ଜାତୀୟ

‘ମିଶନ ସମୁଦ୍ର ଯାନ’ ୩ ଜଣଙ୍କ ସହ ୬ କିଲୋମିଟର ଗଭୀର ସମୁଦ୍ରକୁ ଯିବ ‘ମତ୍ସ୍ୟ ୬୦୦୦’

ନୂଆଦିଲ୍ଲୀ,୬।୮: ଆମେରିକା, ଚାଇନା ପରି ବିକଶିତ ଦେଶ ଭଳି ଏବେ ଭାରତ ବି ପାତାଳର ରହସ୍ୟ ଭେଦ କରିବାକୁ ନିଜକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରୁଛି। ବାସ୍ତବରେ, ଆକାଶରେ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ହେବା ପରେ ଭାରତ ବର୍ତ୍ତମାନ ସମୁଦ୍ରର…

ରାମ ମନ୍ଦିର ଉଦଘାଟନରେ ବିରୋଧୀ ଦଳର କେତେକ ନେତାଙ୍କୁ ନିମନ୍ତ୍ରଣ କରିବ ନାହିଁ ଟ୍ରଷ୍ଟ, ମୁଖ୍ୟମନ୍ତ୍ରୀଙ୍କୁ ବି ମିଳିବ ନାହିଁ ସୁଯୋଗ

ନୂଆଦିଲ୍ଲୀ,୬।୮: ଅଯୋଧ୍ୟାରେ ଭଗବାନ ରାମଙ୍କ ମନ୍ଦିରର ଉଦଘାଟନକୁ ନେଇ ଯୋରସୋରରେ ପ୍ରସ୍ତୁତି ଚାଲିଛି। ମନ୍ଦିରର ଐତିହାସିକ ଉଦଘାଟନ ଦିବସକୁ ଦେଶ-ବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କୁ ନିମନ୍ତ୍ରଣ କରିବାର ଯୋଜନା ରହିଛି। ଦେଶର ପ୍ରମୁଖ ବିରୋଧୀ ଦଳର ବହୁ ବରିଷ୍ଠ ନେତାଙ୍କୁ…

ଶରଦଙ୍କ ପାଇଁ ନୂଆ ଝଟକା: ଅଜିତଙ୍କ ଦଳରେ ଜୟନ୍ତ ସାମିଲ ହେବା ନେଇ ଚର୍ଚ୍ଚା…

ମୁମ୍ବାଇ,୬।୮ : ଅଜିତ ପାୱାର ଶାସକ ଭାଜପା ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେସେନା ସରକାରରେ ଯୋଗଦେବାର ପ୍ରାୟ ଏକ ମାସ ପରେ ବର୍ତ୍ତମାନ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ବିଧାନସଭା ପାର୍ଟି ନେତା ତଥା ରାଜ୍ୟ ୟୁନିଟ ମୁଖ୍ୟ ଜୟନ୍ତ ପାଟିଲ…

ରାହୁଲ ଗାନ୍ଧୀଙ୍କୁ ଡରିଗଲେ ସରକାର: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୬।୮: ମୋଦି ସରନେମ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇଛନ୍ତି। ବର୍ତ୍ତମାନ ତାଙ୍କର ସଂସଦର ସଦସ୍ୟତା ନେଇ ରାଜନୀତି ଆରମ୍ଭ ହୋଇଛି। ଶିବସେନା (ୟୁବିଟି) ର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ଲୋକ ସଭା ବାଚସ୍ପତି…

ପିଲାଙ୍କ ଭିତରେ ଈଶ୍ୱରଙ୍କୁ ଦେଖେ

ପେସା ତାଙ୍କର ଶିକ୍ଷକତା, ମାତ୍ର ନିଶା ସାହିତ୍ୟ ଓ ସମାଜସେବା। ପ୍ରାୟ ୪ଦଶନ୍ଧି ଧରି ଜାରି ରହିଛି ତାଙ୍କର ଏହି ସାଧନା। ଶିଶୁଙ୍କ ପାଇଁ ଲେଖିବା ସହ ଗୀତିକବିତା ଲେଖିଥିବା ଡ. ଚପଳା ପଣ୍ଡା ଜଣେ ଆଦର୍ଶ ଶିକ୍ଷୟିତ୍ରୀ ମଧ୍ୟ। ତାଙ୍କର…

ବ୍ରିଜରୁ ୫୦ ଫୁଟ ତଳକୁ ଖସିପଡିଲା ବସ୍‌: ୩ ମୃତ୍ୟୁ, ୨୫ ଆହତ

ରାଞ୍ଚି,୬।୮: ରାଞ୍ଚିରୁ ଝାଡଖଣ୍ଡର ଗିରିଡିହକୁ ଆସୁଥିବା ଏକ ବସ ବ୍ରିଜ ତଳକୁ ଖସି ପଡ଼ିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଆହତ ହୋଇଛନ୍ତି। ବ୍ରିଜ୍‌ ରେଲିଂ ଭାଙ୍ଗିବାରୁ ବସ୍‌ଟି ନଦୀରେ ଖସିପଡିଥିଲା। ବସ୍‌ରେ ତିରିଶରୁ ଅଧିକ ଯାତ୍ରୀ…

