ଜାତୀୟ

ପ୍ରେମିକଙ୍କୁ ଭେଟିବା ଲାଗି ଗାଁର ବିଜୁଳି କାଟୁଥିଲେ ଯୁବତୀ

ପାଟନା,୨୪ା୭ : ବିହାର ବେଟ୍ଟିହା ଅଞ୍ଚଳର ପ୍ରୀତି ନାମ୍ନୀ ଯୁବତୀ ତାଙ୍କ ପ୍ରେମିକ ରାଜକୁମାରଙ୍କୁ ଅନ୍ଧାର ମଧ୍ୟରେ ଭେଟିବା ପାଇଁ ସାରା ଗାଁର ବିଜୁଳି କାଟିଦେଉଥିଲେ। ବାରମ୍ବାର ବିଜୁଳି କଟୁଥିବାରୁ ଗାଁ ଲୋକେ ଅତିଷ୍ଠ ହୋଇପଡ଼ିଥିଲେ। ଶେଷରେ ଗାଁ ଲୋକେ ପ୍ରେମୀଯୁଗଳଙ୍କୁ…

୭ ଦେଶ ବୁଲି ୧.୭୯ କୋଟି ଖର୍ଚ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ଏବଂ ଜୁଲାଇ ମାସରେ ଆମେରିକା, ଫ୍ରାନ୍ସ ସମେତ ୭ ରାଷ୍ଟ୍ର ଗସ୍ତ କରିଥିଲେ। ଏ ବାବଦରେ କେନ୍ଦ୍ର ସରକାର ୧.୭୯ କୋଟି ଟଙ୍କା ବ୍ୟୟ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ମେ’…

ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ିବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୨୪ା୭ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପ୍ରେରଣ କରିଥିବା ଚନ୍ଦ୍ରୟାନ-୩ ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ି ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବା ପାଇଁ ଅଗ୍ରସର ହେଉଛି। ଧୀରେ ଧୀରେ ଏହା ଚନ୍ଦ୍ରର ନିମ୍ନ କକ୍ଷପଥକୁ ଯିବା ସହ ଅଗଷ୍ଟ…

ସେକ୍ସ ସିନ୍‌ ବେଳେ ଗୀତା ପାଠକୁ ବିରୋଧ

ନୂଆଦିଲ୍ଲୀ,୨୪ା୭: ବିଶ୍ୱର ପ୍ରଥମ ପରମାଣୁ ବୋମାର ମାଷ୍ଟରମାଇଣ୍ଡ ରବର୍ଟ ଓପେନ୍‌ହାଇମରଙ୍କ ବାୟୋପିକ୍‌ (ଆତ୍ମଜୀବନୀ ଚଳଚ୍ଚିତ୍ର) ଶୁକ୍ରବାର ରିଲିଜ୍‌ ହୋଇଛି। ଏହା ଭଲ ରେଟିଂ ହାସଲ କରିବା ସହ ବକ୍ସ ଅଫିସ୍‌ରେ ଚହଳ ସୃଷ୍ଟି କରିଛି। କିନ୍ତୁ ଏହାର ଏକ ବିବାଦୀୟ ସିନ୍‌…

ବିଦେଶ ଯାଉଛନ୍ତି, ମଣିପୁର ଆସନ୍ତୁ

ଇମ୍ଫାଲ/କୋଲକାତା/ନୂଆଦିଲ୍ଲୀ,୨୪ା୭: ମେଇତି ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ମାନ୍ୟତା ଦାବି କରିବା ପରେ ମଣିପୁର ହାଇକୋର୍ଟଙ୍କ ଏ ସମ୍ପର୍କିତ ରାୟ ଉତ୍ତର-ପୂର୍ବ ରାଜ୍ୟରେ ନିଅଁା ଲଗାଇ ଦେଇଥିଲା। ମେ’ ୩ରୁ ଜାତିଆଣ ହିଂସା ଏବଂ ଯୌନହିଂସାରେ ମଣିପୁର ଜଳୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୩ା୭: ହରିୟାଣାର ହାଥନିକୁଣ୍ଡ ବ୍ୟାରେଜରୁ ୨ ଲକ୍ଷ କ୍ୟୁସେକ୍‌ ଜଳ ଛଡ଼ାଯିବା ପରେ ଦିଲ୍ଲୀରେ ଯମୁନା ଜଳସ୍ତର ପୁଣିଥରେ ବିପଦ ସଙ୍କେତ ଅତିକ୍ରମ କରିଛି। ରବିବାର ଅପରାହ୍ନରେ ଜଳସ୍ତର ୨୦୬.୨୬ ମିଟର ହୋଇଥିବା ବେଳେ ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଜଳସ୍ତର…

