ଜାତୀୟ

ଶିବକୁମାରଙ୍କ ବିରୋଧରେ ସିବିଆଇ ପିଟିଶନ ଖାରଜ

ନୂଆଦିଲ୍ଲୀ,୧।୮: କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ବିରୋଧରେ ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଲଗାଇଥିବାବେଳେ ତଦନ୍ତକାରୀ ସଂସ୍ଥା ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ସର୍ବୋଚ୍ଚ ଅଦାଲତ ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାକୁ ସୋମବାର ମନା କରିଛନ୍ତି। ଜଷ୍ଟିସ…

ଛାତ୍ରୀଙ୍କ ବୋତଲରେ ପରିସ୍ରାକୁ ନେଇ ଉତ୍ତେଜନା

ଜୟପୁର,୧।୮:ରାଜସ୍ଥାନର ଭିଲଓ୍ବାରା ଜିଲା ଅନ୍ତର୍ଗତ ଏକ ସ୍କୁଲରେ କେତେଜଣ ଛାତ୍ର ଅନ୍ୟ ସମ୍ପ୍ରଦାୟର ଜଣେ ଛାତ୍ରୀଙ୍କ ପାଣି ବୋତଲରେ ପରିସ୍ରା ପୂରାଇବା ଘଟଣାକୁ ନେଇ ସୋମବାର ଉକ୍ତ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ଜଣେ ଛାତ୍ରଙ୍କ ଘରେ…

ନୁହ ହିଂସା: ସକାଳ ୧୧ଟାରେ ଏସପିଙ୍କ ସହ ଉଭୟ ପକ୍ଷର ବୈଠକ, ସ୍କୁଲ କଲେଜ ବନ୍ଦ

ଚଣ୍ଡିଗଡ଼,୧।୮: ହରିୟାଣାର ନୁହ ଜିଲାର ଡେପୁଟି କମିଶନର ପ୍ରଶାନ୍ତ ପାୱାର ଏବଂ ଏସପି ନରେନ୍ଦ୍ର ସିଂ ବିଜାରଣିୟା ସୋମବାର ବିଳମ୍ବିତ ସାରେ ବ୍ରୁଜମଣ୍ଡଳ ଧାର୍ମିକ ଯାତ୍ରା ସମୟରେ ଉତ୍ତେଜନା ସହ ଜଡିତ ଉଭୟ ପକ୍ଷଙ୍କ ସହ ଶାନ୍ତି ଆଲୋଚନା କରିଥିଲେ। ଏହି…

ମୋ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ, ୧ା୮ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ସଭାପତି ବ୍ରିଜଭୂଷଣ ଶରଣ ସିଂ ଆଗାମୀ ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନରେ ତାଙ୍କ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁ ନାହାନ୍ତି, କିନ୍ତୁ ତାଙ୍କ ଗ୍ରୁପ୍‌କୁ ୨୫ ରାଜ୍ୟ ଆସୋସିଏଶନରୁ ୨୨ଙ୍କ ସମର୍ଥନ ରହିଛି। ମହାସଂଘର ବିଭିନ୍ନ…

ଆଜି ମୋଦିଙ୍କୁ ମିଳିବ ଲୋକମାନ୍ୟ ତିଲକ ପୁରସ୍କାର, ଶରଦ ପାଓ୍ବାର ହେବେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଙ୍ଗଳବାର ପୁଣେରେ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯିବ। ଏହି ସମୟରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ମଧ୍ୟ ମଞ୍ଚରେ ମୁଖ୍ୟ ଅତିଥି ରହିବାର କାର୍ଯ୍ୟକ୍ରମ ରହିଛି। ଏ…

ହରିୟାଣାରେ ଧର୍ମୀୟ ଶୋଭାଯାତ୍ରା ବେଳେ ହିଂସା

ନୂଆଦିଲ୍ଲୀ,୧।୮: ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା…

ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପଥର ମାଡ଼: ୨ ହୋମଗାର୍ଡ ମୃତ

ଚଣ୍ଡିଗଡ,୧।୮: ହରିୟାଣାର ନୁହରେ ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏହି ସଂଘର୍ଷରେ ୨ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ଗୁରୁଗ୍ରାମର ପୋଲିସ ଟିମ ମଓ୍ବେତକୁ ଯାଉଥିବାବେଳେ ଏହି ଘଟଣା ଘଟିଛି। ହୋମଗାର୍ଡ ନୀରଜ ଏବଂ ହୋମ…

