ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…
ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ ଅଭିଜିତ ଦୀପକେ ରାଜ୍ୟ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କୁ ଚେତାବନୀ ଦେଇଛନ୍ତି। ସେ…
‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା
କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ ଆସିଛି । ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ନମାଜ ପଢ଼ିବା ସହିତ…
ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା ଦେଖାଯାଉଛି । ଏହି ଭିଡିଓକୁ ଆମ୍ ଆଦମୀ ପାର୍ଟି (AAP) ନେତାମାନେ ସୋସିଆଲ୍…
BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…
ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ ଖୁଲାସା ସାମ୍ନାକୁ ଆସିଛି, ଯାହାକୁ ନେଇ ଦେଶର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି।…
ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର
ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ସରକାର ସେହି ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ଯାହା ‘ସାର୍ବଜନୀନ ବିଭାଗ’…
ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…
ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍ ଏକ ମାଙ୍କଡ ପଶି ଯାଇଥିଲା। ଦୋକାନ ଭିତରକୁ ଯିବା ପରେ ମାଙ୍କଡ ଏମିତି କାଣ୍ଡ କରିଥିଲା ଯେ,…
ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…
ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି । CJP ଫାଉଣ୍ଡର ଅଭିଜିତ ଦୀପକେ ମଧ୍ୟ ଏହାକୁ ନେଇ ଆପତ୍ତି ଉଠାଇଛନ୍ତି…
ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ ବଡ଼ ସଂଶୋଧନ କରି ‘ଟେଲିକମ କଞ୍ଜ୍ୟୁମର ପ୍ରୋଟେକ୍ସନ (ତ୍ରୟୋଦଶ ସଂଶୋଧନ) ରେଗୁଲେସନ୍ସ, ୨୦୨୬’…
CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ
ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ଗଣମାଧ୍ୟମରେ ଏହାର ପ୍ରସାରଣ, ହିଂସାକାଣ୍ଡର ନ୍ୟାୟିକ ତଦନ୍ତ, ପୀଡ଼ିତଙ୍କ ପାଇଁ…
Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!
ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart) ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ତିନୋଟି ଇ-କମର୍ସ ପ୍ଲାଟଫର୍ମ ଉପରେ ପଞ୍ଜୀକୃତ…
ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…
ନୂଆଦିଲ୍ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍ ଲଞ୍ଚ କରିପାରନ୍ତି। ଏହିସବୁ…
ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’
ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ତୁରନ୍ତ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାକୁ ଚାହୁଁଛି କାରଣ…

