ଜାତୀୟ

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ ୬ରୁ ୧୩ ବର୍ଷ ମଧ୍ୟରେ। ସେମାନଙ୍କୁ ଶ୍ରମିକ ଭାବେ କାମ କରାଇବା ପାଇଁ…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା ମୁଖ୍ୟମନ୍ତ୍ରୀ ଚୟନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଥିବା ବେଳେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଥମେ ଭୂତ-ପ୍ରେତ ଭୟ ଦେଖାଇ ମହିଳାଙ୍କୁ ଫସାଇଦେଇଥିଲେ ଏବଂ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ସରକାର ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦେଶ ଭିତରେ ପେଟ୍ରୋଲ, ଡିଜେଲ କିମ୍ୱା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1 ତାରିଖରେ ଆରମ୍ଭ ହୋଇ ସାରିଛି। ଏଥର, ସମଗ୍ର ଅଧିବେଶନରେ ମୋଟ 244 ଦିନ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ ପାଇଁ ପ୍ରାୟ 30,000 ର ସବସିଡି ପ୍ରଦାନ କରାଯାଏ, ଯେତେବେଳେ 2 kW…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ ବାରମ୍ବାର ପ୍ଲାଟଫର୍ମରେ ଧକ୍କା ଖାଇଥିଲେ ମଧ୍ୟ ନିଜକୁ ବାହାର କରିପାରି ନଥିଲେ। ଷ୍ଟେସନରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ ଉପରେ ରପ୍ତାନି ଶୁଳ୍କକୁ ଦ୍ୱିଗୁଣିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି, ଏହାକୁ ପ୍ରତି…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ, କେନ୍ଦ୍ର…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ ଫିଙ୍ଗି ଦେଇଥିଲେ। ଶୁକ୍ରବାର ଅପରାହ୍ନରେ ଉଟାଇ ଥାନ୍ତା ଅଞ୍ଚଳରେ ଏହି ଘଟଣା ଘଟିଛି।…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଥକ୍କାପଣ ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ଶନିବାର ହସ୍ପିଟାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri