୁକ୍ରବାର ଦକ୍ଷିଣ ଆଫ୍ରିକାରୁ ଗ୍ରୀସ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ,୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ଅଗଷ୍ଟରେ ଗ୍ରୀସ ଗସ୍ତ କରିବେ। ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ବର୍ତ୍ତମାନ ଦକ୍ଷିଣ ଆଫ୍ରିକାରେ ଅଛନ୍ତି। ସେଠାରୁ ସେ ସିଧା ଗ୍ରୀସ ଯିବେ। ଗ୍ରୀସର ପ୍ରଧାନମନ୍ତ୍ରୀ କିରିଆକୋସ ମିତସୋତାକିସ୍‌ଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି…

ଛତିଶଗଡ ନିର୍ବାଚନ: ରାଜ୍ୟରେ ୭ ଜଣିଆ କାର୍ଯ୍ୟକାରୀ କମିଟି ଗଠନ କଲା କଂଗ୍ରେସ

ରାୟପୁର,୨୪।୮: ଛତିଶଗଡରେ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ସମସ୍ତ ରାଜନୈତିକ ଦଳର ନିର୍ବାଚନ ପ୍ରସ୍ତୁତି ସେତିକି ତୀବ୍ର ହୋଇଛି। ଏଥି ସହିତ ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ବହୁତ ସକ୍ରିୟ ଥିବା ଜଣାପଡିଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ…

ନିର୍ବାଚନି ରାଜ୍ୟ ରାଜସ୍ଥାନରେ ରାଜନୈତିକ ଉଷ୍ମତା, କେତେଜଣ ପୂର୍ବତନ ପ୍ରଶାସନିକ ଅଧିକାରୀ ଯୋଗଦେଲେ ଭାଜପାରେ

ଜୟପୁର,୨୪।୮: ଆଜି ରାଜସ୍ଥାନ ଭାଜପାରେ ମୋଟ ୧୭ଜଣ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ କେତେଜଣ ନେତା ଏବଂ ପୂର୍ବତନ ପ୍ରଶାସନିକ ଅଧିକାରୀ ମଧ୍ୟ ଅଛନ୍ତି। ଯେଉଁଥିରେ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ରାୟଗର ମହାସଭାର ରାଷ୍ଟ୍ରୀୟ ସଭାପତି ଭଓ୍ବଁରଲାଲ ନଭଲ, ବୀରୱା…

ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବେ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୨୪।୮: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂ ଅଗଷ୍ଟ ୨୫ ଅର୍ଥାତ୍‌ ଶୁକ୍ରବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ। ଏହି ସମୟରେ ମଣିପୁରର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା ହେବ। ଏହା ସହିତ ମୁଖ୍ୟମନ୍ତ୍ରୀ ବିରେନ ମଧ୍ୟ ମଣିପୁରର…

କାର୍ଗିଲରେ ଯବାନଙ୍କ ସହ ଫଟୋ ଉଠାଇଲେ ରାହୁଲ

ନୂଆଦିଲ୍ଲୀ,୨୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଦାଖ ଗସ୍ତରେ ଅଛନ୍ତି। ସେ ଗୁରୁବାର ତାଙ୍କର ଭ୍ରମଣର ଅନେକ ଫଟୋ ମଧ୍ୟ ଶେୟାର କରିଛନ୍ତି, ଯେଉଁଥିରେ ସେ କାର୍ଗିଲରେ ଯବାନଙ୍କ ସହ ନଜର ଆସିଛନ୍ତି। ଇନଷ୍ଟାଗ୍ରାମରେ ଶେୟାର କରି ଦେଶର ସୀମା ରକ୍ଷା…

