ଜାତୀୟ

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଆଇପିଏସ ଅନଲାଇନରେ ନେଲେ ଭାଜପାର ସଦସ୍ୟତା

ନୂଆଦିଲ୍ଲୀ,୧୧।୮: ଜମ୍ମୁ-କଶ୍ମୀରରୁ ଏକ ବଡ ଖବର ସାମ୍ନାକୁ ଆସିଛି। ଏଠାରେ ଚାକିରି ସମୟ ଶେଷ ହେବା ପୂର୍ବରୁ ଜଣେ ଆଇପିଏସଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବା ପରେ ଏବେ ସେ ଭାରତୀୟ ଜନତା ପାର୍ଟି(ଭାଜପା)ର ଅନଲାଇନ ମେମ୍ବରଶିପ ପୋଷ୍ଟ ସୋସିଆଲ ମିଡିଆରେ ସେୟାର…

ରାଜ୍ୟ ସଭାରୁ ଏଏପି ନେତା ରାଘବ ଚଡ୍ଡା ନିଲମ୍ବିତ

ନୂଆଦିଲ୍ଲୀ,୧୧।୮: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ରାଘବ ଚଡ୍ଡାଙ୍କୁ ନକଲି ଦସ୍ତଖତ ମାମଲାରେ ରାଜ୍ୟ ସଭାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାରେ ଏଏପି ନେତା ରାଘବ ଚଡ୍ଡାଙ୍କ ବିରୋଧରେ ଏକ ପ୍ରସ୍ତାବ ଆଗତ କରାଯାଇଛି। ଗୃହରେ ତାଙ୍କର ଆଚରଣକୁ…

‘ତ୍ରିରଙ୍ଗା ଘରେ ନୁହେଁ, ହୃଦୟରେ ରହିବା ଆବଶ୍ୟକ’

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସରେ ପ୍ରତ୍ୟେକ ଘରେ ତ୍ରିରଙ୍ଗା ଲଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏଏନେଇ ସମାଜବାଦୀ ପାର୍ଟିର ବରିଷ୍ଠ ଏମ୍‌ପି ଶଫିକୁର ରେହମାନ ବାର୍କ କହିଛନ୍ତି ଯେ, ତ୍ରିରଙ୍ଗା ଘରେ ନୁହେଁ, ହୃଦୟରେ ରହିବା ଆବଶ୍ୟକ। ଗଣମାଧ୍ୟମ…

ଜର୍ମାନୀରେ କଷ୍ଟଡିରେ ଥିବା ୨୯ ମାସର ଶିଶୁକୁ ଉଦ୍ଧାର କରିବାକୁ ମୋଦି ସରକାରଙ୍କୁ ଗୁହାରି କଲେ ମାଆ

ନୂଆଦିଲ୍ଲୀ,୧୧।୮: ଜର୍ମାନୀରେ ଜଣେ ଭାରତୀୟ ଶିଶୁ ଆରିହା ଶାହା କଷ୍ଟଡିରେ ଥିବା ବିଷୟ ଏବେ ଖୁବ ଚର୍ଚ୍ଚାରେ। ଏହି ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାରଣ ଆରିହାଙ୍କୁ ଜର୍ମାନୀର ଫୋଷ୍ଟର କେୟାରରେ ଗତ ୨୨ ମାସ ହେଲା ରଖାଯାଇଛି। ବର୍ତ୍ତମାନ…

ଖାଲିସ୍ତାନୀ ମୌଳିକବାଦୀଙ୍କ ଭାଙ୍ଗିବ ଅଣ୍ଟା: ଭାରତ ଗସ୍ତରେ ଆସିଥିବା ବ୍ରିଟେନ ରକ୍ଷାମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୮: ଖାଲିସ୍ତାନୀ ଉଗ୍ରବାଦକୁ ରୋକିବା ପାଇଁ ଭାରତର ଆବେଦନ ଉପରେ ବ୍ରିଟେନ ଏକ ବଡ ପଦକ୍ଷେପ ନେଇଛି। ବ୍ରିଟେନ ସରକାର ଖଲିସ୍ତାନ ସମର୍ଥକ ମୌଳିକବାଦୀଙ୍କ ସହ ମୁକାବିଲା ପାଇଁ ଏକ ନୂତନ ପାଣ୍ଠି ଘୋଷଣା କରିଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ଭାରତ…

ଦେଶ ସ୍ବାଧୀନତା ପାଇବାର ୨୩ ଦିନ ପୂର୍ବରୁ ପ୍ରସ୍ତୁତ ହୋଇଥିଲା ଜାତୀୟ ପତାକା, ଜାଣନ୍ତୁ ପତାକା ପଛର ଆଉ କିଛି କଥା…

ନୂଆଦିଲ୍ଲୀ,୧୧ା୮: ସ୍ବାଧୀନତା ସଂଗ୍ରାମୀ ତଥା ବିପ୍ଳବୀମାନେ ଦେଶକୁ ବ୍ରିଟିଶ ଶାସନରୁ ମୁକ୍ତ କରିବା ପାଇଁ ଦୀର୍ଘବର୍ଷ ଧରି ସଂଗ୍ରାମ କରିଥିଲେ। କିନ୍ତୁ ଦୀର୍ଘବର୍ଷ ଧରି ସେମାନଙ୍କର ଭାରତର ପତାକା ନ ଥିଲା। ଅବଶ୍ୟ ୧୮୫୭ର ବିପ୍ଳବ ପରେ ବ୍ରିଟିଶ ସରକାର ଆନୁଷ୍ଠାନିକ…

ଆଇପିସି, ସିଆରପିସି ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୧୧।୮: ମଣିପୁର ହିଂସାକୁ ନେଇ ଗୃହରେ ଉତ୍ତେଜନା ମଧ୍ୟରେ ସଂସଦର ମୌସୁମୀ ଅଧିବେଶନ ଶୁକ୍ରବାର ଶେଷ ହେବାକୁ ଯାଉଛି। ଆଜି ବି ଗୃହରେ ହଟ୍ଟଗୋଳ ଦେଖାଦେଇଛି। ଏସବୁ ଭିତରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ଇଣ୍ଡିଆନ୍‌ ପେନାଲ…

ବିରୋଧୀ ମେଣ୍ଟର ନାଁ ‘ଇଣ୍ଡିଆ’ ରଖିବାକୁ ନେଇ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୮: ବିରୋଧୀ ମେଣ୍ଟର ନାଁ ‘ଇଣ୍ଡିଆ’ ରଖିବାକୁ ନେଇ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏଭଳି ମାମଲା ନିର୍ବାଚନ ଆୟୋଗରେ ରଖାଯିବା ଉଚିତ ବୋଲି କୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାର ସିଧାସଳଖ ଶୁଣାଣି…

ଉତ୍ତରପ୍ରଦେଶରେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ମୋରଦାବାଦ,୧୧।୮: ଉତ୍ତରପ୍ରଦେଶରେ ଜଣେ ଭାଜପା ନେତାକୁ ଗୁଳିକରି ହତ୍ୟା କରାଯାଇଛି। ସେ ହେଲେ ଅନୁଜ ଚୌଧାରୀ। ୩୪ ବର୍ଷୀୟ ଅନୁଜ ମୋରଦାବାଦ ସ୍ଥିତ ବାସଭବନ ବାହାରେ ବୁଲୁଥିଲେ। ସେତିକିବେଳେ ବାଇକ୍‌ରେ ୩ଜଣ ବ୍ୟକ୍ତି ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ…

ଇସିଙ୍କ ନିଯୁକ୍ତି ପ୍ରକ୍ରିୟା ଉପରେ ଉଠିଲା ବିବାଦ: ଆଡଭାନୀଙ୍କ ୧୧ ବର୍ଷ ପୁରୁଣାପତ୍ର ଦେଖାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୧।୮: ଦେଶର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଙ୍କ ନିଯୁକ୍ତି ପ୍ରକ୍ରିୟାରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ଭୂମିକା ରଦ୍ଦ କରିବାକୁ ବିରୋଧୀମାନେ କ୍ରମାଗତ ଭାବରେ ଦାବି କରିଆସୁଛନ୍ତି। ଏହି ସମୟରେ, କଂଗ୍ରେସର ସାଧାରଣ ସଂପାଦକ ଜୟରାମ ରମେଶ ଶୁକ୍ରବାର ଭାଜପାର ତତ୍କାଳୀନ…

ସାବଧାନ! ଆପଣଙ୍କ ପିଲା ଖାଉନାହାନ୍ତି ତ ଏହି ଚକୋଲେଟ୍‌, ହୋଇପାରେ ଏହି ଅଦ୍ଭୁତ ରୋଗ

ବେଙ୍ଗାଲୁରୁ,୧୧ା୮: କର୍ନାଟକର ରାଇଚୁର ପରେ ଏବେ ମାଙ୍ଗାଲୁରୁରେ ଚକୋଲେଟ୍‌ରେ ଡ୍ରଗ୍ସ ବିକ୍ରି ମାମଲା ସାମ୍ନାକୁ ଆସିଛି। ଏହି ଘଟଣା ଯେତେବେଳେ ସାମ୍ନାକୁ ଆସିଥିଲା ସେତେବେଳେ ଜଣାପଡ଼ିଥିଲା ଯେ, ପିଲାମାନେ ଏହି ପ୍ରକାର ଚକୋଲେଟକୁ ବହୁତ ଭଲ ପାଆନ୍ତି ଏବଂ ମାତାପିତାଙ୍କ ନିକଟରେ…

ରାହୁଲଙ୍କ ପାଖରେ ଝିଅଙ୍କ ଅଭାବ ନାହିଁ, ସେ ୫୦ ବର୍ଷର ବୃଦ୍ଧାଙ୍କୁ ଫ୍ଲାଇଂ କିସ୍‌ କାହିଁକି ଦେବେ? ଏପରି କହି…

ନୂଆଦିଲ୍ଲୀ,୧୧।୮: ଲୋକ ସଭାରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧିଙ୍କ ଫ୍ଲାଇଂ କିସ୍‌କୁ ନେଇ ନୂଆ ବିବାଦ ଦେଖାଦେଇଛି। ରାହୁଲଙ୍କ ପାଖରେ ଝିଅମାନଙ୍କ ଅଭାବ ନାହିଁ । ଏଣୁ ସେ ୫୦ ବର୍ଷର ବୃଦ୍ଧା ମହିଳାଙ୍କୁ ଏଭଳି ଚୁମ୍ବନ କାହିଁକି ଦେବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?