ଜାତୀୟ

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ଜଣେ ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାଇ…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ପରେ ବିଶ୍ୱ ଏକ ଶକ୍ତି ସଙ୍କଟର ସମ୍ମୁଖୀନ ହେଉଛି। ଭାରତର ପ୍ରଧାନମନ୍ତ୍ରୀ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଲାଣି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ‘ଇଣ୍ଡିଆ’ (INDIA)…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ‘ପ୍ରଧାନମନ୍ତ୍ରୀ କିସାନ ମାନଧନ ଯୋଜନା’ (PM-KMDY) ଆରମ୍ଭ କରିଛନ୍ତି, ଯାହା…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ ଆଉ ଅଦଳବଦଳ କରିଛନ୍ତି। ଏହାକୁ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ ନିର୍ମାଣ ଲାଗି ଜିଲାରେ ବିକଳ୍ପ ଜମି ଯୋଗାଇଦେବା ପାଇଁ ମୁସଲମାନ ସମ୍ପ୍ରଦାୟ ରାଜ୍ୟ…

NEET ପେପର ଲିକ୍‌ ମାମଲାରେ CBIର ବଡ଼ କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ପି.ଭି. କୁଲକର୍ଣ୍ଣି ଗିରଫ

ନୂଆଦିଲ୍ଲୀ/ପୁଣେ,୧୫।୫: NEET-UG 2026 ପ୍ରଶ୍ନପତ୍ର ଲିକ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI)କୁ ଏକ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ସଂସ୍ଥା ଏହି ସାରା ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ପି.ଭି. କୁଲକର୍ଣ୍ଣିଙ୍କୁ ଗିରଫ କରିଛି। CBI ଅନୁଯାୟୀ, କୁଲକର୍ଣ୍ଣି ହିଁ ପେପର…

ଇନ୍ଧନ ସଞ୍ଚୟ ଚାପ ମଧ୍ୟରେ ସୁପ୍ରିମକୋର୍ଟରେ ହେବ ଭର୍ଚୁଆଲ ଶୁଣାଣି

ନୂଆଦିଲ୍ଲୀ,୧୫।୫: ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ଏକ ସର୍କୁଲାର ଅନୁଯାୟୀ, ସୁପ୍ରିମକୋର୍ଟ ହାଇବ୍ରିଡ କାର୍ଯ୍ୟ ମଡେଲ ବାଛିଛନ୍ତି, ବିବିଧ ଦିନ ଏବଂ ଆଂଶିକ କାର୍ଯ୍ୟ ଦିବସରେ ତାଲିକାଭୁକ୍ତ ସମସ୍ତ ମାମଲା ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି କରିବାକୁ…

କେରଳ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ଥରୁର

ନୂଆଦିଲ୍ଲୀ,୧୫।୫: କେରଳର ନୂଆ ମୁଖ୍ୟମନ୍ତ୍ରୀ, ଭି.ଡି. ସତିସନ, ସୋମବାର (୧୮ ମଇ) ଶପଥ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ବ୍ୟାପକ ବିଚାର ବିମର୍ଶ ପରେ, କଂଗ୍ରେସ ଦଳର ଶୀର୍ଷ ନେତୃତ୍ୱ ରାହୁଲ ଗାନ୍ଧୀଙ୍କ ସମେତ ସତିସନଙ୍କ ନାମକୁ ଚୂଡ଼ାନ୍ତ ଅନୁମୋଦନ…

ଆର.ଜି କର ବଳାତ୍କାର ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ପୋଲିସ କମିଶନର ବିନୀତ ଗୋୟଲଙ୍କ ସମେତ ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

କୋଲକାତା,୧୫।୫: ବଙ୍ଗଳାରେ ନୂଆ ସରକାର ଗଠନ ହେବା ପରେ, ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ହାଇପ୍ରୋଫାଇଲ ଆର.ଜି. କର ମାମଲା ସମ୍ପର୍କରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ଅପରାହ୍ନରେ ରାଜ୍ୟ ସଚିବାଳୟ, ନବାନ୍ନାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ତିନି…

ଇଶାନଙ୍କୁ ୧ କୋଟି ଟଙ୍କାର ଚେକ୍‌ ଦେଲେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୫।୫: ବିସ୍ଫୋରକ ବ୍ୟାଟସମ୍ୟାନ ଇଶାନ କିଷାନ ଶୁକ୍ରବାର ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଭେଟଛନ୍ତି। ଏହି ସମୟରେ ସମ୍ରାଟ ଚୌଧୁରୀ ପାଟନାର ବାସିନ୍ଦା ଇଶାନ କିଷାନଙ୍କୁ ଏକ କୋଟି ଟଙ୍କାର ଚେକ ଦେଇ ସମ୍ମାନିତ କରିଛନ୍ତି। ବିହାରର ମୁଖ୍ୟ ସଚିବ…

ମୌସୁମୀ ଆଗମନ ନେଇ IMDର ବଡ଼ ଆକଳନ: ୨୬ରେ ଛୁଇଁବ କେରଳ

ନୂଆଦିଲ୍ଲୀ,୧୫।୫: ଭାରତୀୟ ପାଣିପାଗ ବିଭାଗ(IMD) ଏକ ବଡ଼ ଆକଳନ କରିଛି। ଆସନ୍ତା ମେ’ ୨୬ କିମ୍ବା ୨୭ ତାରିଖରେ କେରଳରେ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହା ଦେଶବାସୀ ଏବଂ ଚାଷୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଦେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?