ପ୍ରେମିକଙ୍କୁ ଭେଟିବା ପାଇଁ ଗାଁର ଲାଇନ୍‌ କାଟିଦେଉଥିଲେ ପ୍ରେମିକା

ପାଟନା,୨୩ା୭: ପ୍ରେମ ପାଇଁ ସବୁ କିଛି କରିହୁଏ। ଏପରି ଏକ ଚାଞ୍ଚଲ୍ୟକର ଘଟଣା ବିହାର ବେଟ୍ଟିହା ଅଞ୍ଚଳରୁ ସାମ୍ନାକୁ ଆସିଛି। ପ୍ରୀତି ନାମ୍ନୀ ଜଣେ ଯୁବତୀ ପ୍ରେମିକ ରାଜକୁମାରଙ୍କୁ ଭେଟିବାକୁ ରାତିରେ ଗାଁର ଲାଇନ୍‌ କାଟି ଦେଉଥିଲେ। ଏନେଇ ଗ୍ରାମବାସୀଙ୍କୁ ସନ୍ଧାରେ…

ପୁଣି ବିପଦ ସଙ୍କେତ ଡେଇଁଲା ଯମୁନା

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ ବନ୍ୟା ପରିସ୍ଥିତି ସୁଧୁରିବାର ନାଁ ଧରୁନି। ରବିବାର ଯମୁନା ନଦୀର ଜଳ ସ୍ତର ପୁଣି ଥରେ ବିପଦ ସଙ୍କେତ ଅତିକ୍ରମ କରିଛି। ଫଳରେ ପ୍ରଶାସନ ତଳି ଅଞ୍ଚଳଗୁଡିକୁ ସ୍ଥାନାନ୍ତର କରିବାକୁ ଘୋଷଣା କରିଛି। ଆଜି ଅପରାହ୍ନ ୪ଟାରେ…

ଓମେନ୍‌ ଚାଣ୍ଡିଙ୍କ ମୃତ୍ୟୁ ପରେ ପୁଥୁପାଲ୍ଲୀ ଆସନରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ? ସ୍ପଷ୍ଟ କଲେ କେ ସୁଧାକରନ

ଥିରୁଭାନନ୍ତପୁରମ୍‌,୨୩।୭: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେରଳ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ମୃତ୍ୟୁ ପରେ ତାଙ୍କ ନିର୍ବାଚନମଣ୍ଡଳୀ ପୁଥୁପାଲ୍ଲୀରୁ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେନେଇ ଚର୍ଚ୍ଚା ଜୋର ଧରିଛି। ମାତ୍ର କଳ୍ପନାଜଳ୍ପନାର କିଛି ଘଣ୍ଟା ପରେ କେରଳ ପ୍ରଦେଶ…

୪ ମିନିଟ୍‌ ୩୮ ସେକେଣ୍ଡରେ ଯୁବକଙ୍କୁ ୬୦ଥର ଜୋତାରେ ପିଟିଲେ ପୋଲିସ

ଲକ୍ଷ୍ନୌ,୨୩।୭: ଉତ୍ତର ପ୍ରଦେଶର ହରଦୋଇ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ମଦ୍ୟପ ଯୁବକ ରାସ୍ତାରେ ଲୋକଙ୍କୁ ହଇରାଣ କରୁଥିଲେ। ଏନେଇ ସ୍ଥାନୀୟ ଲୋକେ ସାଧା ପୋଷାକରେ ଥିବା ଜଣେ ପୋଲିସକର୍ମୀଙ୍କ ନିକଟରେ ଅଭିଯୋଗ କରିଥିଲେ। ପୋଲିସକର୍ମୀ ଜଣଙ୍କ…

ମହିଳାଙ୍କ ବିରୋଧରେ ଅତ୍ୟାଚାର ପ୍ରସଙ୍ଗରେ କରା ନ ଯାଉ ରାଜନୀତି, ବିରୋଧୀଙ୍କୁ ହାତଯୋଡି ଅନୁରୋଧ କଲେ ଅନୁରାଗ

ନୂଆଦିଲ୍ଲୀ,୨୩।୭: ମଣିପୁରରେ ଜାତୀୟ ହିଂସାକୁ ନେଇ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ଗୃହ ମୁଲତବୀ ହେବା ଜାରି ରହିଥିବା ବେଳେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରବିବାର ବିରୋଧୀଙ୍କୁ ହାତ ଯୋଡି ଅନୁରୋଧ କରିଛନ୍ତି କି ସେମାନେ ବି ଏହି ବତର୍କରେ ସାମିଲ…

ଦୀର୍ଘ ୮ ଘଣ୍ଟାର ପରିଶ୍ରମ ପରେ ବୋରଓ୍ବେଲରୁ ଉଦ୍ଧାର ହେଲା ୩ ବର୍ଷର ଶିଶୁ

ପାଟନା,୨୩।୭: ଦୀର୍ଘ ୮ ଘଣ୍ଟାର ପରିଶ୍ରମ ପରେ ବୋରଓ୍ବେଲରୁ ଉଦ୍ଧାର ହେଲେ ୩ ବର୍ଷର ଶିଶୁ। ନାଳନ୍ଦା ଥାନା ଅନ୍ତର୍ଗତ କୁଳଭଦାରୀ ଗ୍ରାମରେ ଏହି ଘଟଣା ଘଟିଛି। ୪୦ ଫୁଟ ଗଭୀର ବୋରଓ୍ବେଲ୍‌ ଭିତରେ ଖସିପଡିଥିବା ଶିବମ ନାମକ ଏହି ଶିଶୁଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?