ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…
ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାକୁ ନେଇ ପାଣିପାଗ ବିଭାଗର ନଜର ରହିଛି…
PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି
ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ ସଂସ୍କରଣରେ ସେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଏବଂ…
୩୦ରେ ଇଣ୍ଡିଆ ବ୍ଲକ୍ର ବୈଠକ, ହେବ ବଡ଼ ଆଲୋଚନା
ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ଦେଖାଦେଇଥିବା ଉଦ୍ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଆସନ୍ତା ୩୦ରେ ବିରୋଧୀ ଇଣ୍ଡିଆ ବ୍ଲକ୍ର ବୈଠକ ବସିପାରେ ବୋଲି ଏକ ସୂତ୍ରରୁ…
ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!
ନୂଆଦିଲ୍ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…
ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ
ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କଲା। ପୋଲିସ ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି…
ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’
କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗା ଯାଇଥିଲା। ଏହି ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ…
ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ
ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…
ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…
ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ ମହିଳାଙ୍କ ସହ ସମ୍ପର୍କ (ଏକ୍ସଟ୍ରା-ମାରିଟାଲ ଆଫେୟାର୍) ନେଇ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି ଏବଂ…
ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…
ନୂଆଦିଲ୍ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ ବଡ଼ ଭୂମିକା ରହିଛି। ଚାଷକାର୍ଯ୍ୟଠାରୁ ଆରମ୍ଭ କରି ପିଇବା ପାଣି, ମାଛ ଚାଷ…
‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା
ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ କଟାକ୍ଷ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ପ୍ରଶଂସା କରି ଭଟ୍ଟାଚାର୍ଯ୍ୟ…
ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ
କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ ମଦ ପିଇବା ଫଳରେ ଅତିକମରେ ୧୯ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ…
ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’
ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ପ୍ରଶ୍ନ ଉଠାଇଥିଲେ ଯେ ଭୋଟର ପଞ୍ଜୀକରଣ ଅଭିଯାନ କାହିଁକି…