ଅପରେଶନ କ୍ଷମତାକୁ ବଢାଇବା ପାଇଁ ୭,୮୦୦ କୋଟିର ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୮: ସଶସ୍ତ୍ର ବାହିନୀର କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପ୍ରାୟ ୭,୮୦୦ କୋଟି ଟଙ୍କା ମୂଲ୍ୟର ପ୍ରସ୍ତାବକୁ ଅନୁମୋଦନ କରିଛି। ପ୍ରତିରକ୍ଷା କ୍ରୟ ସହ ଜଡିତ ପ୍ରସ୍ତାବଗୁଡ଼ିକ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ପ୍ରତିରକ୍ଷା ଅଧିଗ୍ରହଣ…

ଉତ୍ତର ପ୍ରଦେଶର ସରକାରୀ କର୍ମଚାରୀଙ୍କ ପାଇଁ ଯୋଗୀ ସରକାରଙ୍କ ନୂଆ ନିୟମ, ଉଲ୍ଲଂଘନ କଲେ ବନ୍ଦ ରହିବ ପଦନ୍ନୋତି

ଲକ୍ଷ୍ନୌ,୨୪।୮: ପାରଦର୍ଶିତା ଓ ଉତ୍ତରଦାୟିତ୍ୱ ନିର୍ଦ୍ଧାରିତ କରି ରାଜ୍ୟରେ ଜନସେବା କାର୍ଯ୍ୟରେ ନିୟୋଜିତ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ସମସ୍ତ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟରେ ସ୍ବଚ୍ଛତା, ପାରଦର୍ଶିତା ଓ ଉତ୍ତରଦାୟିତ୍ୱ ସ୍ଥିର କରିଛନ୍ତି। ମାନବ ସମ୍ପଦା ପୋର୍ଟାଲ…

ଉତ୍ତରାଖଣ୍ଡ ବିଧାନସଭାର ମୌସୁମୀ ଅଧିବେଶନ ୫ ସେପ୍ଟେମ୍ବରରୁ ଆରମ୍ଭ, ଅନୁପୂରକ ବଜେଟ ଉପସ୍ଥାପନ କରିବେ ଧାମି ସରକାର

ଡେରାଡୁନ,୨୪।୮: ଉତ୍ତରାଖଣ୍ଡ ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୫-୮ ପର୍ଯ୍ୟନ୍ତ ଡେରାଡୁନରେ ହେବ। ଏହି ଅଧିବେଶନରେ ସରକାର ଏକ ସପ୍ଲିମେଣ୍ଟାରୀ ବଜେଟ ମଧ୍ୟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…

ସେପ୍ଟେମ୍ବର ୮ରୁ ୧୦ ପର୍ଯ୍ୟନ୍ତ ଦିଲ୍ଲୀରେ ବନ୍ଦ ରହିବ ସ୍କୁଲ, କଲେଜ, ବ୍ୟାଙ୍କ

ନୂଆଦିଲ୍ଲୀ,୨୪।୮: ସେପ୍ଟେମ୍ବର ୮ରୁ ୧୦ ପର୍ଯ୍ୟନ୍ତ ଜାତୀୟ ରାଜଧାନୀ ଦିଲ୍ଲୀରେ ଏକ ସର୍ବସାଧାରଣ ଛୁଟି ଘୋଷଣା କରାଯାଇଛି। ସରକାରଙ୍କ ଏହି ଘୋଷଣା ପରେ ଅନେକ କାର୍ଯ୍ୟାଳୟ ବିଦ୍ୟାଳୟ-କଲେଜ, ବଜାର ଆଦି ପର୍ଯ୍ୟନ୍ତ ବନ୍ଦ ରହିବ। ଏହା ସହିତ ସରକାରଙ୍କ ଦ୍ୱାରା ଏକ…

ମଣିଶଙ୍କର ଆୟାରଙ୍କ ବୟାନକୁ ନେଇ କଂଗ୍ରେସକୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୪।୮: କଂଗ୍ରେସର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ବୟାନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଆକ୍ସନ ମୁଡରେ ଅଛି। ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ମଣିଶଙ୍କର ଆୟାରଙ୍କ ବୟାନକୁ ନେଇ କଂଗ୍ରେସ ଓ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?