ଜାତୀୟ

ମୋଦି ଶୋଇଛନ୍ତି, ସିବିଆଇ ପାରିବ ତ

ନୂଆଦିଲ୍ଲୀ/ଲଣ୍ଡନ/ଇମ୍ଫାଲ,୨୮।୭(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):ଗୁଳିଗୋଳା ଫୁଟିବାର ଶବ୍ଦ ସହ ସକାଳ ହୁଏ। ବଞ୍ଚତ୍ବା ପାଇଁ ଦିନସାରା ସଂଘର୍ଷ ଏବଂ ମୃତ୍ୟୁ ଆତଙ୍କରେ ରାତି ପାହେ। ଭାରତୀୟ ଜନତା ପାର୍ଟି (ଭାଜପା) ଶାସିତ ଏହି ଉତ୍ତର-ଭାରତୀୟ ରାଜ୍ୟର ନାମ ମଣିପୁର, ଯେଉଁଠି ମେ’ ୩ରୁ…

ପୁଣି କୁକି-ମେଇତି ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ: ଜଣେ ମୃତ, ୩ ଆହତ

ଇମ୍ଫାଲ,୨୮।୭:ମଣିପୁରର ଚୁରାଚାନ୍ଦପୁର ଜିଲାର ସୀମାନ୍ତ ଅଞ୍ଚଳରେ କୁକି ଏବଂ ମେଇତି ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପୁଣି ସଂଘର୍ଷ ଘଟିଛି। ଉୟଭ ସମ୍ପ୍ରଦାୟ ମଧ୍ୟରେ ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତି…

୮ ମାସର ପୁଅକୁ ବିକି ଆଇଫୋନ କିଣିଲେ ମା’, ଆଉ ତା’ପରେ…

କୋଲକତା,୨୮।୭: କୋଲମତାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଆଇଫୋନ କିଣିବାର ନିଶାରେ ଜଣେ ମା’ ନିଜ ଆଠ ମାସର ପୁଅକୁ ବିକ୍ରି କରିଛନ୍ତି। ଦାମୀ ଫୋନରୁ ସୁନ୍ଦର ରିଲ ତିଆରି କରିବା ପାଇଁ ସେ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି।…

ଶ୍ରୀନଗରରେ ବାହାରିଲା ମହରମ ଶୋଭାଯାତ୍ରା

ଶ୍ରୀନଗର,୨୭ା୭: ଦୀର୍ଘ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ବର୍ଷ ପରେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶିୟା ସମ୍ପ୍ରଦାୟ ପକ୍ଷରୁ ଗୁରୁବାର ମହରମ ଶୋଭାଯାତ୍ରା ବାହାର କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ଆୟୋଜିତ ଶୋଭଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଲାଲ୍‌ଚୌକ ଅଞ୍ଚଳ ଦେଇ…

ଜମ୍ମୁ -କଶ୍ମୀରରୁ ଟଳିନି ଅଲ-କାଏଦାର ଭୟ, ଭାରତୀୟ ଉପମହାଦ୍ୱୀପରେ ୨୦୦ ଆତଙ୍କବାଦୀ ମହଜୁଦ: ସଂଯୁକ୍ତ ରାଷ୍ଟ୍ର

ଶ୍ରୀନଗର,୨୭।୭: ସାରା ବିଶ୍ୱରେ ଧାର୍ମିକ ଆତଙ୍କବାଦକୁ ପ୍ରୋତ୍ସାହିତ କରିବାରେ ଜଡିତ ଥିବା ଆତଙ୍କବାଦୀ ସଂଗଠନ ଅଲ-କାଏଦା ପକ୍ଷରୁ ବର୍ତ୍ତମାନ କୌଣସିି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହେଉନାହିଁ। କିନ୍ତୁ ଏହାର ବିପଦ ଦୁନିଆରୁ କିମ୍ବା ଭାରତରୁ ଶେଷ ହୋଇନାହିଁ। ଏହି ସଂଗଠନ ଏବେବି…

