ଜାତୀୟ

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ ମୁକ୍ତ ହୋଇଥିବା ବିଦେଶୀ କଏଦୀ ଯେଉଁମାନେ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ଅପେକ୍ଷାରେ ଅଛନ୍ତି…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ଯୁବତୀ ଜଣକ ଜୌନପୁରରୁ ଦିଲ୍ଲୀ ଯାତ୍ରା କରୁଥିବା ସମୟରେ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା ଜଣାପଡିଛି । ଗୁରୁତର ଭାବେ ପୋଡ଼ି ଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କର…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ନୂଆଦିଲ୍ଲୀ ସହିତ ଏହାର ସମ୍ପର୍କର ମୂଲ୍ୟରେ କୌଣସି ରାଷ୍ଟ୍ର ସହିତ ଆମେରିକାର…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟରୁ ଦୁଇ ଦୁଇ ଥର ଫିସ କଟିଯାଇଥିଲା।…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ ଆଗାମୀ କିଛି ଘଣ୍ଟା ମଧ୍ୟରେ ହର୍ମୁଜ ସମ୍ପର୍କରେ ‘ଭଲ ଖବର’ ଆଶା କରାଯାଉଛି।…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩ ଦିନ ପରେ ଆଜି ଅର୍ଥାତ ରବିବାର ଭୋପାଳର ଭଦଭଦା ବିଶ୍ରାମ ଘାଟରେ ସା…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ ସମ୍ପତ୍ତି ଉପରେ ତାଙ୍କ ସ୍ୱାମୀ ଏବଂ ସନ୍ତାନମାନଙ୍କର ପ୍ରଥମ ଅଧିକାର ଥାଏ। ମାତ୍ର…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି, ଯାହା ଲୋକମାନଙ୍କୁ କିଛି ଆଫ୍ରିକୀୟ ରାଷ୍ଟ୍ରକୁ ଯାତ୍ରା କରିବା ବିରୁଦ୍ଧରେ ପରାମର୍ଶ ଦେଇଛି।…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି ନିଷ୍ପତ୍ତି ଲୋକୋ ପାଇଲଟ, ଗାର୍ଡ ଏବଂ ଚାଲୁଥିବା କର୍ମଚାରୀଙ୍କୁ ସିଧାସଳଖ ଲାଭ ଦେବାକୁ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ ହେବାଭଳି ମାର୍ଗ ଆବିଷ୍କାର କରାଯାଇଛି। ମହାକାଶ ଯାନଗୁଡ଼ିକ ଏହି ନୂଆ ମାର୍ଗରେ ଗଲେ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା ୮୭ ପଇସା ବଢ଼ିଥିବା ବେଳେ ଡିଜେଲ ୯୧ ପଇସା ବଢ଼ିଛି। ପ୍ରଥମେ ମେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?