ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲେ ଫାରୁକ୍
ଶ୍ରୀନଗର, ୮ା୫ : ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ବିଳମ୍ବ ହେବା ପଛର କାରଣକୁ ନେଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲା ରବିବାର ପ୍ରଶ୍ନ ଉଠାଇଛନ୍ତି। ଜମ୍ମୁ-କଶ୍ମୀରରେ ତୁରନ୍ତ ଏକ ନିର୍ବାଚିତ ସରକାର ଆବଶ୍ୟକ ଥିବା…
ପରେଡ୍ରେ କେବଳ ମହିଳା କଣ୍ଟିଜେଣ୍ଟ ଭାଗନେବେ
ନୂଆଦିଲ୍ଲୀ, ,୮ା୫ (ପି.ଟି.) : ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥ ପରେଡରେ କେବଳ ମହିଳା ମାର୍ଚିଂ ଓ ବ୍ୟାଣ୍ଡ୍ କଣ୍ଟିଜେଣ୍ଟଙ୍କୁ ଦେଖିବାକୁ ମିଳିବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଉଚି। ଗତ ମାର୍ଚ୍ଚରେ ପ୍ରତିରକ୍ଷା ମନ୍ତ୍ରଣାଳୟ…
କେରଳରେ ଡଙ୍ଗାବୁଡ଼ି, ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି
ଥିରୁଭାନନ୍ତପୁରମ୍,୮ା୫: କେରଳର ମାଲାପୁରମ୍ ଜିଲାର ତନୁର ନିକଟରେ ରବିବାର ରାତିରେ ଏକ ଡଙ୍ଗାବୁଡ଼ି ଯାଇଥିଲା। ଆଜି ଏହି ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଛି। ଏହି ଡଙ୍ଗାରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ ଥିଲେ। ମନ୍ତ୍ରୀ ଭି.ଅବ୍ଦୁରହିମନ କହିଛନ୍ତି, ବର୍ତ୍ତମାନ ମୃତ୍ୟୁସଂଖ୍ୟା ୨୧ପହଞ୍ଚିଥିବା…
୧୯୮୮ ପରଠୁ ପଦ ହରାଇଲେଣି ୪୨ ଏମ୍ପି
ନୂଆଦିଲ୍ଲୀ,୮ା୫: ଲୋକ ସଭାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦ୍ୟ ଅଯୋଗ୍ୟତା ଜନ ପ୍ରତିନିଧି ଆଇନର ନିୟମ ଉପରେ ବିତର୍କ ସୃଷ୍ଟି କରିଛି, ଯାହା ବଳରେ ୧୯୮୮ ମସିହାରୁ ଅଦ୍ୟାବଧି ୪୨ ଏମ୍ପି ନିଜ ପଦ ହରାଇଲେଣି। ୨୦୦୪ ମେ’ ୧୭ରୁ…
ବ୍ରିଜ୍ଭୂଷଣଙ୍କୁ ଗିରଫ କର: କେନ୍ଦ୍ରକୁ ୧୦ ଦିନିଆ ମହଲତ
ନୂଆଦିଲ୍ଲୀ,୮ା୫: ଯୌନ ନିର୍ଯାତନା ମାମଲାରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ମୁଖ୍ୟ ତଥା ଭାଜପା ଏମ୍ପି ବ୍ରିଜ୍ଭୂଷଣ ଶରଣ ସିଂଙ୍କୁ ୧୦ ଦିନ ମଧ୍ୟରେ ଗିରଫ କର। ନଚେତ୍ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। ନୂଆଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧା ଓ ସେମାନଙ୍କ…
ସେନା ଗାଡି ଦୁର୍ଘଟଣାଗ୍ରସ୍ତ: ଜଣେ ଯବାନ ମୃତ
ଶ୍ରୀନଗର,୭।୫: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବିଏସଏଫ୍ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ରବିବାର ମାନକୋଟ ସେକ୍ଟରରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଆର୍ମି…
ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ
