ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…
ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ଗୋରଙ୍କୁ ଡୋନାଲ୍ଡ ଟ୍ରମ୍ପଙ୍କ…
ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ
ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା ଘଟଣା ଭାଇରାଲ ହୋଇଛି। ବୃଦ୍ଧାଙ୍କ ଓଜନରେ ନଇଁ ପଡ଼ୁଥିବା ମହିଳା ଜଣକ ଜଙ୍ଗଲ…
ବୋମା ତିଆରି ପାଇଁ ଏଆଇ ପ୍ଲାଟ୍ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ
ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପ୍ଲାଟ୍ଫର୍ମର ଦୁରୁପଯୋଗ କରିଥିଲେ। ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ…
ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ
ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ ବୋଲି ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ରବିବାର କହିଛନ୍ତି। ଏହା ଉଭୟ…
Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଲା ତୈଳ ଦର
ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର ଲାଗୁ ହେବା ପରେ, ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୨.୬୧ ବୃଦ୍ଧି ପାଇ ଲିଟର…
ପଶ୍ଚିମବଙ୍ଗ ଫାଲ୍ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ
କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦେବାଙ୍ଗଶୁଙ୍କୁ ୧,୪୯,୬୬୬ ଭୋଟ…
CUET-UG 2026 ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। NTA ସୂଚନା ମୁତାବକ, ସରକାର ଇଦ୍-ଉଲ୍-ଜୁହା ପାଇଁ ଛୁଟି…
ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି
ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ ଆମେରିକାର ରାଷ୍ଟ୍ରଦୂତ ସେର୍ଗିଓ ଗୋର୍ ଏବଂ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଧ୍ୟ…
ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…
ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା ଭଉଣୀଙ୍କ ଚିତାରେ ମୁଖାଗ୍ନି ଦେଇଛନ୍ତି। ଏହା ପୂର୍ବରୁ ଆଜି…
ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ
ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ କେମିତି ଚାଲିଯାଉଛି। ଖେଳୁଥିବା ସମୟରେ ଘଟିଥିବା ଏହି ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଶୋକରେ…
କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା
ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ସଦ୍ୟତମ ତଥ୍ୟ ଠିକ ସେହିପରି ସୂଚାଇ ଦେଉଛି। ଭାରତୀୟମାନଙ୍କ ଦ୍ୱାରା…
‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’
ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ। ବିଗତ ୧୦-୧୫ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

