ଜାତୀୟ

ଇଣ୍ଡିଆ ନାଁକୁ ବିରୋଧ କରୁଥିବା ଲୋକଙ୍କ ଭିତରେ ଦେଶଭକ୍ତି ନାହିଁ: ସଞ୍ଜୟ

ମୁମ୍ବାଇ,୧୯।୭: ବେଙ୍ଗାଲୁରୁରେ ବିରୋଧୀ ଦଳର ବୈଠକରେ ୨୦୨୪ ପାଇଁ ଏକ ନୂତନ ମେଣ୍ଟ ଗଠନ କରାଯାଇଛି। ଏହାର ନାମ ହେଉଛି ଇଣ୍ଡିଆନ ନ୍ୟାଶନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ ଅର୍ଥାତ୍‌ ଇଣ୍ଡିଆ। ମେଣ୍ଟ ର ନାମ ଘୋଷଣା ହେବା ପରଠାରୁ ଭାଜପା କ୍ରମାଗତ…

କେଜରିଓ୍ବାଲଙ୍କ ହାତରେ ତ୍ରିରଙ୍ଗା: ହମ୍‌ ହୈ ଟିମ୍‌ ଇଣ୍ଡିଆ ଓ୍ବାଲେ, ‘ଜିତେଗା ଭାରତ’ ଟ୍ୟାଗଲାଇନ ଚୟନ…

ନୂଆଦିଲ୍ଲୀ,୧୯।୭ : ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ପରେ ଗ୍ରାଣ୍ଡ ଆଲାଇନ୍ସର ନାମ ଇଣ୍ଡିଆ ଘୋଷଣା କରାଯାଇଛି। ଏହି ମର୍ମରେ ବୁଧବାର ଆମ ଆଦମୀ ପାର୍ଟି ଦ୍ୱାରା ଏକ ପୋଷ୍ଟର ରିଲିଜ ହୋଇଛି ଯେଉଁଥିରେ ଦଳର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ସ୍ମାର୍ଟଫୋନ୍‌ରେ ଶପିଂ ସାଇଟ୍‌ ଅଧିକ ସର୍ଚ୍ଚ କରୁଛନ୍ତି ଭାରତୀୟ…

ନୂଆଦିଲ୍ଲୀ,୧୯।୭ : ସ୍ମାର୍ଟଫୋନ ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇପାରିଛି। ପ୍ରତିଦିନ ଫୋନ ବ୍ୟବହାର ବହୁବିଧ କ୍ଷେତ୍ରରେ କରାଯାଇଥାଏ। ଯେପରିକି ସାଇଟ୍‌ ସର୍ଚ୍ଚ, ସୋସିଆଲ ମିଡିଆ ପରିଦର୍ଶନ, ଖେଳ ଖେଳିବା ଏବଂ ଭିଡିଓ ଦେଖିବା ଇତ୍ୟାଦି। ନିକଟରେ ଏକ ଅନୁସନ୍ଧାନ…

କର୍ନାଟକ ଆତଙ୍କବାଦୀଙ୍କ ପେଣ୍ଠସ୍ଥଳ ପାଲଟିଲାଣି : ଭାଜପା

ବାଙ୍ଗାଲୁରୁ,୧୯।୭: ଦେଶ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ସନ୍ଦେହରେ କେନ୍ଦ୍ରୀୟ ଅପରାଧ ଶାଖା(ସିସିବି) ବାଙ୍ଗାଲୁରୁରୁ ୫ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହାକୁ ନେଇ ରାଜ୍ୟର କଂଗ୍ରେସ ସରକାରଙ୍କୁ ସମାଲୋଚନା କରିଛନ୍ତି ଭାଜପା ବିଧାୟକ ଆର୍‌. ଅଶୋକ। କର୍ନାଟକ ଆତଙ୍କବାଦୀଙ୍କ…

ଇଣ୍ଡିଆ ନାମ ନୀତୀଶଙ୍କୁ ନୁହେଁ ପସନ୍ଦ…

ପାଟନା,୧୯।୭ : ସୂତ୍ରରୁ ପ୍ରକାଶ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିରୋଧୀ ଦଳକୁ ଦିଆଯାଇଥିବା ଇଣ୍ଡିଆ ଇଣ୍ଡିଆ (ଇଣ୍ଡିଆନ ନ୍ୟାଶନାଲ ଡେମୋକ୍ରାଟିକ ଇନକ୍ଲୁସିଭ ଆଲାଏନ୍ସ) (ଆଇଏନଡିଆଇଏ) ନାମରେ ଖୁସି ନୁହଁନ୍ତି। ବେଙ୍ଗାଲୁରୁରେ ଅନୁଷ୍ଠିତ ଦ୍ୱିତୀୟ ବିରୋଧୀ ବୈଠକରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…

