ଜାତୀୟ

ସରକାରୀ ବାବୁଙ୍କୁ କୋର୍ଟ ସମନ ଲାଗି ଗାଇଡ୍‌ଲାଇନ ଆସିବ

ନୂଆଦିଲ୍ଲୀ,୨୨ା୮: ସରକାରୀ ବାବୁମାନଙ୍କୁ କୋର୍ଟ ସମନ ଜାରି ଲାଗି ସୁପ୍ରିମକୋର୍ଟ ଗାଇଡ୍‌ଲାଇନ ଜାରି କରିବେ। ଅଦାଲତଗୁଡ଼ିକ ସମନ କଲାବେଳେ ଉକ୍ତ ଗାଇଡ୍‌ଲାଇନକୁ ଅନୁସରଣ କରିବାକୁ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ…

୬୦ ପ୍ରତିଶତ କରୋନା ରୋଗୀଙ୍କ ଜୀବନ ବଞ୍ଚାଇଛି ଟିକା

ନୂଆଦିଲ୍ଲୀ,୨୨।୮: ପ୍ରାୟ ୬.୫ ପ୍ରତିଶତ କରୋନା ରୋଗୀ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ମୃତ୍ୟୁବରଣ କରିଛନ୍ତି। କରୋନା ସଂକ୍ରମଣ ହେବା ପରେ ଯେଉଁମାନେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ସେମାନଙ୍କଠାରେ ସଂକ୍ରମଣର ପ୍ରଭାବ ଦୀର୍ଘ ସମୟ ଧରି ଦେଖାଯାଇଥିଲା। ଡାକ୍ତରଖାନାରୁ…

ଅନ୍ତିମ ସଂସ୍କାର ସରିଥିବା ଝିଅଙ୍କ ଆସିଲା ଫୋନ୍‌ କଲ୍‌

ପାଟନା,୨୨।୮: ଝିଅର ମୃତଦେହ ଅନ୍ତିମ ସଂସ୍କାର କରି ଦୁଃଖରେ ମ୍ରିୟମାଣ ହୋଇଥିବା ଏକ ପରିବାର ଲାଗି ଫୋନ୍‌ କଲ୍‌ ଖୁସି ଆଣିଦେଇଛି। ଫୋନରେ ଯେତେବେଳେ ଝିଅ କହିଛି ବାପା ମୁଁ ଜୀବିତ, ସେତେବେଳେ ପୂରା ପରିବାର ଖୁସିରେ ଆତ୍ମହରା ହୋଇଛନ୍ତି। ଏଭଳି…

ଇସ୍ରୋ ନିଯୁକ୍ତି ପରୀକ୍ଷାରେ କପି କରି ୨ ଗିରଫ

ଥିରୁଭାନନ୍ତପୁରମ୍‌,୨୨।୮: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ରେ ନିଯୁକ୍ତି ଲାଗି ଅନୁଷ୍ଠିତ ପରୀକ୍ଷାରେ କପି କରି ୨ଜଣ ଧରାପଡ଼ିଛନ୍ତି। ସେମାନେ ହେଲେ ହରିୟାଣାର ସୁନୀଲ କୁମାର ଓ ମନୋଜ କୁମାର। ରବିବାର ଥିରୁଭାନନ୍ତପୁରମଠାରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଉଭୟ ଅଭିଯୁକ୍ତଙ୍କୁ ଭିନ୍ନ…

ସୁପ୍ରିମକୋର୍ଟରେ ଜଷ୍ଟିସ ମିତ୍ତଲ କମିଟିର କ୍ଷତିପୂରଣ ଯୋଜନା ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨୨ା୮: ମଣିପୁର ଜାତିଆଣ ହିଂସା କ୍ଷତିଗ୍ରସ୍ତଙ୍କୁ ସହାୟତା ଏବଂ ଥଇଥାନ ସମ୍ପର୍କରେ ରିପୋର୍ଟ ଦେବା ଲାଗି ସୁପ୍ରିମକୋର୍ଟ ଜଷ୍ଟିସ ଗୀତା ମିତ୍ତଲ କମିଟି ଗଠନ କରିଥିଲେ। ସୋମବାର ଏହି କମିଟି ୩ଟି ରିପୋର୍ଟ ଦାଖଲ କରିଛି। କ୍ଷତିଗ୍ରସ୍ତଙ୍କ ପରିଚୟ ଦସ୍ତାବିଜ ପୁନର୍ବାର…

ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ

ଗୌହାଟୀ,୨୨।୮: ଆସାମର ଚା ବଗିଚାରେ ସୋମବାର ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ ଘଟିଛି। ତାକୁ ୮୯ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ତା’ର ମୃତ୍ୟୁ ଘଟିଥିବା କୁହାଯାଉଛି। ପ୍ରସାଦର ନାମକରଣ ତା’ର ମାଲିକ ତଥା ଇଂଲଣ୍ଡର ଓଲିଭର…

ଆଉ ନିର୍ବାଚନ ଲଢିବେ ନାହିଁ ସନ୍ନି ଦେଓଲ

ଫିଲ୍ମ ‘ଗଦର-୨’ର ସଫଳତା ପରେ ଅଭିନେତା ସନ୍ନି ଦେଓଲ ଏକ ବଡ଼ ଘୋଷଣା କରିଛନ୍ତି। ସେ ଆଉ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ସନ୍ନି ଦେଓଲ କହିଛନ୍ତି ଯେ, ଆଉ ରାଜନୀତିରେ ମନ…

ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଜି ଦକ୍ଷିଣ ଆଫ୍ରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ମଙ୍ଗଳବାର ଦକ୍ଷିଣ ଆଫ୍ୟିକା ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ସକାଳେ ଜୋହାନ୍ସବର୍ଗ ଯିବାର କାର୍ଯ୍ୟକ୍ରମ ରହିଛି। ୨୨ ରୁ ୨୪ଅଗଷ୍ଟ ମଧ୍ୟରେ ଜୋହାନ୍ସବର୍ଗରେ ବ୍ରିକ୍ସ…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଆରଏସ୍‌, ଜାଣନ୍ତୁ ଏହା ପଛର କାରଣ

ହାଇଦ୍ରାବାଦ୍‌,୨୨।୮: ତେଲେଙ୍ଗାନାରେ ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଶାସକ ଦଳର ମୁଖ୍ୟ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ନିର୍ବାଚନ ପାଇଁ ବିଗୁଲକ ବଜାଇଛନ୍ତି। ନିର୍ବାଚନ ପାଇଁ…

‘ବିହାର ଜାତିଗତ ସର୍ଭେ ଉପରେ ସେ ପର୍ଯ୍ୟନ୍ତ ରୋକ ଲଗାଯିବନି, ଯେ ପର୍ଯ୍ୟନ୍ତ…’, ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ

ନୂଆଦିଲ୍ଲୀ,୨୧।୮: ବିହାର ସରକାରଙ୍କୁ ଜାତିଗତ ସର୍ବେକ୍ଷଣର ଅନୁମତି ଦେଇଥିବା ପାଟନା ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ ଦେଇଥିବା ଆବେଦନ ଉପରେ ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସୋମବାର ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ କହିଛନ୍ତି ଯେ, ସେ ଏହି ପ୍ରକ୍ରିୟା ଉପରେ…

ମାଛ ଖାଇ ଚମକୁଛନ୍ତି ଐଶ୍ୱର୍ଯ୍ୟା, ଏପରି ମନ୍ତବ୍ୟ ଦେଇ ବିବାଦରେ ବିଜୟ କୁମାର

ମୁମ୍ବାଇ,୨୧ା୮: ମହାରାଷ୍ଟ୍ରର ସିନ୍ଦେ ସରକାରରେ ଜଣେ ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ ସାମ୍ନାକୁ ଆସିଛି। ସିନ୍ଦେ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରୀ ଡକ୍ଟର ବିଜୟ କୁମାର କହିଛନ୍ତି, ମାଛ ଖାଇବା ଦ୍ୱାରା ପ୍ରସିଦ୍ଧ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଆଖି ଉଜ୍ଜ୍ୱଳ ଏବଂ ଚର୍ମ…

ମଣିପୁର, ତ୍ରିପୁରା ଗସ୍ତ କରିପାରନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୮: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଖୁବ୍‌ଶୀଘ୍ର ମଣିପୁର ଏବଂ ତ୍ରିପୁରା ଗସ୍ତ କରିପାରନ୍ତି। ତ୍ରିପୁରାର ବରିଷ୍ଠ କଂଗ୍ରେସ ବିଧାୟକ ସୁଦୀପ ରୟ ବର୍ମନ କହିଛନ୍ତି ଯେ, ସେ ଏହି ଗସ୍ତ ସମ୍ପର୍କରେ ତାଙ୍କ ସହ କଥା ହୋଇସାରିଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?