ଜାତୀୟ

ଉତ୍ତରଦାୟିତ୍ୱରୁ ଖସିବା ପାଇଁ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର

ନୂଆଦିଲ୍ଲୀ,୬ା୭(ପି.ଟି.): ୨୯୪ ଯାତ୍ରୀଙ୍କ ଜୀବନ ନେଇଥିବା ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗରେ ଉତ୍ତରଦାୟିତ୍ୱରୁ ଖସିଯିବା ପାଇଁ ରେଳ ମନ୍ତ୍ରଣାଳୟ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର ଚଳାଇଥିବା କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଦେଶରେ…

ଯୁବତୀଙ୍କୁ ବଳାତ୍କାର କରି ୫ ବର୍ଷ ହେଲା କରୁଥିଲେ ବ୍ଲାକ୍‌ମେଲିଂ

ନବସରି,୫।୭: ଜଣେ ଯୁବତୀଙ୍କୁ ୫ ବର୍ଷ ଧରି ବଳାତ୍କାର ଏବଂ ବ୍ଲାକ୍‌ମେଲ କରିବା ଅଭିଯୋଗରେ ନବସରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ୩୭ ବର୍ଷୀୟ ମୁସଲମାନ ଯୁବକ ଆସିମ ନିଜାମ ଶେଖ। ୫ ବର୍ଷ ତଳେ ଯୁବତୀଙ୍କୁ…

ନିଷ୍ପତ୍ତିରେ ପରିବର୍ତ୍ତନ କଲା ୟୁଜିସି

ନୂଆଦିଲ୍ଲୀ,୫ା୭: ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତି ପାଇଁ ପିଏଚ୍‌.ଡି ଜରୁରୀ ବୋଲି ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନେଇଥିବା ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଛି। ଏହି ପଦରେ ପ୍ରତ୍ୟକ୍ଷ ଭାବେ ଅବସ୍ଥାପିତ ହେବା ପାଇଁ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ(ଏନ୍‌ଇଟି), ଷ୍ଟେଟ୍‌ ଏଲିଜିବିଲିଟି ଟେଷ୍ଟ…

ପ୍ରେମିକ ସହ ଫେରାର ହୋଇଗଲେ ଝିଅ, ଜିଅଁନ୍ତା ଶୁଦ୍ଧି ହେଲେ ପରିବାର ଲୋକେ

ପାଟ୍‌ନା,୫ା୭: ବିହାରରେ ପୁଣିଥରେ ଜଣେ ଝିଅକୁ ତାଙ୍କ ପରିବାର ଲୋକେ ଜିଅଁନ୍ତା ଶୁଦ୍ଧି ହୋଇଛନ୍ତି। ଏଥିପାଇଁ ପ୍ରଥମେ ତାଙ୍କର କୋକେଇ ସଜାଯାଇଥିଲା। ପରେ ଅନ୍ତିମ ସଂସ୍କାର କରାଯାଇଥିଲା। ଏପରି ଘଟଣା ବିହାରର ପୁର୍ନିଆଠାରେ ଦେଖିବାକୁ ମିଳିଛି। ଝିଅଙ୍କ ପିତା ଏବଂ ଭାଇ…

ଦଳଭେଦୀ ଅଜିତଙ୍କ ଉପରେ ବର୍ଷିଲେ ଶରଦ ପାଓ୍ବାର, କହିଲେ ଅସୁବିଧା ଥିଲା ଯଦି…

ମୁମ୍ବାଇ,୫।୭: ଅଜିତ ପାୱାରଙ୍କ ବିଦ୍ରୋହ ପରେ ବୁଧବାର ଦିନ ଶରଦ ପାୱାର ପ୍ରଥମ ଥର ପାଇଁ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ସମଗ୍ର ଦେଶ ଆମକୁ ଦେଖୁଛି। ଆଜିର ବୈଠକ ଏନସିପି ପାଇଁ ଐତିହାସିକ। ବାଟରେ ଆସୁଥିବା ଅନେକ…

ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପାଙ୍କର ନୁହେଁ: ସୁପ୍ରିୟା ସୁଲେ

ମୁମ୍ବାଇ,୫।୭: ମହାରାଷ୍ଟ୍ର ରାଜନୀତିରେ ଚାଲିଥିବା ଉଠା ପକା ମଧ୍ୟରେ ଏନସିପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଏବଂ ସାଂସଦ ସୁପ୍ରିୟା ସୁଲେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପା ଶରଦ ପାଓ୍ବାରଙ୍କ ବିରୋଧରେ କିଛି କୁହନ୍ତୁ ନାହିଁ।…

ମୁଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି: ଅଜିତ ପାଓ୍ବାର…

ମୁମ୍ବାଇ,୫।୭ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ମହାରାଷ୍ଟ୍ର ସରକାରରେ ଯୋଗଦେବା ପରେ ଶେଷରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ତାଙ୍କର ରାଜନୈତିକ ଅଭିଳାଷ ପ୍ରକାଶ କରିଛନ୍ତି। ଅଜିତ ପାୱାର କହିଛନ୍ତି ସେ ମହାରାଷ୍ଟ୍ରର ସିଏମ ହେବାକୁ ଚାହୁଁଛନ୍ତି ଯାହା ଦ୍ୱାରା ସେ…

ଯିଏ ୨୦୧୯ରେ ଅଜିତ ପାଓ୍ବାରଙ୍କ ବିଦ୍ରୋହକୁ କରିଥିଲେ ବିଫଳ, ଏବେ ତାଙ୍କୁ ଶରଦ ପାଓ୍ବାର ଦେଲେ ବଡ ଦାୟିତ୍ୱ

ମୁମ୍ବାଇ,୫।୭: ମହାରାଷ୍ଟ୍ର ରାଜନୀତିରେ ରାଜନୈତିକ ଝଡ ଲାଗି ରହିଛି। ଦୁଇ ଦଳର ମୁଖିଆ ନିଜ ଦଳର ମାଲିକାନା ନେଇ ପରସ୍ପରକୁ କାଦୁଅ ଫୋଫାଡିବାରେ ଲାଗିଛନ୍ତି। ତେବେ ଏହାରି ଭିତରେ ଶରଦ ପାଓ୍ବାରଙ୍କ ଜଣେ ବିଶ୍ୱସ୍ଥଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ…

ଡାଟା ସୁରକ୍ଷା ବିଲ୍‌କୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୫।୭: ଡାଟା ସୁରକ୍ଷା ବିଲ୍‌କୁ ବୁଧବାର କ୍ୟାବିନେଟ ଅନୁମୋଦନ କରିଛି। ସଂସଦର ମୌସୁମୀ ଅଧିବେଶନରେ ଡାଟା ସୁରକ୍ଷା ବିଲ ଆଗତ ହେବ। ଭାରତରେ ସମସ୍ତ ବ୍ୟକ୍ତିଗତ ତଥ୍ୟ ଏହାର ଆଇନଗତ ଅଧିକାରରେ ରହିବ। ଏଥିରେ ଉଭୟ ଅନଲାଇନ ଏବଂ ଅଫଲାଇନ ଡାଟା…

ୟୁସିସି ନେଇ ପଛଘୁଞ୍ଚା ଦେଲା ଏଆଇଏଡିଏମକେ…

ଚେନ୍ନାଇ,୫।୭ : ଦେଶରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ଲାଗୁ କରିବା ଭାଜପା ପାଇଁ ସହଜ ହେବ ନାହିଁ। ବିରୋଧୀମାନେ ବିରୋଧ କରୁଛନ୍ତି କିନ୍ତୁ ବର୍ତ୍ତମାନ ତାମିଲନାଡୁରେ ଭାଜପାର ମୁଖ୍ୟ ସହଯୋଗୀ ଏଆଇଏଡିଏମକେ ଏନେଇ ପଛଘୁଞ୍ଚା ଦେଇ ଭାଜପାର ହାତ ଛାଡ଼ିଛି। ୟୁନିଫର୍ମ…

ପାର୍ଟି ବୈଠକରେ ବର୍ଷିଲେ ଅଜିତ ପାଓ୍ବାର, କହିଲେ ବୟସ ୮୦ପାର୍‌ ହେଲାଣି…

ମୁମ୍ବାଇ,୫।୭:ମହାରାଷ୍ଟ୍ରର ଜାତୀୟତାବାଦୀ କଂଗ୍ରେସ ପାଟ(ଏନସିପି) ରାଜନୈତିକ ସଙ୍କଟ ଦେଇ ଗତି କରୁଛି। ଅଜିତ ପାଓ୍ବାର ଏବଂ ଶରଦ ପାଓ୍ବାର ଦଳର ମାଲିକାନା ନେଇ ପରସ୍ବର ମଧ୍ୟରେ ଅର୍ନ୍ତଦ୍ୱନ୍ଦ କରୁଛନ୍ତି। ତେବେ ଏସବୁ ଭିତରେ ଅଜିତ ପାଓ୍ବାରଙ୍କ ପାର୍ଟି ବୈଠକରେ ଅଜିତ ଖୋଲାଖୋଲି…

କୋର୍ଟ ପରିସରରେ ଗୁଳିକାଣ୍ଡ…

ନୂଆଦିଲ୍ଲୀ,୫।୭ : ଦେଶର ରାଜଧାନୀ ଦିଲ୍ଲୀର ତିସ ହାଜାରି କୋର୍ଟ କମ୍ପ୍ଲେକ୍ସରେ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଗୁଳିକାଣ୍ଡରେ କେହି ଆହତ ହୋଇନାହାଁନ୍ତି। ଓକିଲଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଏହି ଘଟଣା ଘଟିଥିବା ପୋଲିସ କହିଛି। ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?