ଜାତୀୟ

ଉତ୍ତର-ପୂର୍ବାଞ୍ଚଳର ସ୍ବତନ୍ତ୍ର ବ୍ୟବସ୍ଥାରେ ହସ୍ତକ୍ଷେପ ଉଦ୍ଦେଶ୍ୟ ନାହିଁ

ନୂଆଦିଲ୍ଲୀ,୨୪ା୮(ପି.ଟି.): ଉତ୍ତର-ପୂର୍ବ କିମ୍ବା ଅନ୍ୟ କୌଣସି ଅଞ୍ଚଳକୁ ମିଳିଥିବା ସମ୍ବିଧାନର ସ୍ବତନ୍ତ୍ର ବ୍ୟବସ୍ଥା ଉପରେ ହସ୍ତକ୍ଷେପ କରିବାର କୌଣସି ଉଦ୍ଦେଶ୍ୟ କେନ୍ଦ୍ର ସରକାରଙ୍କର ନାହିଁ। ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ବୁଧବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର…

ଦୁର୍ଘଟଣାରୁ ବର୍ତ୍ତିଲା ୨ ବିମାନ

ନୂଆଦିଲ୍ଲୀ,୨୪ା୮ : ଦିଲ୍ଲୀ ବିମାନବନ୍ଦରରେ ବୁଧବାର ଅପରାହ୍ନରେ ଭିସ୍ତାରା ଏୟାରଲାଇନ୍ସର ଦୁଇଟି ବିମାନ ଏକ ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଭୟ ବିମାନରେ ପ୍ରାୟ ୩୦୦ ଯାତ୍ରୀ ଥିଲେ। ଅହମ୍ମଦାବାଦରୁ ଆସିଥିବା ବିମାନର ମହିଳା ପାଇଲଟ୍‌ଙ୍କ ସତର୍କ ପଦକ୍ଷେପ ପାଇଁ ଦୁର୍ଘଟଣାକୁ…

ଚନ୍ଦ୍ର ମିଶନ ସଫଳ

ଭାରତର ତୃତୀୟ ଲୁନାର ମିଶନ୍‌ ଚନ୍ଦ୍ରୟାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ନୂଆ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରର ଏହି ଦୂର ପାର୍ଶ୍ୱରେ ଅବତରଣ କରିବାରେ ଭାରତ ପ୍ରଥମ ଦେଶ। ପୂର୍ବରୁ ସୋଭିଏଟ୍‌ ରୁଷ, ଆମେରିକା ଓ…

ସଞ୍ଜୟ ମିଶ୍ରାଙ୍କୁ ଥଇଥାନ ମସୁଧା

ନୂଆଦିଲ୍ଲୀ,୨୪ା୮ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): କେନ୍ଦ୍ର ସରକାର ଭାରତର ମୁଖ୍ୟ ତଦନ୍ତ ଅଧିକାରୀ (ସିଆଇଓ) ନାମରେ ଏକ ନୂଆ ପଦବୀ ସୃଷ୍ଟି କରିବାକୁ ଯାଉଛନ୍ତି। ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଢାଞ୍ଚାରେ ସୃଷ୍ଟିହେବାକୁ…

ବର୍ଷକୁ ୨ ଥର ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୨୪ା୮ : ଏଣିକି ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ହେବ। ପରୀକ୍ଷାରେ ସବୁଠୁ ଭଲ ନମ୍ବର ରଖିବା ପାଇଁ ପିଲାମାନଙ୍କ ପାଖରେ ବିକଳ୍ପ ରହିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗୋଟିଏ ଭାଷା ପରିବର୍ତ୍ତେ ଦୁଇଟି ଭାଷା ପଢ଼ିବେ ବୋଲି…

ଚନ୍ଦ୍ରରେ ଭାରତ, ଦେଶବାସୀ ଗର୍ବିତ

ନୂଆଦିଲ୍ଲୀ,୨୪ା୮: ଯାହାକୁ ଅଗଣିତ ଦେଶବାସୀ ଅପେକ୍ଷା କରିଥିଲେ, ଯାହା ଉପରେ ସମଗ୍ର ବିଶ୍ୱର ନଜର ରହିଥିଲା, ସେହି ଐତିହାସିକ ମୁହୂର୍ତ୍ତ ଉପନୀତ। ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍‌ରେ ଚନ୍ଦ୍ରରେ ପାଦ ଥାପିବାରେ ସକ୍ଷମ ହୋଇଛି ଭାରତ। ଭାରତୀୟ ମହାକାଶ ଗବେଷଣା…

