ଜାତୀୟ

୮୪ ସେକେଣ୍ଡର ଅଭିଜିତ ମୂହୁର୍ତ୍ତକୁ ଅପେକ୍ଷା…

ଅଯୋଧ୍ୟା ,୨୨।୧ : ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଶୁଭ ମୂହୁର୍ତ୍ତକୁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହିତ ଅପେକ୍ଷା କରିଛନ୍ତି। ପ୍ରାଣ ପ୍ରତିଷ୍ଠା ପାଇଁ ୮୪ ସେକେଣ୍ଡ ଶୁଭ ଅଭିଜିତ ମୂହୁର୍ତ୍ତକୁ ଚୂଡାନ୍ତ କରାଯାଇଛି। ଶୁକ୍ଳ କୁର୍ମ ଦ୍ୱାଦଶୀ,...

ଅଯୋଧ୍ୟାରେ ସୁଦର୍ଶନଙ୍କ ନୂଆ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ, ୨୨।୧: ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ରବିବାର ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଯୋଧ୍ୟାର ରାମକଥା ପାର୍କରେ ସୁଦର୍ଶନଙ୍କ ଦ୍ୱାରା ପ୍ରସ୍ତୁତ ରାମମନ୍ଦିରର ୫୦୦ କ୍ଷୁଦ୍ର ପ୍ରତିରୂପ...

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌...

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି

ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଧର୍ମେନ୍ଦ୍ର...

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ...

୧୦୦ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨/୧: ଜାନୁଆରୀ ୨୨ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅବ୍ୟବହିତ ପୂର୍ବରୁ ଅଯୋଧ୍ୟା ସମେତ ଦେଶର ବିଭିନ୍ନ ଭାଗରେ ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି। କୌଣସି ପ୍ରକାର ସନ୍ଦିଗ୍ଧ କାର୍ଯ୍ୟକଳାପ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନାକୁ ନଷ୍ଟ କରିବା ଭଳି ସ୍ଥିତି ଯେମିତି...

‘ରାମମୟ’ ଅଯୋଧ୍ୟା: ରାମଲାଲାଙ୍କ ୫୦୦ ବର୍ଷ ‘ନିର୍ବାସନ’ର ସମାପ୍ତି କରି ଆଜି ହେବ ‘ପ୍ରାଣ ପ୍ରତିଷ୍ଠା’

ଅଯୋଧ୍ୟା,୨୨।୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା...

ରାମ କଲେ ମାଲାମାଲ: ଦିଲ୍ଲୀ ବଜାରରେ ଧାର୍ମିକ ପତାକା ଆଉଟ ଅଫ ଷ୍ଟକ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ରାଜଧାନୀରେ ରାମନାମୀ ସାଫ୍ରନ ପତାକା ଷ୍ଟକ ଶେଷ ହୋଇଯାଇଛି। କେବଳ ଏତିକି ନୁହେଁ, ଦୀପଗୁଡ଼ିକ ତିନି ଗୁଣ ମୂଲ୍ୟରେ ବିକ୍ରି ହେଉଥିବା ଦେଖାଯାଉଛି। ଅପରାହ୍ନ ପର୍ଯ୍ୟନ୍ତ ଦୋକାନୀମାନେ କ୍ରେତାମାନଙ୍କୁ କହିଥିଲେ...

ରାମ ଜନ୍ମଭୂମିରେ ସାଢେ ୪ ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ବର୍ଷ ବର୍ଷର ଅପେକ୍ଷା ବର୍ତ୍ତମାନ ଶେଷ ହେବାକୁ ଯାଉଛି। ସେହି ଶୁଭ ସମୟ ସୋମବାର ଦିନ୧୨ଟା ୫ ରୁ ୧୨ଟା ୫୫ମଧ୍ୟରେ ହେବ, ଯେତେବେଳେ ବୈଦିକ ମନ୍ତ୍ର ମଧ୍ୟରେ କମଲ ନୟନଙ୍କ ଅଚଳ ପ୍ରତିମୂର୍ତ୍ତିକୁ ଏହାର ଈଶ୍ୱରୀୟ ମନ୍ଦିରରେ...

ମୋଦିଙ୍କ ଯୋଗୁ ରାମମନ୍ଦିର ନିର୍ମାଣ ହୋଇପାରିଛି ସମ୍ଭବ: ନ୍ୟୁଜିଲାଣ୍ଡ ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଅଛି। ଏହି କାର୍ଯ୍ୟକ୍ରମ ବିଷୟରେ ବିଦେଶରୁ ଅଭିନନ୍ଦନ ବାର୍ତ୍ତା ମଧ୍ୟ ଆସୁଛି। ନ୍ୟୁଜିଲାଣ୍ଡର ବର୍ତ୍ତମାନର ଅନେକ ମନ୍ତ୍ରୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରାଣ ପ୍ରତିଷ୍ଠାର ପୂର୍ବ ସନ୍ଧ୍ୟାରେ ମୋଦିଙ୍କୁ ପତ୍ର ଲେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୧।୧: ସୋମବାର ଜାନୁଆରୀ ୨୨ରେ ଅଯୋଧ୍ୟାରେ ଥିବା ଶ୍ରୀ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଅତିଥିମାନେ ପହଞ୍ଚିବା ଆରମ୍ଭ କରିଛନ୍ତି ଏବଂ ଏକ ଐତିହାସିକ ଉତ୍ସବ...

ପ୍ରଥମେ କଲେ ପ୍ରାଣ ପ୍ରତିଷ୍ଠାକୁ ବିରୋଧ, ଏବେ କହୁଛନ୍ତି ଆମେ ମୋଦିଙ୍କ ବିରୋଧୀ ନୁହେଁ ପ୍ରଶଂସକ

ନୂଆଦିଲ୍ଲୀ,୨୧।୧: ସୋମବାର ୨୨ଜାନୁଆରୀରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ପ୍ରାୟ ସଂପୂର୍ଣ୍ଣ ହୋଇଛି ଏବଂ ଚୂଡାନ୍ତ ହୋଉଛି। ରାମ ମନ୍ଦିରର ଉଦଘାଟନ ସମୟକୁ ନେଇ ପ୍ରଶ୍ନ ଉଠାଇଥିବା ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri