ଜାତୀୟ

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ବିପୁଲ ଏମ୍‌. ପାଞ୍ଚୋଲିଙ୍କୁ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି। ଗ୍ରୀଷ୍ମପ୍ରବାହକୁ ନେଇ ସ୍ଥିତିକୁ ନେଇ ମନ୍ତ୍ରୀ ରେଡ୍ଡୀ ଅଧିକାରୀଙ୍କ ସହ ବୈଠକ କରିଥିଲେ।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର ଭୋପାଳର ଏକ ଅଦାଲତରେ ହାଜର କରାଇଥିଲା। ସ୍ତ୍ରୀ ମୃତ୍ୟୁ ମାମଲାରେ ଜେରା କରିବା…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ ନାମ ବାନୋଥ ମୀନାକ୍ଷୀ। ପୋଲିସ କହିଛି ଯେ ତାଙ୍କ ମୃତଦେହ ତାଙ୍କ ଘର…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ ଚିତ୍ରିତ କରାଯାଇଛି। ଏହା ଷ୍ଟାଡିୟମ ଏବଂ ବଙ୍ଗଳାରେ ପ୍ରଚଳିତ ଫୁଟବଲ କ୍ରେଜ ଉଭୟର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ ସଭା ପିଟିସନ କମିଟିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି। କମିଟିର ପୁନର୍ଗଠନ ପରେ,…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ ଥାନାକୁ ଆଣିଥିଲା, ଯାହା ପରେ ସେମାନଙ୍କୁ ଥାନା ପରିସରରେ ଥିବା ଏକ ମନ୍ଦିରରେ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ, ଆଲୋଚନାର ଫଟୋ ମଧ୍ୟ ଶେୟାର କରାଯାଇଥିଲା। ସାକ୍ଷାତ ବିଷୟରେ ମତାମତ ଦେଇ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା ଝିଅଟି ଶୁକ୍ରବାର କନ୍ନମପାଲୟମ ହ୍ରଦ ନିକଟରେ କ୍ଷତବିକ୍ଷତ ଅବସ୍ଥାରେ ପଡିଥବା ଦେଖାଯାଇଥିଲା। ହେଲେ…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା ଫ୍ଲିଟର ଅଂଶ ଥିବା ଏହି ହେଲିକପ୍ଟରରେ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ, ଜଣେ ମେଜର…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ ଗୋଟିଏ ଦିନ ଛୁଟି ରହିବ। ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ବଙ୍ଗଳା ସରକାର ମମତା…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ ଏବଂ ଏହି ଆଧାରରେ ବିବାହ ବିଚ୍ଛେଦ ହୋଇପାରିବ। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?