ନୀତୀଶ କୁମାର ହେବେ ‘ଇଣ୍ଡିଆ’ର ସଂଯୋଜକ

ନୂଆଦିଲ୍ଲୀ,୧୯।୭: ବିରୋଧୀ ଦଳର ମେଣ୍ଟ ‘ଇଣ୍ଡିଆ’ର ପରବର୍ତ୍ତୀ ବୈଠକରେ ନୀତୀଶ କୁମାରଙ୍କୁ ସଂଯୋଜକ ଭାବେ ଘୋଷଣା କରାଯାଇପାରେ। ସୂତ୍ରରୁ ପ୍ରକାଶ ଯେ ନୀତୀଶଙ୍କୁ ସଂଯୋଜକ କରିବା ନେଇ ନିଷ୍ପତ୍ତି ହୋଇଛି। ମୁମ୍ବାଇରେ ଏହାର ଘୋଷଣା କରାଯିବ। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ଏନ୍‌ଡିଏ, ବିରୋଧୀ ଦଳ ବୈଠକରୁ କାହିଁକି ନିଜକୁ ଦୂରେଇ ରଖିଲେ ମାୟାବତୀ, କହିଲେ କାରଣ…

ଲକ୍ଷ୍ନୌ,୧୯।୭: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ୨୬ ବିରୋଧୀ ଦଳ ବେଙ୍ଗାଲୁରୁରେ ଏକ ବୈଠକ କରିଥିଲେ। ଅନ୍ୟପକ୍ଷରେ ମଙ୍ଗଳବାର ସନ୍ଧ୍ୟାରେ ଦିଲ୍ଲୀରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏନ୍‌ଡିଏ ବୈଠକରେ ମୋଟ ୩୮ଟି ଦଳ…

ଯୋଧପୁରରେ ଲୋମଟାଙ୍କୁରା ଘଟଣା: ୬ ମାସର ଶିଶୁ ସମେତ ପୁରା ପରିବାରକୁ ହତ୍ୟା କରି ଜାଳିଦେଲେ

ଯୋଧପୁର,୧୯।୭: ରାଜସ୍ଥାନର ଯୋଧପୁରରେ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କୁ ଜିଅନ୍ତା ଜଳାଇଦେବା ଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ପରିବାରର ୪ ସଦସ୍ୟଙ୍କୁ ହତ୍ୟା କରିବା ସହ ଘର ଅଗଣାରେ ସେମାନଙ୍କୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ମୃତକଙ୍କ ମଧ୍ୟରେ…

ପାକିସ୍ତାନ ସେନାରେ ସୀମାଙ୍କ ପରିବାର: ଭାଇ କରାଚିରେ ସୈନିକ, ଦାଦା ଇସଲାମାବାଦରେ ଅଫିସର

ନୂଆଦିଲ୍ଲୀ,୧୯।୭: ପାକିସ୍ତାନରୁ ଭାରତ ଚାଲିଆସିଥିବା ସୀମା ହାଇଦରଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ଧରି ତାଙ୍କୁ ୟୁପି ଏଟିଏସ୍‌ ପଚରାଉଚରା କରୁଛି। ଏସବୁ ଭିତରେ ସୀମାଙ୍କ ପରିବାରରୁ ଦୁଇଜଣ ପାକିସ୍ତାନ ସେନାରେ ଥିବା ଜଣାପଡ଼ିଛି। ତାଙ୍କ ଦାଦା ସେନାରେ…

୫ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଧରିଲା ସିସିବି, ବିସ୍ଫୋରଣ କରିବାକୁ କରିଥିଲେ ଯୋଜନା

ବେଙ୍ଗାଲୁରୁ,୧୯।୭: କର୍ନାଟକର ବେଙ୍ଗାଲୁରୁରେ ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ୫ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ସୟଦ ସୁହେଲ, ଉମର, ଜାନିଦ, ମୁଦାସିର ଏବଂ ଜାହିଦ ବୋଲି ଚିହ୍ନଟ କରାଯାଇଛି। ବେଙ୍ଗାଲୁରୁରେ ବିସ୍ଫୋରଣ କରିବାକୁ ଦଳ ଯୋଜନା…

କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ, ଦୁଇ ପ୍ରବାସୀ ଶ୍ରମିକ ଆହତ

ଅନନ୍ତନାଗ,୧୯।୭: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଦୁଇଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି। ଖବରପାଇ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି…

ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ପୁଣେ ପୋଲିସ, ଏନ୍‌ଆଇଏର ଓ୍ବାଣ୍ଟେଡ୍‌ ଲିଷ୍ଟରେ ଥିଲା ନାଁ

ମୁମ୍ବାଇ,୧୯।୭: ମହାରାଷ୍ଟ୍ର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୁଣେ ପୋଲିସ ଦୁଇଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିବାବେଳେ ଆଉ ଜଣେ ଫେରାର ହୋଇଯାଇଥିବା ଜଣାପଡିଛି। ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀଙ୍କ ନାମ ଇମ୍ରାନ୍‌ ଖାନ୍‌ ଏବଂ ମହମ୍ମଦ ୟୁନୁସ ସାକି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?