ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍
ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ ପିଲାମାନଙ୍କୁ ପ୍ରଭାବିତ କରି ତାମିଲନାଡୁର ମୁଖ୍ୟମନ୍ତ୍ରୀ ହୋଇଥିବା ସେ କହିଛନ୍ତି। ତାଞ୍ଜାଭୁରରେ ଏକ…
ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ
ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି ନିର୍ମମ ଭାବେ ନିର୍ଯାତନା ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ସଂଘାତିକ…
ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…
ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ସମାରୋହର ଏକ ବିଶେଷ…
୧୪ ବର୍ଷ ଝିଅର କଥା ଶୁଣି ଚୁପ୍ଚାପ୍ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା
ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ ନେଇଛନ୍ତି ଯାହା ସାଧାରଣ ଲୋକଙ୍କଠାରୁ ପ୍ରଶଂସା ପାଇଛି। ବିଶେଷକରି ବିଜୟ ତାଙ୍କ ଭିଆଇପି…
ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା
କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ ସହାୟତା, ବସ୍ରେ ମାଗଣା ଯାତ୍ରା ଏବଂ ୭ମ ରାଜ୍ୟ ବେତନ କମିଶନ ଗଠନ…
ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା
ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ମୃତକ ହେଲେ ୧୭ ବର୍ଷୀୟ ନାବାଳିକା ମେଘନା । ହତ୍ୟାକାରୀ ହେଉଛନ୍ତି…
୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ
ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ ତିଷ୍ଠିବ ନାହିଁ। ଏହି ଭବିଷ୍ୟବାଣୀ ଡିଏମକେର ବରିଷ୍ଠ ନେତା ଏବଂ ତିରୁଚେନ୍ଦୁର ବିଧାୟକ…
ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ
ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ ପାଗ ଧାରାକୁ ପ୍ରଭାବିତ କରୁଛି, ଏବଂ ଆଗାମୀ ଦିନରେ ସମଗ୍ର ରାଜ୍ୟରେ ଆହୁରି…
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ
ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ ରାଜ୍ୟର ୟୁଡିଏଫ ସରକାରଙ୍କ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର…
ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ? ରୁଷିଆ ତେଲ କିଣି ପାରିବନି ଭାରତ!
ନୂଆଦିଲ୍ଲୀ,୧୮।୫: ହର୍ମୁଜ ପ୍ରଣାଳୀରେ ଅବରୋଧ ଯୋଗୁ, ବିଶ୍ୱ ତୈଳ ସଙ୍କଟ ଗଭୀର ହେଉଛି, ତଥାପି ଏହାର ସମାଧାନର କୌଣସି ଦୃଶ୍ୟ ଦେଖାଯାଉ ନାହିଁ। ପ୍ରାରମ୍ଭରେ, କିନ୍ତୁ, ଆମେରିକା କିଛି ରାଷ୍ଟ୍ର ଉପରେ ଲଗାଯାଇଥିବା ତୈଳ ରପ୍ତାନି ପ୍ରତିବନ୍ଧକକୁ ଉଠାଇ ଦେଇଥିଲା ଯେଉଁଥିରେ…
ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ
ଯୋଧପୁର,୧୮ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଗ୍ରାମାଞ୍ଚଳରେ ବହୁବର୍ଷ ଧରି ଗଣବଳାତ୍କାର ଓ ବ୍ଲାକ୍ମେଲ୍ର ସମ୍ମୁଖୀନ ହୋଇଆସୁଥିବା ୨ ଭଉଣୀ ବାରମ୍ବାର ଥାନାର ଦ୍ୱାରସ୍ଥ ହେବା ସତ୍ତ୍ୱେ ନ୍ୟାୟ ନ ପାଇବାରୁ ଶେଷରେ ଜୀବନ ହାରିଛନ୍ତି। ଗତ ମାର୍ଚ୍ଚରେ ବଡ଼ ଭଉଣୀ ଆତ୍ମହତ୍ୟା…
ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ
ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି ରହିଥିବା ସମୟରେ ଜଳିଯାଇଥିଲା। କୋଚରେ ନିଆଁ ଲାଗିବା ମାତ୍ରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ…