୩ ବଡ଼ ଅର୍ଥବ୍ୟବସ୍ଥାରେ ସାମିଲ ହେବ ଭାରତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତ୍ୟଧିକ ଆତ୍ମବିଶ୍ୱାସରେ କହିଛନ୍ତି ଯେ, କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ତାଙ୍କ ସରକାର ରହିବ ଏବଂ ତାଙ୍କର ତୃତୀୟ କାର୍ଯ୍ୟକାଳରେ ଭାରତ ବିଶ୍ୱର ତିନୋଟି ବଡ ଅର୍ଥନୀତିରେ ସାମିଲ ହେବ। ଏହା ମୋଦିଙ୍କ ଗ୍ୟାରେଣ୍ଟି…

ମଣିପୁର ଭାଇରାଲ ଭିଡିଓ ମାମଲାରେ ଯାଞ୍ଚ କରିବ ସିବିଆଇ

ନୂଆଦିଲ୍ଲୀ,୨୭।୭: ମଣିପୁର ହିଂସା ମଧ୍ୟରେ ନିକଟରେ ଭାଇରାଲ ହୋଇଥିବା ଏକ ଭିଡିଓ ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବଡ ପଦକ୍ଷେପ ନେଇଛି। ଏ ମାମଲା ସାମ୍ନାକୁ ଆସିବା ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହାର ତଦନ୍ତ ସିବିଆଇକୁ ଦେଇଛି। ଏହା ସହିତ…

ଜ୍ଞାନବ୍ୟାପୀ ସର୍ଭେ ମାମଲାର ଶୁଣାଣି ଶେଷ, ଅଗଷ୍ଟ ୩ରେ ଆସିବ ରାୟ

ବାରାଣସୀ,୨୭।୭: ବାରାଣସୀ ସ୍ଥିତ ଜ୍ଞାନବ୍ୟାପୀ ମସଜିଦ ପରିସରର ବୈଜ୍ଞାନିକ ସର୍ଭେ ମାମଲାରେ ଆହ୍ଲାବାଦ କୋର୍ଟର ମୁଖ୍ୟ ବିଚାରପତି ପ୍ରିତିଙ୍କର ଦିବାକର ଗୁରୁବାର ଏହାର ଶୁଣାଣି ଶେଷ କରିଛନ୍ତି। ଅପରାହ୍ନ ପ୍ରାୟ ସାଢେ ୫ଟାରେ ଶୁଣାଣି ଶେଷ କରି ସେ କହିଥିଲେ କି…

୨୦୨୪ ମିଶନ ପାଇଁ ଭାଜପାର ‘ଏନ ମନ, ଏନ ମକ୍କାଲ’ ଯାତ୍ରା, ରାମେଶ୍ୱରମରୁ ଆରମ୍ଭ କରିବେ ଶାହା

ମଦୁରାଇ,୨୭।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପାର ତଥା ନିଜର ଲୋକପ୍ରିୟତା ବଢାଇବାକୁ ନେଇ ‘ଏନ ମନ, ଏନ ମକ୍କାଲ’(ମୋ ଭୂମି, ମୋ ଲୋକ) ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହାର ଆରମ୍ଭ ୨୮…

ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଗୁଜରାଟର ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ରଭାଇ ପଟେଲ, କେନ୍ଦ୍ର ନାଗରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ବହୁ ବରିଷ୍ଠ ଭାଜପା ନେତା ତାଙ୍କ…

ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ଜାପାନ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୭।୭: ଜାପାନର ବୈଦେଶିକ ମନ୍ତ୍ରୀ ହୟାଶି ୟୋଶିମାସା ଗୁରୁବାର ସନ୍ଧ୍ୟାରେ ଦୁଇ ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିବେ। ଗୁରୁବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରେସ ରିଲିଜରେ ଏହି ସୂଚନା ଦିଆଯାଇଛି। ଗୁରୁବାର ସନ୍ଧ୍ୟାରେ ସେ ଇନ୍ଦିରା…

ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପଦରେ ରହିବେ ଇଡି ନିର୍ଦ୍ଦେଶକ ଏସ.କେ ମିଶ୍ରା, କୋର୍ଟ ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୨୭।୭: ସୁପ୍ରିମକୋର୍ଟ ଇଡି ନିର୍ଦ୍ଦେଶକ ଏସ.କେ ମିଶ୍ରାଙ୍କୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ଇଡି ନିର୍ଦ୍ଦେଶକ ପଦରେ ରହିବାକୁ ଅନୁମତି ଦେଇଛନ୍ତି। କେନ୍ଦ୍ର ସରକାର ଇଡି ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରିଥିଲେ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?