ବ୍ରିଜ୍‌ ନିର୍ମାଣବେଳେ ଖସିଲା ମେଶିନ: ୧୫ ମୃତ

ଥାନେ,୧।୮: ମହାରାଷ୍ଟ୍ରର ଥାନେ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ୍‌ ନିର୍ମାଣ ସମୟରେ ଗାର୍ଡର ଲଞ୍ଚିଂ ମେଶିନ ଖସି ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଥାନେର ଶାହପୁର ନିକଟରେ ସମୃଦ୍ଧି ଏକ୍ସପ୍ରେସ ରାଜପଥର…

ବିଧାନସଭା ନିର୍ବାଚନ ପାଇଁ ୫ ରାଜ୍ୟରେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା କଂଗ୍ରେସ

ଜୟପୁର,୩୧।୭: ଆଗାମୀ ଦିନରେ ରାଜସ୍ଥାନ ସମେତ ଆଉ କେତେକ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାର ପ୍ରସ୍ତୁତି ସ୍ବରୂପ ଉକ୍ତ ରାଜ୍ୟରେ କଂଗ୍ରେସ ସୋମବାର ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିଷ୍ପତ୍ତି କ୍ରମେ ଏହି ଦାୟିତ୍ୱ…

ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଏହି ଦାବି କଲେ ଅଭିଯୋଗକାରୀ

ନୂଆଦିଲ୍ଲୀ,୩୧।୭: ମୋଦି ଉପନାମ ସହ ଜଡିତ ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆବେଦନ ଉପରେ ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦି ସୁପ୍ରିମକୋର୍ଟରେ ନିଜର ଜବାବ ଦାଖଲ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ଆବେଦନକୁ ଖାରଜ କରିବା ପାଇଁ ଅଭିଯୋଗକାରୀ ସର୍ବୋଚ୍ଚ ନ୍ୟାୟାଳୟରେ…

ଯାନ୍ତ୍ରିକ ତ୍ରୁଟି ଯୋଗୁ ଅବତରଣ କଲା ବିମାନ, ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଥିରୁଭାନନ୍ତପୁରମ୍‌, ୩୧।୭: ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଉଡ଼ାଣ ପରେ ସୋମବାର ଯାନ୍ତ୍ରିକ ତ୍ରୁଟି କାରଣରୁ ଥିରୁଭାନନ୍ତପୁରମ୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛି। ବିମାନଟି ନିରାପଦରେ ଅବତରଣ କରିଛି। ୧୫୪ ଜଣ ଯାତ୍ରୀଙ୍କୁ ଧରି ବିମାନଟି ତିରୁଚିରାପଲ୍ଲୀରୁ ଶାରଜାହା ଅଭିମୁଖେ ଯାଉଥିଲା।…

ଶୋଭାଯାତ୍ରା ବେଳେ ଉତ୍ତେଜନା: ଇଣ୍ଟରନେଟ୍‌ ସେବା ବନ୍ଦ, ୧୪୪ ଧାରା ଲାଗୁ

ଚଣ୍ଡିଗଡ,୩୧।୭: ହରିୟାଣାର ନୁହରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷର ଖବର ସାମ୍ନାକୁ ଆସୁଛି। ପୋଲିସ ଘଟଣାସ୍ଥଳରେ ମଧ୍ୟ ଉପସ୍ଥିତ ଅଛି। କୁହାଯାଉଛି ଯେ ବ୍ରିଜ ମଣ୍ଡଳ ଯାତ୍ରା ସମୟରେ ଏହି ପଥର ଫିଙ୍ଗିବା ଓ ଗୁଳିକାଣ୍ଡ ହୋଇଥିଲା। ସୂଚନା ଅନୁଯାୟୀ, ପ୍ରତିବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?