ନୂଆଦିଲ୍ଲୀ, ୭ା୫ କଂଗ୍ରେସ ଭୋଟବ୍ୟାଙ୍କ ପାଇଁ ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇ ଲକ୍ଷ୍ମଣରେଖା ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି କଂଗ୍ରେସ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି। ଶୁକ୍ରବାର କର୍ନାଟକର ବେଲାରୀରେ ଏକ…
ଏଲଓସିରେ ମୁତୟନ ହେବେ ଟେରିଟୋରିଆଲ ଆର୍ମି ମହିଳା ଅଧିକାରୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ମଞ୍ଜୁରୀ…
ନୂଆଦିଲ୍ଲୀ,୭।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟେରିଟୋରିଆଲ ଆର୍ମିର ମହିଳା ଅଧିକାରୀଙ୍କୁ ଟେରିଟୋରିଆଲ ଆର୍ମି(ଟିଏ)ର ଇଞ୍ଜିନିୟର ରେଜିମେଣ୍ଟ ସହିତ ଭାରତ ପାକିସ୍ତାନର ଏଲଓସି ଗ୍ରୁପ ହେଡକ୍ୱାର୍ଟରରେ ଷ୍ଟାଫ ଅଫିସର ତଥା ନୂଆଦିଲ୍ଲୀରେ ଟେରିଟେରାଲ ଆର୍ମି ଡାଇରେକ୍ଟୋରେଟ ଜେନେରାଲ ଭାବରେ ପୋଷ୍ଟ…
ସୁଦାନରୁ ଫେରିଥିବା ହକ୍କି-ପିକ୍କି ଜନଜାତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ବେଙ୍ଗାଲୁରୁ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ଶିବାମୋଗାରେ ହକ୍କି-ପିକ୍କି ଜନଜାତିର ସଦସ୍ୟଙ୍କୁ ଭେଟିଛନ୍ତି। ଏହି ଲୋକମାନଙ୍କୁ ‘ଅପରେଶନ କାବେରୀ’ ଅଧୀନରେ ସୁରକ୍ଷିତ ଭାବେ ସୁଦାନରୁ ଅଣାଯାଇଥିଲା। ତେବେ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବାରୁ ହକ୍କି ପିକ୍କି ଜନଜାତିର ସଦସ୍ୟମାନେ ପ୍ରଧାନମନ୍ତ୍ରୀ…
ଯାତ୍ରୀବାହୀ ପିକ୍ଅନ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍: ୮ ମୃତ, ୧୫ ଆହତ
ଲକ୍ଷ୍ନୌ,୭।୫: ଉତ୍ତରପ୍ରଦେଶର ମୋରାଦାବାଦର ଦଳପଟପୁର-କାଶୀପୁର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ପିକ୍ଅନ ଭ୍ୟାନକୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ଧକ୍କା ଦେଇଛି। ଫଳରେ ଏକ ଶିଶୁ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ…
ମେ’୨୧ ସୁଦ୍ଧା ବ୍ରଜଭୂଷଣଙ୍କୁ ଗିରଫ କରିବାକୁ ଦାବି
ନୂଆଦିଲ୍ଲୀ,୭।୫: ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ମୁଖ୍ୟ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀରେ ଯନ୍ତରମନ୍ତରରେ କୁସ୍ତିଯୋଦ୍ଧା ଧାରଣାରେ ବସିଛନ୍ତି। ଏହି ସମୟରେ କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ଦିଲ୍ଲୀରେ ଚାଷୀ ନେତା ରାକେଶ ଟିକାୟତ ପହଞ୍ଚିଛନ୍ତି। ଏହି ଘଟଣାକୁ ନେଇ ଚାଷୀ ନେତା…
ଭାରତ ସୀମାରେ ୧୦ ମିନିଟ୍ ପର୍ଯ୍ୟନ୍ତ ଅଟକି ରହିଲା ପାକିସ୍ତାନ ବିମାନ
ନୂଆଦିଲ୍ଲୀ,୭।୫: ପାକିସ୍ତାନ ଏୟାରଲାଇନ୍ସର ଏକ ବିମାନ ହଠାତ୍ ଭାରତ ବାୟୁସୀମାରେ ପ୍ରବେଶ କରିଛି। ଏନେଇ ଭାରତରେ ଉତ୍ତେଜନା ଦେଖାଦେଇଥିବା ଜଣାପଡିଛି। ଏହି ପାକିସ୍ତାନୀ ବିମାନ ପ୍ରାୟ ଦଶ ମିନିଟ୍ ପର୍ଯ୍ୟନ୍ତ ଭାରତ ସୀମାରେ ଅଟକି ରହିଥିଲା। ବିମାନ ଭାରତରେ ପ୍ରବେଶ କରିବା…
Archives