ବନ୍ଧୁ ପାଇଁ…

ବନ୍ଧୁ ହେଉଛି ସିଏ, ଯିଏ ତୁମର ଲୁହକୁ ବୁଝିଥାଏ। ହସ ହସ ମୁହଁ ଭିତରୁ ବି ହୃଦୟରେ ଲୁଚି ରହିଥିବା କୋହକୁ ଦେଖିଥାଏ। ନିଜ ଠାରୁ ଅଧିକ ବିଶ୍ୱାସ ଥାଏ ଯାହା ଉପରେ। ବିନା ସ୍ବାର୍ଥରେ ଯିଏ ସାହାଯ୍ୟର ହାତ ବଢାଇଦିଏ…

ଏଏପି ସରକାର କିଛି ଶୁଣୁ ନାହାନ୍ତି, ପ୍ରଶାସନରେ ନାହିଁ ସ୍ବଚ୍ଛତା: ପଞ୍ଜାବ ରାଜ୍ୟପାଳ…

ଚଣ୍ଡିଗଡ଼,୬।୮ : ଶାସକ ଆମ ଆଦମୀ ପାର୍ଟି (ଏଏପି) ଏବଂ ରାଜ ଭବନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ପଞ୍ଜାବର ରାଜ୍ୟପାଳ ବନୱାରିଲାଲ ପୁରୋହିତ ଚଳିତ ମାସରେ ଦୁଇ ବର୍ଷ ପୂରଣ କରି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ନେତୃତ୍ୱାଧୀନ ସରକାରଙ୍କ ସହ…

ପ୍ରଧାନମନ୍ତ୍ରୀ କଲେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ…

ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପୂର୍ବାହ୍ନ ୧୧ଟାରେ ଭିତ୍ତିପ୍ରସ୍ତର ସ୍ଥାପନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ଭାରତ ଷ୍ଟେଶନ ଯୋଜନା ଅନ୍ତର୍ଗତ ସାରା ଦେଶରେ…

‘ସେମାନଙ୍କୁ ମାରିଦିଅ, ବାକି ମୁଁ ଦେଖିବି’, ନୁହ ହିଂସା ସମୟରେ ମନ୍ତବ୍ୟ ଦେଇଥିବା ଏଏପି ନେତାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ନୂଆଦିଲ୍ଲୀ,୬।୮: ନୁହ ହିଂସା ମାମଲାରେ ହରିୟାଣା ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଗୋଟିଏ ପଟେ ଅଭିଯୁକ୍ତଙ୍କ ବେଆଇନ ସମ୍ପତ୍ତି ବିରୋଧରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଚାଲିଥିବାବେଳେ ଅନ୍ୟପଟେ କଟକଣା ଜାରି କରାଯାଇଛି। ପୋଲିସ ପ୍ରତ୍ୟେକ ସିସିଟିଭି ଯାଞ୍ଚ କରୁଛି ଏବଂ ସାକ୍ଷୀଙ୍କ…

ହାତୀକୁ ଆଖୁ ଖୁଆଇଲେ ରାଷ୍ଟ୍ରପତି

ଚେନ୍ନାଇ,୬।୮:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାମିଲନାଡୁର ନୀଳଗିରି ଜିଲାର ଥେପାକାଡୁ ହାତୀ ଶିବିର ପରିଦର୍ଶନ କରି ଭାରତର ସାଂସ୍କୃତିକ ଐତିହ୍ୟ ରକ୍ଷା କରିବାରେ ଜଡିତ ଆଦିବାସୀଙ୍କୁ ପ୍ରଶଂସା କରିଛନ୍ତି। ରାଷ୍ଟ୍ରପତି ଗୁରୁତ୍ୱାରୋପ କରିଛନ୍ତି ଯେ ଏହି ଆଦିବାସୀ ସମ୍ପ୍ରଦାୟଗୁଡିକ ସେମାନଙ୍କର ସାମ୍ବିଧାନିକ ଅଧିକାରକୁ…

ଦେଶରେ ସ୍ବାଧୀନତାକୁ ଦମନ କରାଯାଇଛି: ଚିଦାମ୍ବରମ…

ନୂଆଦିଲ୍ଲୀ,୬।୮ : କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ ରବିବାର ଭାରତରେ ସ୍ବାଧୀନତାକୁ ଦମନ କରାଯାଉଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ସରକାର କହିଛନ୍ତି ଧାରା ୩୭୦ ରଦ୍ଦ ହେବା ଦ୍ୱାରା ଜମ୍ମୁ-କଶ୍ମୀରରେ ଶାନ୍ତି ଆଣିଛି। କିନ୍ତୁ ପ୍ରକୃତ ପକ୍ଷେ ସାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?