ପୁଣି ବଢିଲା ଅଭିଷେକ ବାନାର୍ଜୀଙ୍କ ଅଡୁଆ

କୋଲକତା,୨୩।୮:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ତଥା ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀ ଅଡୁଆ ବଢିବାରେ ଲାଗିଛି। ଅଭିଷେକଙ୍କ କମ୍ପାନୀର ପରିସରରେ ବୁଧବାର ଚଢାଉ କରିଛି ଇଡି। ଚଢାଉ ପରେ କିଛି ଦଲିଲ ଜବତ କରାଯାଇଛି। ପଶ୍ଚିମବଙ୍ଗର ଶିକ୍ଷକ ନିଯୁକ୍ତି ‘ସ୍କାମ’ରେ…

ଭଣଜାଙ୍କ କାନ୍ଧରେ ହାତ ରଖିଲେ ମାୟାବତୀ, କହିଲେ-୨୦୨୪ ନିର୍ବାଚନ ଏକତରଫା ହେବନାହିଁ

ଲକ୍ଷ୍ନୌ,୨୩।୮: ବହୁଜନ ସମାଜବାଦୀ ପାର୍ଟି ପ୍ରମୁଖ ମାୟାବତୀ ଅନ୍ୟ କୌଣସି ଦଳ ସହ ମେଣ୍ଟ ନ କରି ୨୦୨୪ ଲୋକ ସଭା ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଲକ୍ଷ୍ନୌରେ ବୁଧବାର ହୋଇଥିବା ବୈଠକରେ ମାୟାବତୀଙ୍କ ଭାଇ ଆନନ୍ଦ କୁମାର ଏବଂ ଭଣଜା…

ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ଶ୍ରୀଲଙ୍କା ବିମାନ

ନୂଆଦିଲ୍ଲୀ,୨୩।୮: କଲମ୍ବୋରୁ ଆସୁଥିବା ଶ୍ରୀଲଙ୍କା ଏୟାରଲାଇନ୍ସର ଏକ ବିମାନ ହାଇଡ୍ରୋଲିକ ସମସ୍ୟା ହେତୁ ବୁଧବାର ସାରେ ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା। ବିମାନରେ ୧୪୦ରୁ ଅଧିକ ଲୋକ ଥିଲେ। ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀ…

ଚନ୍ଦ୍ରୟାନ-୩ ମିଶନରୁ ଭାରତକୁ କ’ଣ ଲାଭ ମିଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚନ୍ଦ୍ରୟାନ-୩ ମିଶନ ଆଜି ସଫଳତା ହାସଲ କରିଛି। ତେବେ ଏହି ମିଶନରୁ ଭାରତ କ’ଣ ଲାଭବାନ ହେବ ସେ ସମ୍ପର୍କରେ ଜାଣନ୍ତୁ… ଏହା ଦ୍ୱାରା ବୈଜ୍ଞାନିକମାନେ ଚନ୍ଦ୍ରର ବାୟୁମଣ୍ଡଳ ବିଷୟରେ ସୂଚନା ପାଇବେ। ଆଉ ମଧ୍ୟ ଏକ ପ୍ରଶ୍ନ ମନରେ…

ଆମେ ଚନ୍ଦ୍ର ଉପରେ ପାଦ ରଖିଛୁ: ଇସ୍ରୋ ମୁଖ୍ୟ

ଶ୍ରୀହରିକୋଟା,୨୩।୮: ବୁଧବାର ଭାରତ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରୟାନ-୩ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଛି। ଏହା ଉପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଆମେ ଚନ୍ଦ୍ରରେ…

ଭାରତର ଐତିହାସିକ ମିଶନକୁ ସଫଳ କରିବାରେ ନାସା, ଇସାର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟାରେ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛି। ଇସ୍ରୋ ଦ୍ୱାରା ଚନ୍ଦ୍ରରେ ସଫଳ ଅବତରଣ ସହିତ ଭାରତ ଇତିହାସ ରଚିଛି। ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହୋଇପାରିଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?